ପ୍ରାର୍ଥନା


  • "ମାଗ ସେଥି ରେ ପରମେଶ୍ବର ତାହା ତୁମ୍ଭକୁ ଦବେେ। ଖାଜେ ଏବଂ ତୁମ୍ଭେ ପାଇବ। ଦ୍ବାର ରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖାଲିୟିବେ।
    ମାଥିଉଲିଖିତ ସୁସମାଚାର 7:7
  • "ମାଠାେ ରେ ରୁହ ଓ ମାରେଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତବେେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆୟିବ।
    ଯୋହନଲିଖିତ ସୁସମାଚାର 15:7
  • " ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।
    ଯିରିମିୟ 33:3
  • ପୁଣି ତୁମ୍ଭମାନେେ ଆମ୍ଭକୁ ଅନ୍ବଷେଣ କରିବ। ଆଉ ସର୍ବାନ୍ତଃକରଣ ରେ ଯେତବେେଳେ ତୁମ୍ଭମାନେେ ଆମ୍ଭକୁ ଖାଜେିବ ସେତବେେଳେ ଆମ୍ଭକୁ ପାଇବ।
    ଯିରିମିୟ 29:13
  • ପୁଣି ସମାନେେ ଡ଼ାକିବା ପୂର୍ବରୁ ଆମ୍ଭେ ଉତ୍ତର ଦବୋ ଓ ସମାନେେ କଥା କହୁ କହୁ ଆମ୍ଭେ ଶୁଣିବା।
    ଯିଶାଇୟ 65:24
  • ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତ ରେ ଯଦି ତୁମ୍ଭ ଭିତରୁ କହେି ଦୁଇଜଣ ଏକମତ ହାଇେ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କୁ କିଛି ମାଗିବେ, ତବେେ ସେ ତାହା ତୁମ୍ଭ ପାଇଁ ପୂରଣ କରି ଦବେେ। ଏକଥା ସତ୍ଯ। କାରଣ ଯେଉଁଠା ରେ, ମାେ ନାମ ରେ ବିଶ୍ବାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ମଠାେ ରେ ସମାନଙ୍କେ ସହିତ ଅଛି।"
    ମାଥିଉଲିଖିତ ସୁସମାଚାର 18:19, 20
  • ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି। ପ୍ରେତ୍ୟକକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦବେେ ବୋଲି ଜାଣୁ।
    1 ଯୋହନଲିଖିତ ସୁସମାଚାର 5:14, 15
  • କଦାପି ପ୍ରାର୍ଥନା କରିବା ବନ୍ଦ କର ନାହିଁ।
    ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:17
  • ମୁଁ ୟବେେ ମାରେ ମନ ମଧ୍ୟରେ ଅଧର୍ମକୁ ଆଦର କରେ। ତବେେ ମାରେ ପ୍ରଭୁ ମାରେ କଥା ଶୁଣିବେ ନାହିଁ। ପରମେଶ୍ବର ମାରେ କଥା ଶୁଣିଅଛନ୍ତି। ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି।
    ଗୀତସଂହିତା 66:18, 19
  • "କୃଷକ ତା'ର ଗହମକୁ ଚାଲୁଣୀ ରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମାନେ! ହେ ଶିମାନେ, ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।"
    ଲୂକଲିଖିତ ସୁସମାଚାର 22:31, 32
  • ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 7:25
  • ମୁଁ ଚା ହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉେଠଇବେ, ସମାନେେ ପବିତ୍ର ହାଇେଥିବା ଆବଶ୍ଯକ। ସମାନେେ ରାଗି ୟିବା ଉଚିତ୍ ନୁହେଁ ଓ ୟୁକ୍ତିତର୍କ ରେ ପ୍ରବୃତ୍ତ ହବୋ ଉଚିତ ନୁହେଁ।
    ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:8
  • ଆତ୍ମା ମଧ୍ଯ ଆମକୁ ସାହାୟ୍ଯ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତା ରେ ଆମ୍ଭକୁ ସାହାୟ୍ଯ କରୁଛନ୍ତି। କଣ ଓ କିପରି ପାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ବରଙ୍କୁ ଆମ୍ଭ ପାଇଁ ପାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ବଙ୍କ ଠା ରେ ନିବଦନେ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ବରଙ୍କୁ କୁହନ୍ତି ତାହା ଶବ୍ଦ ରେ ବର୍ଣନା କରା ଯାଇ ପାରିବ ନାହିଁ। ଲୋକମାନଙ୍କର ହୃଦୟ ରେ କ'ଣ ଅଛି ପରମେଶ୍ବର ତାହା ଦେଖି ପାରନ୍ତି। ପରମେଶ୍ବର ଆତ୍ମାର ମନ ରେ କ'ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ବର ଜପରେି ଇଚ୍ଛା କରନ୍ତି, ସହେି ଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:26, 27
  • ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନେେ ପ୍ରାର୍ଥନା କଲା ବେଳେ ଯାହା ମାଗୁଛ, ବିଶ୍ବାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତବେେ ପ୍ରକୃତ ରେ ତାହା ତୁମ୍ଭେ ପାଇବ।
    ମାର୍କଲିଖିତ ସୁସମାଚାର 11:24
  • ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସହେି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।
    1 ଯୋହନଲିଖିତ ସୁସମାଚାର 3:22
  • ସମାନଙ୍କେ ପାଖରୁ କିଛି ଦୁରକୁ ଚାଲିକରି ୟିବାପରେ ଯୀଶୁ ତଳେ ଉବୁଡ଼ ହାଇେ ପଡ଼ିଲେ ଓ ପ୍ରାର୍ଥନା କଲେ, " ହେ ପରମପିତା! ଯଦି ସମ୍ଭବ ହୁଏ, ତବେେ ୟନ୍ତ୍ରଣାର ଏହି ପାତ୍ରଟି ମାଠାରୁେ ଦୂର ହାଇଯୋଉ। କିନ୍ତୁ ମାେ ଇଚ୍ଛା ଅନୁସାରେ ନ ହାଇେ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।"
    ମାଥିଉଲିଖିତ ସୁସମାଚାର 26:39
  • କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବାଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କ ଗୋପନ ରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନ ରେ କରୁଥିବା ତୁମ୍ଭ କାମଗୁଡିକ ଦେଖି ପାରନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ। "ତୁମ୍ଭେ ପ୍ରାର୍ଥନା କଲା ବେଳେ ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନଙ୍କେ ଭଳି ନିରର୍ଥକ କଥା ବାରମ୍ବାର କୁହନାହିଁ। ସମାନେେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ବର ଶୁଣିବେ।
    ମାଥିଉଲିଖିତ ସୁସମାଚାର 6:6, 7
  • ଆମ୍ଭମାନେେ ଉପୟୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ବରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାୟାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।
    ଏବ୍ରୀମାନଙ୍କ ନିକଟକୁ ପତ୍ର 4:16
  • ଆତ୍ମାଙ୍କ ସାହାୟ୍ଯ ରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ବରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:18
  • ମୁଁ ସନ୍ଧ୍ଯା, ସକାଳେ ଓ ମଧ୍ଯାହ୍ନରେ ପରମେଶ୍ବରଙ୍କୁ କଥା କହିଲି। ମୁଁ ତାଙ୍କୁ କୁ ହେ, ମାେତେ କ'ଣ ବ୍ଯସ୍ତ କରୁଅଛି ଏବଂ ସେ ମାରେ କଥା ଶୁଣନ୍ତି !
    ଗୀତସଂହିତା 55:17
  • କିନ୍ତୁ ତୁମ୍ଭେ ପରମେଶ୍ବର, କବେେ ପରିବର୍ତ୍ତନ ହବେ ନାହିଁ। ତୁମ୍ଭେ ଚିରକାଳ ରହିବ।
    ଗୀତସଂହିତା 102:17
  • ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି। ମୁଁ ତାଙ୍କୁ ଭଲ ପାଏ ଯେତବେେଳେ ସେ ମାେ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ଯୁବରଣ କଲା ପୂର୍ବରୁ ଉତ୍ତର ଦେଲେ।
    ଗୀତସଂହିତା 116:1, 2
  • ମୁଁ ସନ୍ଧ୍ଯା, ସକାଳେ ଓ ମଧ୍ଯାହ୍ନରେ ପରମେଶ୍ବରଙ୍କୁ କଥା କହିଲି। ମୁଁ ତାଙ୍କୁ କୁ ହେ, ମାେତେ କ'ଣ ବ୍ଯସ୍ତ କରୁଅଛି ଏବଂ ସେ ମାରେ କଥା ଶୁଣନ୍ତି !
