ଅଧ୍ୟାୟ 128

ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସମାନଙ୍କେର ପ୍ରେତ୍ୟକକ ବ୍ଯକ୍ତି ଧନ୍ଯ ଓ ସଦାପ୍ରଭୁଙ୍କର ପଥରେ ଚାଲନ୍ତି।
2 ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ। ତୁମ୍ଭେ ସୁଖୀ ହବେ ଓ ତୁମ୍ଭର ମଙ୍ଗଳ ହବେ।
3 ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ଯ ହବେ। ତୁମ୍ଭର ସନ୍ତାନମାନେ ତୁମ୍ଭ ମଜେର ଚାରିଆଡ଼େ ଜିତବୃକ୍ଷର ଚାରାପରି ହବେେ।
4 ୟିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହବେ।
5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ଆଉ ୟିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
6 ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖିପାର। ଇଶ୍ରାୟେଲ ଉପରେ ଶାନ୍ତି ବତ୍ତୁର୍।