ଅଧ୍ୟାୟ 142

ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକିବି। ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ।
2 ମୁଁ ସଦାପ୍ରଭୁଙ୍କୁ ମାରେ ସମସ୍ଯା ବିଷଯରେ କହିବି। ମାରେ ଅସୁବିଧାସକଳ ବିଷଯରେ ସଦାପ୍ରଭୁଙ୍କୁ କହିବି।
3 ଆଶା ଛାଡ଼ିଦବୋ ପାଇଁ ମୁଁ ପ୍ରସ୍ତୁତ ଅଟେ। କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି, ମାରେ ଶତ୍ରୁଗଣ ମାେ ପାଇଁ ଫାନ୍ଦ ବସାଇଅଛନ୍ତି।
4 ମାରେ ଚତୁଃପାଶର୍‌ବରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମାେତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ୟିବାକୁ ସ୍ଥାନ ନାହିଁ। କୌଣସି ଲୋକ ମାେତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।
5 ସଦାପ୍ରଭୁ, ମୁଁ ସାହାୟ୍ଯ ପାଇଁ ତୁମ୍ଭକୁ ଡାକେ : ସଦାପ୍ରଭୁ ତୁମ୍ଭେ ମାରେ ନିରାପଦର ସ୍ଥାନ। ତୁମ୍ଭେ ହେଉଛ ସବୁକିଛି ୟାହା ମୁଁ ଜୀବନରେ ଦରକାର କରେ।
6 ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସହେି ଲୋକମାନଙ୍କଠାରୁ ମାେତେ ରକ୍ଷା କର ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି। ସହେି ଲୋକମାନେ ମାେ ଠାରୁ ଅଧିକ ଶକ୍ତିଶାଳୀ।
7 ଏହି ଫାନ୍ଦରୁ ମାେତେ ଉଦ୍ଧାର କରିବାରେ ସାହାୟ୍ଯ କର। ୟପରେିକି ମୁଁ ତୁମ୍ଭ ନାମକୁ ଧନ୍ଯବାଦ ଦଇପୋରିବି। ଧାର୍ମିକମାନେ ମାେ ସହିତ ପାଳନ କରିବେ, କାରଣ ତୁମ୍ଭେ ମାରେ ଯତ୍ନ ନଲେ।