ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ

ଅଧ୍ୟାୟ: 1 2 3 4 5 6 7 8 9 10 11 12 13 14 15 16 17 18 19 20 21 22


-Reset+

ଅଧ୍ୟାୟ 10

1 ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ବର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ବାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶାେଭା ପାଉଥିଲା। ତାହାଙ୍କର ମୁଖ ସୂର୍ୟ୍ଯଙ୍କ ପରି ଉଜ୍ଜ୍ବଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।
2 ସହେି ଦୂତଙ୍କ ହାତ ରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ।
3 ସେ ସିଂହ ଗର୍ଜନ ପରି ଜାରେ ରେ ପାଟି କଲେ। ସେ ପାଟି କରନ୍ତେ ପରେ ସାତବଜ୍ର ତାହାର ଉତ୍ତର ଦେଲେ।
4 ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହଲିେ। ସେତବେେଳେ ମାେତେ ଆକାଶବାଣୀ ଶୁଭିଲା, "ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସଗେୁଡ଼ିକ ଗୁପ୍ତ ରଖ।"
5 ତା'ପରେ ସହେି ସ୍ବର୍ଗଦୂତ ଯକେି ସମୁଦ୍ର ଓ ପୃଥିବୀ ଉପରେ ପାଦଦଇେ ଠିଆ ହାଇେଥିବାର ମୁଁ ଦେଖିଲି, ସେ ତାହାଙ୍କ ଦକ୍ଷିଣ ହସ୍ତ ସ୍ବର୍ଗକୁ ଉଠାଇଲେ।
6 ଯେ ନିତ୍ଯଜୀବିତ, ଯେ ଆକାଶ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମ ରେ ସହେି ସ୍ବର୍ଗଦୂତ ଶପଥକରି କହିଲେ, "ଆଉ ଅଧିକ ବିଳମ୍ବ ହବେ ନାହିଁ।
7 କିନ୍ତୁ ସପ୍ତମ ଦୂତ ସହେି ଦିନମାନଙ୍କ ରେ ତୂରୀ ବଜାନ୍ତେ ପରମେଶ୍ବର ଆପଣା ସବେକ ଭବିଷ୍ଯତ୍ ବକ୍ତାମାନଙ୍କୁ କହିଥିବା ବାକ୍ଯ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହବେ।"
8 ତା'ପରେ ମୁଁ ସହେି ସ୍ବର ସ୍ବର୍ଗରୁ ପୁଣି ଥରେ ଶୁଣିଲି। ସେ ସ୍ବର ମାେତେ କହିଲା, "ଯାଅ ଓ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହାଇେଥିବା ଦୂତଙ୍କ ହାତରୁ ଖାେଲା ଚର୍ମପତ୍ରଟି ନିଅ।"
9 ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମାେତେ କହିଲେ, "ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପଟେକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।"
10 ତେଣୁ ମୁଁ ତାହାଙ୍କ ହସ୍ତରୁ କ୍ଷୁଦ୍ର ଚର୍ମପତ୍ର ନଲେି ଓ ଖାଇଲି। ମାେ ପାଟିକୁ ତାହା ମିଠା ଲାଗିଲା, କିନ୍ତୁ ଯେତବେେଳେ ମୁଁ ଏହାକୁ ଢ଼ୋକିଲି, ପଟେ ରେ ଏହା ଖଟା ଲାଗିଲା।
11 ତା'ପରେ ସମାନେେ ମାେତେ କହିଲେ, "ଅନକେ ଦେଶ, ଜାତି, ଭାଷା ଓ ରାଜାମାନଙ୍କ ବିଷୟ ରେ ତୁମ୍ଭକୁ ଆହୁରି ଭବିଷ୍ଯଦ୍ ବାଣୀ କହିବାକୁ ପଡ଼ିବ।"