    ଗୀତସଂହିତା 55:17
  • ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ବର ସମାନଙ୍କେର ପ୍ରାର୍ଥନା ଶୁଣିବେ। ସେ ସମାନଙ୍କେର ବୀନତିକୁ ଉପେକ୍ଷା କରିବେ ନାହିଁ।
    ଗୀତସଂହିତା 102:17
  • ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି। ମୁଁ ତାଙ୍କୁ ଭଲ ପାଏ ଯେତବେେଳେ ସେ ମାେ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ଯୁବରଣ କଲା ପୂର୍ବରୁ ଉତ୍ତର ଦେଲେ।
    ଗୀତସଂହିତା 116:1, 2
  • ସଦାପ୍ରଭୁଙ୍କର ସନ୍ତାନଗଣ ୟିରୁଶାଲମର ସିୟୋନ ପର୍ବତ ରେ ବାସ କରିବେ। ତୁମ୍ଭମାନେେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିବେ।
    ଯିଶାଇୟ 30:19
  • ପୁଣି ସମାନେେ ଡ଼ାକିବା ପୂର୍ବରୁ ଆମ୍ଭେ ଉତ୍ତର ଦବୋ ଓ ସମାନେେ କଥା କହୁ କହୁ ଆମ୍ଭେ ଶୁଣିବା।
    ଯିଶାଇୟ 65:24
  • " ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।
    ଯିରିମିୟ 33:3
  • "ତୁମ୍ଭେ ପ୍ରାର୍ଥନା କଲାବାଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସମାନେେ ୟିହୁଦୀ ସମାଜ ଗୃହ ଓଗଳି-ମୁଣ୍ଡ ରେ ଠିଆ ହାଇେ ବଡପାଟି ରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି,
    ମାଥିଉଲିଖିତ ସୁସମାଚାର 6:5
  • "ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ତୁମ୍ଭେ ଏ ସଂସାର ରେ ଯାହା ସବୁ ବନ୍ଦ କରିବ ତାହା ପରମେଶ୍ବରଙ୍କ ଦ୍ବାରା ବନ୍ଦ ହବେ। ତୁମ୍ଭେ ଏ ସଂସାର ରେ ଯେତବେେଳେ କ୍ଷମା ଦବୋପାଇଁ ପ୍ରତିଶ୍ରୁତି ଦବେ, ସହେି କ୍ଷମା ମଧ୍ଯ ପରମେଶ୍ବରଙ୍କ କ୍ଷମା ହବେ। ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତ ରେ ଯଦି ତୁମ୍ଭ ଭିତରୁ କହେି ଦୁଇଜଣ ଏକମତ ହାଇେ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କୁ କିଛି ମାଗିବେ, ତବେେ ସେ ତାହା ତୁମ୍ଭ ପାଇଁ ପୂରଣ କରି ଦବେେ। ଏକଥା ସତ୍ଯ। କାରଣ ଯେଉଁଠା ରେ, ମାେ ନାମ ରେ ବିଶ୍ବାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ମଠାେ ରେ ସମାନଙ୍କେ ସହିତ ଅଛି।"
    ମାଥିଉଲିଖିତ ସୁସମାଚାର 18:18, 19, 20
  • ତୁମ୍ଭେ ମାେ ନାମ ରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ବାରା ପୁତ୍ରଙ୍କ ମାଧ୍ଯମ ରେ ପରମପିତାଙ୍କ ଗୌରବ ପ୍ରକାଶିତ ହବେ। ମାେ' ନାମ ରେ ତୁମ୍ଭେ ଯାହା ମାଗିବ, ମୁଁ ତାହା କରିବି।
    ଯୋହନଲିଖିତ ସୁସମାଚାର 14:13, 14
  • "ମାଠାେ ରେ ରୁହ ଓ ମାରେଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତବେେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆୟିବ।
    ଯୋହନଲିଖିତ ସୁସମାଚାର 15:7
  • ସହେିଦିନ ତୁମ୍ଭମାନେେ ମାେତେ କିଛି ମାଗିବ ନାହିଁ। ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେ ନାମ ରେ ତୁମ୍ଭେ ଯାହା ପରମପିତାଙ୍କୁ ମାଗିବ, ସେ ତାହା ଦବେେ। ଏପର୍ୟ୍ଯନ୍ତ ତୁମ୍ଭେ ମାେ ନାମ ରେ କିଛି ମାଗି ନାହଁ। ମାଗ, ତୁମ୍ଭମାନେେ ପାଇବ ଓ ତୁମ୍ଭର ଆନନ୍ଦ ପରିପୂର୍ଣ୍ଣ ହବେ।
