ନିହିମିୟା

1 2 3 4 5 6 7 8 9 10 11 12 13


ଅଧ୍ୟାୟ 7

ତେଣୁ ଆମ୍ଭେ ପ୍ରାଚୀର ନିର୍ମାଣ ସମାପ୍ତ କଲୁ। ଏହାପରେ ଆମ୍ଭେ ସମସ୍ତ ଦ୍ବାର ରେ କବାଟ ଲଗାଇଲୁ। ଏହାପରେ, ମୁଁ ଦ୍ବାରପାଳ ଗାଯକ ଓ ଲବେୀୟମାନଙ୍କୁ ନିୟୁକ୍ତି କଲି।
2 ଏହାପରେ ମୁଁ ମାରେଭାଇ ହନାନିକି ଓ ଦୁର୍ଗର ଶାସନକର୍ତ୍ତା ହନାନିଯକୁ ୟିରୁଶାଲମ ଉପରେ ନିୟୁକ୍ତ କଲି କାରଣ ହନାନିଯ ବିଶ୍ବସ୍ତ ଲୋକ ଥିଲା, ଆଉ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ପରମେଶ୍ବରଙ୍କୁ ଭୟ କରୁଥିଲା।
3 ଆଉ ମୁଁ ହନାନିକୁ ଓ ହନାନିଯକୁ କହିଲି, "ଦିନ ରେ ସୂର୍ୟ୍ଯ ପ୍ରଚଣ୍ତ ନ ହବୋ ପର୍ୟ୍ଯନ୍ତ ଯେପରି ଫାଟକ ନ ଖୋଲା ୟାଏ, ଆଉ ଲୋକମାନେ ପ୍ରହରୀ କର୍ମ ରେ ଠିଆ ହବୋ ବେଳେ ସୁର୍ୟ୍ଯାସ୍ତ ସମୟରେ ଦ୍ବାରସବୁ ବନ୍ଦ କରନ୍ତୁ। ପୁଣି ତୁମ୍ଭମାନେେ ୟିରୁଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିୟୁକ୍ତ କର। କେତକେ ପ୍ରହରୀ ସମାନଙ୍କେ ଶିବିର ରେ ଛିଡା ହୁଅନ୍ତୁ ଓ ଅନ୍ୟ ପ୍ରହରୀମାନେ ନିଜ ଗୃହ ରେ ସମ୍ମୁଖ ରେ ରହନ୍ତୁ।"
4 ବର୍ତ୍ତମାନ ନଗର ପ୍ରଶସ୍ତ ଥିଲା। ମାତ୍ର ତହିଁ ମଧିଅରେ ଅଳ୍ପଲୋକ ଥିଲେ ଓ ଗୃହସବୁ ନିର୍ମିତ ହାଇନେଥିଲା।
5 ଏହାପରେ ବଂଶାବଳି କ୍ରମେ ଗଣିତ ହବୋପାଇଁ କୁଳନୀମାନଙ୍କୁ ଓ ଅଧ୍ଯକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମାରେପରମେଶ୍ବର ମାେ ମନ ରେ ପ୍ରବୃତ୍ତି ୟାତ କଲେ। ଆଉ ଯେଉଁମାନେ ପ୍ରଥମେ ଆସିଲେ, ମୁଁ ସମାନଙ୍କେର ବଂଶାବଳି ପୁସ୍ତକ ପାଇଲି। ତହିଁରେ ଏହା ଲଖାେ ୟାଇଥିବାର ଦେଖିଲି।
6 ଯେଉଁମାନେ ବନ୍ଦୀରୂପେ ଥିଲେ, ସମାନଙ୍କେ ମଧ୍ଯରୁ ପ୍ରଦେଶୀଯ ଏହି ସନ୍ତାନଗଣ ପ୍ରେତ୍ୟକକ ୟିରୁଶାଲମ ଓ ଯିହୁଦାସ୍ଥିତ ନିଜ ନିଜ ନଗରକୁ ଫରେି ଆସିଲେ। ବାବିଲର ରାଜା ନବୂଖଦ୍ନିତ୍ସର ୟିହୁଦୀଯମାନଙ୍କୁ କରାଯତ କରିଥିଲେ।
7 ଏମାନେ ସରୁଦ୍ଦାବିଲ, ଯଶୂେଯ, ନିହିମିଯା, ଅସରିଯ ରଯମା, ନହମାନି ମର୍ଦ୍ଦଖଯ, ବିଲଶନ, ମମ୍ପର, ବିଗ୍ବଯ, ନହୂମ, ବାନା ସଙ୍ଗେ ଫରେି ଆସିଲେ। ଇଶ୍ରାୟେଲ ବଂଶିଯ ପୁରୁଷମାନଙ୍କ ସଂଖ୍ଯା ଏହିପରି ଥିଲା।
8 ପରିଯୋଶର ବଂଶଧର 2,172 ଜଣ।
9 ଶଫଟିଯର ବଂଶଧର 372 ଜଣ।
10 ଆରହର ବଂଶଧର 652 ଜଣ।
11 ଯଶୂେଯ ଓ ଯୋୟାବର ପରିବାର ମଧ୍ଯରୁ ପହତ୍ ମାୟୋବର ବଂଶଧର 2,818 ଜଣ।
