ସ୍ତୁତି


  • ଆଉ ସେ ସମାନଙ୍କେୁ କହିଲେ, "ଘରକୁ ୟାଅ, ଚିକ୍କଣ ଦ୍ରବ୍ଯ ଭୋଜନ କର, ସୁମିଷ୍ଟ ଦ୍ରବ୍ଯ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହାଇେ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଅଟେ। ତୁମ୍ଭମାନେେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହବେ।"
    ନିହିମିୟା 8:10
  • ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମାରେ ଓଠରେ ସବୁବେଳେ ଲାଗିରହିବ।
    ଗୀତସଂହିତା 34:1
  • ୟେକହେି ମାେତେ ଧନ୍ଯବାଦାର୍ଥକ ନବୈେଦ୍ଯ ଉତ୍ସର୍ଗ କରେ, ମାେତେ ସମ୍ମାନ ପ୍ରଦର୍ଶନ କରେ ଏବଂ ୟିଏ କହେି ସତ୍ମାର୍ଗରେ ଚାଲିବାକୁ ନିଷ୍ପତ୍ତି ନିଏ, ସେ ମାରେ ରକ୍ଷା କରିବାର ଶକ୍ତି ଦେଖିପାରିବ।"
    ଗୀତସଂହିତା 50:23
  • ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର !ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ଯମଣ୍ଡଳରେ ତାଙ୍କର ପ୍ରଶଂସା କର। ପରମେଶ୍ବର କରିଥିବା ସମସ୍ତ ମହାନ୍ କାର୍ୟ୍ଯ ନିମନ୍ତେ ତାଙ୍କର ପ୍ରଶଂସା କର। ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର। ତୂରୀ ଧ୍ବନିରେ ପରମେଶ୍ବରଙ୍କର ପ୍ରଶଂସା କର। ନବେଲ ଓ ବୀଣା ୟନ୍ତ୍ରରେ ତାଙ୍କର ପ୍ରଶଂସା କର ! ଦାରା ବାଦ୍ଯ ଓ ନୃତ୍ଯଦ୍ବାରା ପରମେଶ୍ବର ପ୍ରଶଂସା କର। ତାରୟୁକ୍ତ ୟନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର। ଉଚ୍ଚ କରତାଳିରେ ପରମେଶ୍ବରଙ୍କର ପ୍ରଶଂସା କର। ଉଚ୍ଚ କରତାଳି ଧ୍ବନିରେ ତାଙ୍କର ପ୍ରଶଂସା କର। ନିଶ୍ବାସ ପ୍ରଶ୍ବାସଧାରୀ ପ୍ରେତ୍ୟକକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର !ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !
    ଗୀତସଂହିତା 150
  • ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସମାନେେ ତୁମ୍ଭର ଦୟାର ଆ ଲୋକରେ ବଞ୍ଚନ୍ତି।
    ଗୀତସଂହିତା 89:14
  • ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସମାନେେ ତୁମ୍ଭର ଦୟାର ଆ ଲୋକରେ ବଞ୍ଚନ୍ତି।
    ଗୀତସଂହିତା 89:15
  • ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ଜଯ ଗାନ କର। ଆନନ୍ଦରେ ସଦାପ୍ରଭୁଙ୍କର ସବୋ କର। ଆନନ୍ଦର ଜଯ ଗାନ କରି ତାଙ୍କ ଆଗକୁ ଆସ !