    ଯୋହନଲିଖିତ ସୁସମାଚାର 16:23, 24
  • ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।
    ଯାକୁବଙ୍କ ପତ୍ 4:8
  • ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସହେି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।
    ଯୋହନଙ୍କ ପ୍ରଥମ ପତ୍ର 3:22
  • ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି। ପ୍ରେତ୍ୟକକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦବେେ ବୋଲି ଜାଣୁ।
    ଯୋହନଙ୍କ ପ୍ରଥମ ପତ୍ର 5:14, 15
  • ସଦାପ୍ରଭୁ ଯେ ଇଶ୍ରାୟେଲର ଧର୍ମସ୍ବରୂପ ଓ ନିର୍ମାଣ କର୍ତ୍ତା, ସେ ଏହି କଥା କୁହନ୍ତି,
    ଯିଶାଇୟ 45:11
  • ପୁଣି ତୁମ୍ଭମାନେେ ଆମ୍ଭକୁ ଅନ୍ବଷେଣ କରିବ। ଆଉ ସର୍ବାନ୍ତଃକରଣ ରେ ଯେତବେେଳେ ତୁମ୍ଭମାନେେ ଆମ୍ଭକୁ ଖାଜେିବ ସେତବେେଳେ ଆମ୍ଭକୁ ପାଇବ।
    ଯିରିମିୟ 29:13
  • ଯୀଶୁ ଉତ୍ତର ଦେଲେ, "ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ତୁମ୍ଭର ବିଶ୍ବାସ ଥିବ ଓ କୌଣସି ସନ୍ଦହେ ନଥିବ ତବେେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭମାନେେ ମଧ୍ଯ ଠିକ୍ ସହେିପରି କରିପାରିବ। ତୁମ୍ଭମାନେେ ମଧ୍ଯ ଅନକେ ଅଧିକ କାମ କରିପାରିବ। ତୁମ୍ଭମାନେେ ଏ ପର୍ବତକୁ କହିପାରିବ, ' ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ର ରେ ପଡ଼।' ଯଦି ତୁମ୍ଭମାନଙ୍କର ବିଶ୍ବାସ ଥାଏ, ଏହା ଘଟିବ। ତୁମ୍ଭମାନେେ ଯାହା କିଛି ପ୍ରାର୍ଥନା ରେ ମାଗିବ, ତାହା ପାଇବ।"
    ମାଥିଉଲିଖିତ ସୁସମାଚାର 21:21, 21, 22
  • ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନେେ ପ୍ରାର୍ଥନା କଲା ବେଳେ ଯାହା ମାଗୁଛ, ବିଶ୍ବାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତବେେ ପ୍ରକୃତ ରେ ତାହା ତୁମ୍ଭେ ପାଇବ।
    ମାର୍କଲିଖିତ ସୁସମାଚାର 11:24
  • ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ବାରମ୍ବାର ମାଗୁଥାଅ। ତା ହେଲ ପରମେଶ୍ବର ତୁମ୍ଭମାନଙ୍କୁ ଦବେେ। ଖାଜେୁଥାଅ। ତୁମ୍ଭମାନେେ ପାଇବ। ଦୁଆର ଠକ୍ଠକ୍ କରି ଚାଲି ଥାଅ। ତୁମ୍ଭ ପାଇଁ ଦୁଆର ଖାଲିେଯିବ। କାରଣ ଯେଉଁ ଲୋକମାନେ ମାଗୁଥାନ୍ତି, ସମାନେେ ପ୍ରେତ୍ୟକକେ ପାଇଥାନ୍ତି। ଯେଉଁମାନେ ଖାଜେୁଥାନ୍ତି, ସମାନେେ ପାଇଥାନ୍ତି। ଯେଉଁମାନେ ଦୁଆର ବାଡଇେ ଥାନ୍ତି, ସମାନଙ୍କେ ପାଇଁ ଦୁଆର ଖାଲିଯାେଏ।
    ଲୂକଲିଖିତ ସୁସମାଚାର 11:9, 10