12 ଏଲମର ବଂଶଧର 1,254 ଜଣ।
13 ସତ୍ତୂର ବଂଶଧର 845 ଜଣ।
14 ସକ୍କଯର ବଂଶଧର 760 ଜଣ।
15 ବିନ୍ନୁଯିର ବଂଶଧର 648 ଜଣ।
16 ବବଯରେ ବଂଶଧର 628 ଜଣ।
17 ଅସ୍ଗଦର ବଂଶର 2,322 ଜଣ।
18 ଅଦୋନୀକାମର ବଂଶଧର 667 ଜଣ।
19 ବିଗ୍ବଯର ବଂଶଧର 2,067 ଜଣ।
20 ଅଦୀନର ବଂଶଧର 655 ଜଣ।
21 ହିଜକିଯର ଆଟରର ବଂଶଧରରୁ 98 ଜଣ।
22 ହଶୂମର ବଂଶଧର 328 ଜଣ।
23 ବେତ୍ସଯର ବଂଶଧର 324 ଜଣ।
24 ହାରୀଫର ବଂଶଧର 112 ଜଣ।
25 ଗିବିୟୋନର ବଂଶଧର 95 ଜଣ।
26 ବୈଥଲହମେ ଓ ନଟୋଫା ସହରରୁ 188 ଜଣ।
27 ଅନାେଥାତର ଲୋକ 128 ଜଣ।
28 ବେଥ୍-ଅସ୍ମାବତ ସହରରୁ 42 ଜଣ।
29 କିରିଯତ୍ ୟିଯାରୀମ, କଫୀରା ଓ ବରେୋତ ସହରରୁ 743 ଜଣ।
30 ରାମା ଓ ଗବୋ ସହରରୁ 621 ଜଣ।
31 ମିକ୍ମସ ସହରରୁ 122 ଜଣ।
32 ବୈଥେଲ୍ ଓ ଅଯ ସହରରୁ 123 ଜଣ।
33 ଅନ୍ୟ ନବୋ ସହରରୁ 52 ଜଣ।
34 ଅନ୍ୟ ଏଲମ ସହରରୁ 1,254 ଜଣ।
35 ହାରୀମ ସହରରୁ 320 ଜଣ।
36 ଯିରୀହାେ ସହରରୁ 345 ଜଣ।
37 ଲୋଦ୍, ହାଦୀନ୍ ଓ ଓନୋ ସହରରୁ 721 ଜଣ।
38 ସନାଯ ସହରରୁ 3,930 ଜଣ।
39 ଯାଜକଗଣ: ଯେଉଁମାନେ ୟିଦଯିଯର ଭବିଷ୍ଯତ ବଂଶଧର ଓ ଯଶୂେଯ ପରିବାରର ସଭ୍ଯ 973 ଜଣ।
40 ଇମ୍ମରରେ ବଂଶଧର 1,052 ଜଣ।
41 ପଶ୍ହୂରର ବଂଶଧର 1,247 ଜଣ।
42 ହାରିମର ବଂଶଧର 1,017 ଜଣ।
43 କଦ୍ମୀଯଲଙ୍କେ ଦ୍ବାରା ହଦେବାର ମାଧ୍ଯମ ରେ ଯଶୂେଯ ପରିବାରବର୍ଗରୁ ଆସିଥିବା ଲବେୀୟମାନଙ୍କର ସଂଖ୍ଯା 74 ଜଣ।
44 ଗାଯକଗଣ: ଆସଫର ବଂଶଧର 148 ଜଣ।
45 ଏହିମାନେ ହେଲେ ଦ୍ବାରପାଳଗଣ: ଶଲ୍ଲୁମର ବଂଶଧରମାନେ, ଆଟର, ଟଲ୍ମୋନ, ଅକ୍କବ, ହଟୀଟା ଓ ଶୋବଯ 138 ଜଣ।
46 ମନ୍ଦିରର ଦାସମାନେ ହେଲେ: ସହୀର ବଂଶଧରମାନେ, ହସ୍ବଫା, ଟଦ୍ଦାଯୋତର ବଂଶଧର।
47 କରେୋସର, ସୀଯର, ପଦୋନ।
48 ଲବାନା, ହଗାଦ, ଶଲ୍ମଯ,
49 ହାନନ, ଗିଦ୍ଦଲେ, ଗହର,
50 ରାଯା, ଋତ୍ସୀନ୍, ନକୋଦ,
51 ଗସମ, ଉଷ, ପା ସହେ,
52 ବଷେଯ, ମିଯନୀମ, ନଫୁଷୀମ,
53 ବକ୍ବୁକ, ହକୂଫା, ହବୂର୍ର,
54 ବସ୍ଲୂତ, ମହୀଦା, ହର୍ଶା,
55 ବର୍କୋସ, ସୀଷରା, ତମହେ,
56 ନତ୍ସୀହ, ହଟୀଫା।
57 ଶଲୋମନର ଦାସମାନଙ୍କର ବଂଶଧରମାନେ ହେଲେ: ସୋଟଯ, ସଫରେତେ, ପରିଦା,
58 ୟାଳା, ଦର୍କଣ, ଗିଦ୍ଦଲେ,