    ଗୀତସଂହିତା 100:1, 2
  • ସଦାପ୍ରଭୁଙ୍କର ଧନ୍ଯବାଦ କରିବା ଉତ୍ତମ। ହେ ସର୍ବୋପରିସ୍ଥ ପରମେଶ୍ବର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
    ଗୀତସଂହିତା 92:1
  • ମୁଁ ବିଶ୍ବସ୍ତତା ଓ ସ୍ବଚ୍ଛତାର ବିଷଯରେ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।
    ଗୀତସଂହିତା 101:1
  • ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ ହେଉ। ଦୂର ସଦୃଶ ଭୂମି ମଧ୍ଯ ଆନନ୍ଦିତ ହୁଅନ୍ତୁ।
    ଗୀତସଂହିତା 97:1
  • ହେ ଧାର୍ମିକଗଣ ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର। ପରମେଶ୍ବରଙ୍କ ପବିତ୍ର ନାମରେ ଧନ୍ଯବାଦ କର।
    ଗୀତସଂହିତା 97:12
  • ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ମାରେ ସବୁ ଅଙ୍ଗପ୍ରତ୍ଯଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର। ହେ ମାରେ ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର। ତାଙ୍କର ମଙ୍ଗଳଦାନସବୁ ପାଶାରେ ନାହିଁ।
    ଗୀତସଂହିତା 103:1, 2
  • ସହେି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି। ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯାମାନ କରିଛନ୍ତି। ସେ ସମାନଙ୍କେୁ ରକ୍ଷା କଲେ। ପରମେଶ୍ବରଙ୍କ ଅନୁସରଣକାରୀ ତୁମ୍ଭମାନେେ ଗୌରବରେ ଆନନ୍ଦ କର !ଆପଣା ଶୟ୍ଯା ଉପରେ ମଧ୍ଯ ଆନନ୍ଦର ସହ ଗାନ କର।
    ଗୀତସଂହିତା 149:1, 3-5
  • ୟେକହେି ମାେତେ ଧନ୍ଯବାଦାର୍ଥକ ନବୈେଦ୍ଯ ଉତ୍ସର୍ଗ କରେ, ମାେତେ ସମ୍ମାନ ପ୍ରଦର୍ଶନ କରେ ଏବଂ ୟିଏ କହେି ସତ୍ମାର୍ଗରେ ଚାଲିବାକୁ ନିଷ୍ପତ୍ତି ନିଏ, ସେ ମାରେ ରକ୍ଷା କରିବାର ଶକ୍ତି ଦେଖିପାରିବ।"
    ଗୀତସଂହିତା 50:23
  • ପାଉଲ ଓ ଶୀଲା ମଧ୍ଯରାତ୍ରି ବେଳେ ପରମେଶ୍ବରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହାସବୁ ଶୁଣୁଥିଲେ।
    ରେରିତମାନଙ୍କ କାର୍ଯ୍ୟର ବିବରଣ 16:25
  • ଯିହାଶାଫେଟ୍ ଲୋକମାନଙ୍କର ଉପଦେଶ ଶୁଣିଲେ। ଏହାପରେ ସେ ଗାଯକମାନଙ୍କୁ ସଦାପ୍ରଭୁଙ୍କ ପ୍ରଶଂସାଗାନ କରିବା ପାଇଁ ନିୟୁକ୍ତ କଲେ, ସମାନେେ ପବିତ୍ର ଚୋଗା ପରିଧାନ କରିଛନ୍ତି। ସମାନେେ ସଦାପ୍ରଭୁଙ୍କର ପ୍ରଶଂସାଗାନ କରି ସୈନ୍ଯଦଳର ସମ୍ମୁଖ ରେ ୟାତ୍ରା କଲେ। ଗାଯକମାନେ ଏହି ଗୀତ ଗାଉଥିଲେ, "ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ, କାରଣ ତାଙ୍କର ପ୍ ରମେ ଅନନ୍ତକାଳସ୍ଥାଯୀ।" ସହେି ଲୋକମାନେ ପରମେଶ୍ବରଙ୍କର ପ୍ରଶଂସା ଓ ଗାନ କରିବା ସମୟରେ ସଦାପ୍ରଭୁ ଅମ୍ମାନେ, ମାୟୋବ ଓ ସଯେୀର ପାର୍ବତ୍ଯାଞ୍ଚଳର ଲୋକମାନଙ୍କର ଉପରେ ଅତର୍କିତ ଆକ୍ରମଣ କରାଇଲେ। ଯେଉଁ ଲୋକମାନେ ଯିହୁଦାକୁ ଆକ୍ରମଣ କରିବାକୁ ଆସିଥିଲେ, ସମାନେେ ପ୍ରହାରିତ ହେଲେ।
    ଦିତୀୟ ବଂଶାବଳୀ 20:21, 22
  • ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଥାଅ। ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତୁମ୍ଭମାନଙ୍କ ପାଇଁ ଏହା ଚାହାଁନ୍ତି।
    ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:18
  • ଅତଏବ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କବେେ ହେଲେ ବନ୍ଦ କରିବା ଉଚିତ ନୁହେଁ। ମୁଖ ଦ୍ବାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସହେି 'ବଳି' ଅଟେ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 13:15
  • ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ୟ୍ଯ କର୍ମ ବିଷଯରେ ଗାନ କରୁଛି।
    ଗୀତସଂହିତା 71:8
  • କିନ୍ତୁ ମାେ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ବାସ ରଖିବି। ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହବେି।
    ଗୀତସଂହିତା 71:14
  • ସୂର୍ୟ୍ଯର ଉଦଯ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ନାମ ପ୍ରଶଂସନୀଯ।
    ଗୀତସଂହିତା 113:3
  • ସ୍ତୁତି, ଭଜନ, ଆଧ୍ଯାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତୁମ୍ଭମାନେେ ଆପଣାର ସଂପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ। ପ୍ରେତ୍ୟକକ କଥା ପାଇଁ ପରମପିତା ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କର।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:19, 20
  • ତା'ପରେ ସିଂହାସନ ମଧ୍ଯରୁ ଗୋଟିଏ ଉଚ୍ଚ ଧ୍ବନି ଆସିଲା। ସହେି ଧ୍ବନି କହିଲା:
    ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:5