  • କିନ୍ତୁ ପରମେଶ୍ବରଙ୍କ ପ୍ରତି ତାହାଙ୍କର ବିଶ୍ବାସ ଦୁର୍ବଳ ହେଲା ନାହିଁ। ପରମେଶ୍ବର ତାହାଙ୍କୁ ଯାହା ପ୍ରତିଶ୍ରୁତି ଦଇେଛନ୍ତି ତାହା ସେ କରିବା ରେ ସମର୍ଥ ଏଥି ରେ ଅବ୍ରାହାମ ଟିକେ ହେଲେ ସନ୍ଦହେ କଲେ ନାହିଁ। ବରଂ ତାହାଙ୍କର ବିଶ୍ବାସ ଅଧିକ ଦୃଢ଼ ହେଲା ଓ ସେ ପରମେଶ୍ବରଙ୍କୁ ଗୌରବ ଦେଲେ। ଅବ୍ରାହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ବର ଯାହା ପ୍ରତିଶ୍ରୁତି ଦଇେଛନ୍ତି, ତାହା କରିବା ରେ ସେ ସକ୍ଷମ ଥିଲେ।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:20, 21
  • ଆମ୍ଭ ଭିତ ରେ ପରମେଶ୍ବରଙ୍କ ଯେଉଁ ଶକ୍ତି କାର୍ୟ୍ଯ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ୟଥେଷ୍ଟ ଅଧିକ ଏବଂ ପରମେଶ୍ବର ତାହାଠାରୁ ଅଧିକ ଶକ୍ତିର କାର୍ୟ୍ଯ କରି ପାରନ୍ତି।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:20
  • ଆମ୍ଭମାନେେ ଉପୟୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ବରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାୟାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।
    ଏବ୍ରୀମାନଙ୍କ ନିକଟକୁ ପତ୍ର 4:16
  • ବିଶ୍ବାସ ବିନା ଜଣେ ପରମେଶ୍ବରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ବରଙ୍କ ପାଖକୁ ଆସୁଥିବା ପ୍ରେତ୍ୟକକ ଲୋକ ପରମେଶ୍ବର ଅଛନ୍ତି ବୋଲି ବିଶ୍ବାସ କରିବା ଉଚିତ୍। ୟିଏ ପରମେଶ୍ବରଙ୍କ ପାଖକୁ ଆସିବ ସେ ବିଶ୍ବାସ କରିବା ଦରକାର ଯେ ୟିଏ ପ୍ରକୃତ ରେ ତାହାଙ୍କୁ ଖୋଜେ, ପରମେଶ୍ବର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।
    ଏବ୍ରୀମାନଙ୍କ ନିକଟକୁ ପତ୍ର 11:6
  • କିନ୍ତୁ ତୁମ୍ଭେ ଯେତବେେଳେ ପରମେଶ୍ବରଙ୍କୁ ମାଗିଥାଅ, ସେତବେେଳେ ତୁମ୍ଭକୁ ବିଶ୍ବାସ କରିବାକୁ ପଡ଼ିବ। ପରମେଶ୍ବରଙ୍କୁ ସନ୍ଦହେ କର ନାହିଁ। ସନ୍ଦହେୀ ଲୋକ ସମୁଦ୍ରର ଢ଼େଉ ଭଳି। ପବନ ଢ଼େଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦହେୀ ଲୋକ ସହେି ଢ଼େଉ ଭଳି। ସନ୍ଦହେୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟ ରେ ନିଷ୍ପତ୍ତି ନଇେପା ରେ ନାହିଁ। ସଭେଳି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ଆଶା କରିବା ଉଚିତ ନୁହେଁ।
    ଯାକୁବଙ୍କ ପତ୍ 1:6, 7
  • ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।
    ଯୋହନଙ୍କ ପ୍ରଥମ ପତ୍ର 5:14
  • ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମାରେ ରବ ଶୁଣିବେ ଓ ତୁମ୍ଭ ଉଦ୍ଦେଶ୍ଯରେ ଆପଣା ପ୍ରାର୍ଥନା ସଜାଏ ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମାରେ ପ୍ରାର୍ଥନା ଶୁଣ।
    ଗୀତସଂହିତା 5:3
  • ହେ ପରମେଶ୍ବର, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭକୁ ବହୁତ ଚାହୁଁଛି। ମାରେ ସମସ୍ତ ପ୍ରାଣ ତୁମ୍ଭ ପାଇଁ ଶୁଷ୍କ ଭୂମି ତୁଲ୍ଯ ତୃଷାର୍ତ୍ତ।
    ଗୀତସଂହିତା 63:1
  • ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି, ଓ ଯେଉଁମାନେ ହୃଦଯରେ ସଦାପ୍ରଭୁଙ୍କୁ ଖାଜେନ୍ତି, ସମାନେେ ଧନ୍ଯ !