59 ଶଫଟିଯ, ହଟୀଲା, ପୋଖରେତ୍-ହତ୍ସବାଯିମ ଓ ଆମାନେ,
60 ମନ୍ଦିରର ସମୁଦାଯ ଦାସ ଓ ଶଲୋମନଙ୍କ ଦାସମାନଙ୍କର ବଂଶଧର 392 ଜଣ।
61 ତଲମେଲହେ, ତେଲ୍ହର୍ଶା, କଋବ୍, ଅଦ୍ଦ୍ନ ଓ ଇମ୍ ମାରେ, ଏସବୁ ସ୍ଥାନରୁ ଲୋକମାନେ ସବୁ ଆସିଲେ। ମାତ୍ର ସମାନେେ ଇଶ୍ରାୟେଲୀୟ ଲୋକମାନେ ବୋଲି ନିଜ ନିଜ ପିତୃ ପରିବାର ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସହେି ଲୋକମାନେ ହେଲେ ଏହିମାନେ।
62 ଦଲାଯ ଟୋବିୟ ଓ ନକୋଦ ବଂଶଧର 642 ଜଣ।
63 ଯାଜକମାନଙ୍କ ପରିବାର ମଧ୍ଯରୁ ହବାଯ, ହକୋସ ଓ ବର୍ସିଲ୍ଲଯର ବଂଶଧର। ଏହି ବର୍ସିଲ୍ଲଯ ଗିଲିଯଦୀଯ ବସିଲ୍ଲଯର ଏକ କନ୍ଯାକୁ ବିବାହ କରିବାରୁ ତାହାର ନାମ ଅନୁସାରେ ସେ ଖ୍ଯାତ ହେଲା।
64 ସମାନେେ ସମାନଙ୍କେର ପରିବାରର ଇତିହାସ ଖାଜେିଲେ, ସମାନଙ୍କେର ମଧିଅରେ ଯେଉଁମାନଙ୍କର ପୂର୍ବପୁରୁଷ ପଞ୍ଜିକୃତ ହାଇେଥିଲେ, ମାତ୍ର ସମାନେେ ପାଇଲେ ନାହିଁ। ତେଣୁ ସମାନେେ ଯାଜକତ୍ବରୁ ଅ ଯୋଗ୍ଯ ଘୋଷିତ ହେଲେ।
65 ଶାସନକର୍ତ୍ତା ସମାନଙ୍କେୁ କହିଲେ, ଯେଉଁ ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହବୋ ପର୍ୟ୍ଯନ୍ତ ତୁମ୍ଭମାନେେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ।
66 ଆଉ ସମସ୍ତ ସମାବେଶ ରେ 42,360 ଜଣ ଥିଲେ।
67 ଏହା ଛଡା ସମାନଙ୍କେ ଦାସଦାସୀ 7,337 ଜଣ ଥିଲେ। ସମାନଙ୍କେର 24 5ଜଣ ଗାଯକ ଗାଯୀକା ଥିଲେ।
68 ସମାନଙ୍କେର 736 ଅଶ୍ବ, 245 ଖଚର,
69 -435 ଓଟ, 6,720 ଗଧ ଥିଲେ।
70 ପରିବାରର ପ୍ରଧାନମାନଙ୍କ ମଧ୍ଯରୁ କହେି କହେି ସହେି କର୍ମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା 1,000 ସ୍ବର୍ଣ୍ଣମୁଦ୍ରା, ପଗ୍ଭଶ କୁଣ୍ତ, 530 ଯାଜକିଯ ବସ୍ତ୍ର ଦଲୋ।
71 ଆଉ ପରିବାରର କେତକେ ପ୍ରଧାନ ଲୋକ କୋଷାଗାରକୁ 20,000 ସ୍ବର୍ଣ୍ଣ ମୁଦ୍ରା ଓ 2,200 ରୂପାମୁଦ୍ରା ଦେଲେ।
72 ଅନ୍ୟ ଲୋକ ସମସ୍ତେ ମିସିକି 20,000 ସ୍ବର୍ଣ୍ଣମୁଦ୍ରା ଓ 2,000 ରୂପା ମୁଦ୍ରା ଓ ସତଷଠି ଯାଜକୀଯ ବସ୍ତ୍ର ଦେଲେ।
73 ଏହାପରେ ଯାଜକମାନେ, ଲବେୀୟମାନେ, ଦ୍ବାରପାଳମାନେ, ଗାଯକମାନେ ଓ ମନ୍ଦିରର ସବେକମାନେ ଓ ସମଗ୍ର ଇଶ୍ରାୟେଲୀୟ ନିଜ ନିଜ ନଗର ରେ ବାସ କଲେ। ଏଣୁ ସପ୍ତମ ମାସ ରେ ସମସ୍ତ ଇଶ୍ରାୟେଲୀୟମାନେ ନିଜ ନିଜ ନଗର ରେ ଥିଲେ।