    ଗୀତସଂହିତା 119:2
  • କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବାଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କ ଗୋପନ ରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନ ରେ କରୁଥିବା ତୁମ୍ଭ କାମଗୁଡିକ ଦେଖି ପାରନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।
    ମାଥିଉଲିଖିତ ସୁସମାଚାର 6:6
  • ମାରେ ଶତୃମାନେ ସର୍ବଦା ମାେତେ ମାରିବାକକ୍ସ୍ଟ ଚେଷ୍ଟା କରିଛନ୍ତି। ମୃତକ୍ସ୍ଟ୍ଯର ଲହରୀ ମାେତେ ବେଷ୍ଟନ କଲା, ବନ୍ଯାଜଳ ମାେତେ ମୃତକ୍ସ୍ଟ୍ଯର ଗହ୍ବରକକ୍ସ୍ଟ ନଇଗେଲା। କବରର ରଶି ମାରେ ଗ୍ଭରିପଟେ ଥିଲା। ମୃତକ୍ସ୍ଟ୍ଯର ଫାନ୍ଦ ମାହେର ସମ୍ମକ୍ସ୍ଟଖ ରେ ପଡିଥିଲା। ମୁ ଫାନ୍ଦ ରେ ପଡି ସହାୟତା ପାଇଁ ମୁ ସଦାପ୍ରଭୁଙ୍କୁ ଡାକିବାକକ୍ସ୍ଟ ଲାଗିଲି। ହଁ ମୁ ମାରେ ପରମେଶଓରଙ୍କୁ ଡାକିଲି, ସେ ଆପଣା ମନ୍ଦିର ରେ ଥାଇ ମାରେ ଡାକ ଶୁଣିଲେ। ସେ ମାରେ ଆର୍ତ୍ତାନାଦ ଶୁଣିବାକୁ ଲାଗିଲେ।
    ଦିତୀୟ ଶାମୁୟେଲ 22:5-7
  • ହେ ସଦାପ୍ରଭୁ, ମୁଁ ମାରେ ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି। ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି। ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜଯଗାନ କର। ହେ ୟାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର। ଇଶ୍ରାୟେଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦଖାେଅ। କାହିଁକି ? କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ଯକ୍ତିମାନଙ୍କୁ ହିଁ ସାହାୟ୍ଯ କରନ୍ତି। ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ। ସେ ସମାନଙ୍କେୁ ଘୃଣା କରନ୍ତି ନାହିଁ। ୟଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାୟ୍ଯ ପ୍ରାର୍ଥନା କରନ୍ତି, ସେ ସମାନଙ୍କେଠାରୁ ନିଜକୁ ଦୂରଇେ ରଖି ପାରିବେ ନାହିଁ।
    ଗୀତସଂହିତା 22:24
  • ପରମେଶ୍ବର କହନ୍ତି, "ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।"
    ଗୀତସଂହିତା 50:15
  • ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।
    ଗୀତସଂହିତା 62:8
  • କିନ୍ତୁ ଯେତବେେଳେ ପରମେଶ୍ବରଙ୍କ ଲୋକ ବିପଦରେ ପଡ଼ିଲେ ସମାନେେ ସର୍ବଦା ପରମେଶ୍ବରଙ୍କୁ ସାହାୟ୍ଯ ପାଇଁ ଡାକିଲେ। ଏବଂ ପ୍ରେତ୍ୟକକ ଥର ପରମେଶ୍ବର ସମାନଙ୍କେ ପ୍ରାର୍ଥନା ଶୁଣିଲେ। ପରମେଶ୍ବର ସର୍ବଦା ତାଙ୍କର ଚୁକ୍ତି ମନେ କରନ୍ତି ଏବଂ ତାଙ୍କର ମହାନ କରୁଣା ପାଇଁ ଦଣ୍ଡ ଦବୋରେ ତାଙ୍କର ମନକୁ ପରିବର୍ତ୍ତନ କଲେ।
    ଗୀତସଂହିତା 106:44, 45
  • ସଦାପ୍ରଭୁ, ମୁଁ ଚେଷ୍ଟା କରିବି ମାରେ ସର୍ବାନ୍ତକରଣ ହୃଦଯରେ ତୁମ୍ଭର ସବୋ କରିବି। ତୁମ୍ଭର ଆଜ୍ଞାରୁ ଚାଲିୟିବାକୁ ମାେତେ ପ୍ରତିରୋଧ କର।
    ଗୀତସଂହିତା 119:10
  • ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।
    ଯିଶାଇୟ 55:6
  • ତୁମ୍ଭ ନାମ ରେ ପୂଜା କରିବାକୁ ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ ନିଜକୁ ଉତ୍ତଜେିତ କରିବାକୁ କହେି ନାହିଁ। କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହାଇେଅଛି ଓ ଆମ୍ଭମାନଙ୍କ ପାପଦ୍ବାରା ଆମ୍ଭମାନଙ୍କୁ କ୍ଷଯ କରିଅଛ।
    ଯିଶାଇୟ 64:7
  • ପୁଣି ତୁମ୍ଭମାନେେ ଆମ୍ଭକୁ ଅନ୍ବଷେଣ କରିବ। ଆଉ ସର୍ବାନ୍ତଃକରଣ ରେ ଯେତବେେଳେ ତୁମ୍ଭମାନେେ ଆମ୍ଭକୁ ଖାଜେିବ ସେତବେେଳେ ଆମ୍ଭକୁ ପାଇବ।
    ଯିରିମିୟ 29:13
  • ଉଠ, ରାତ୍ରିର ପ୍ରେତ୍ୟକକ ପ୍ରହରର ଆରମ୍ଭ ରେ ଆର୍ତ୍ତସ୍ବର କର; ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭର ହୃଦଯ ଜଳପରି ଢ଼ାଳି ଦିଅ; ତୁମ୍ଭର ସନ୍ତାନସନ୍ତତିଙ୍କ ପ୍ରାଣରକ୍ଷା ପାଇଁ ତାଙ୍କ ସମ୍ମୁଖ ରେ ହାତୟୋଡ଼ି ପ୍ରାର୍ଥନା କର। କାରଣ ସମାନେେ ପ୍ରେତ୍ୟକକ ସଡ଼କ ମୁଣ୍ଡ ରେ କ୍ଷୁଧା ରେ ଛଟପଟ ହେଉଛନ୍ତି।
    ଯିରିମିୟଙ୍କ ବିଳାପ 2:19
  • ଆମ୍ଭମାନେେ ନିଜ ନିଜ ପଥ ଅନୁସନ୍ଧାନ ଓ ପରୀକ୍ଷା କରିବା ଓ ସଦାପ୍ରଭୁଙ୍କ ନିକଟକୁ ଫରେିବା। ଆମ୍ଭମାନେେ ସ୍ବର୍ଗଧିନାଯକ ପରମେଶ୍ବରଙ୍କ ଆଡ଼େ ଆପଣା ହୃଦଯ ଏବଂ ହସ୍ତ ଉଠାଇବା।
    ଯିରିମିୟଙ୍କ ବିଳାପ 3:40, 41
  • ଏହା ସଦାପ୍ରଭୁଙ୍କର ବାର୍ତ୍ତା: "ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।
    ଯୋୟେଲ 2:12
  • (ଏହିଭଳି ଭୂତମାନେ କବଳେ ଉପବାସ ଏ ପ୍ରାର୍ଥନା ଦ୍ବାରା ବାହାରି ଯାଇ ଥାଆନ୍ତି।)
    ମାଥିଉଲିଖିତ ସୁସମାଚାର 17:21