ବିଶ୍ୱାସ


  • ସୁସମାଗ୍ଭର ଶୁଣିଲେ ବିଶ୍ବାସ ହୁଏ ଓ ଜଣେ କିଏ ଖ୍ରୀଷ୍ଟଙ୍କ ବିଷୟ ରେ କହିଲେ ଲୋକେ ଶୁଣନ୍ତି।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:17
  • ତୁମ୍ଭେ ସର୍ବାନ୍ତଃ ହୃଦଯ ରେ ସଦାପ୍ରଭୁଙ୍କୁ ବିଶ୍ବାସ କର ଏବଂ ନିଜର ଚତୁରତା ଉପ ରେ ନିର୍ଭର କରନାହିଁ। ତୁମ୍ଭର ପ୍ରେତ୍ୟକକ କାର୍ୟ୍ଯ ରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ।
    ହିତୋପଦେଶ 3:5, 6
  • ଯୀଶୁ କହିଲେ, "ତୁମ୍ଭେ କହିଲ, 'ତୁମ୍ଭେ ଯଦି ପାରିବ ତବେେ ସାହାୟ୍ଯ ହବେ।' ବିଶ୍ବାସୀ ଲୋକପାଇଁ ସବୁ କିଛି ସମ୍ଭବ।"
    ମାର୍କଲିଖିତ ସୁସମାଚାର 9:23
  • ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:17
  • ପରମେଶ୍ବର ସବୁ କିଛି କରି ପାରନ୍ତି। ତାହାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ।"
    ଲୂକଲିଖିତ ସୁସମାଚାର 1:37
  • ତା'ପରେ ଯୀଶୁ ସମାନଙ୍କେ ଆଖିକୁ ଛୁଇଁଲେ। ସେ କହିଲେ, "ତୁମ୍ଭେ ଯେପରି ବିଶ୍ବାସ କରିଅଛ, ତୁମ୍ଭ ପ୍ରତି ସପରେି ହେଉ।"
    ମାଥିଉଲିଖିତ ସୁସମାଚାର 9:29
  • ବିଶ୍ବାସର ଅର୍ଥ ହେଉଛି ଆମ୍ଭେ ଭରସା କରୁଥିବା ବିଷୟ ପ୍ରତି ସୁନିଶ୍ଚିତତା। ବିଶ୍ବାସ ଏଭଳି ସୁନିଶ୍ଚିତ ବୋଧ ଯେ, ଆମ୍ଭେ ଯାହା ନ ଦେଖୁ, ତାହା ବାସ୍ତବ ବୋଲି ଜାଣୁ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 11:1
  • କିନ୍ତୁ ତୁମ୍ଭ ଭିତରୁ ଯଦି କହେି ଜ୍ଞାନର ଆବଶ୍ଯକ କରେ, ତା ହେଲେ ତୁମ୍ଭେ ଏହା ପରମେଶ୍ବରଙ୍କୁ ମାଗିବା ଉଚିତ। ପରମେଶ୍ବର ଅତ୍ଯନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦବୋ ରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ବର ତୁମ୍ଭକୁ ଜ୍ଞାନ ଦବେେ। କିନ୍ତୁ ତୁମ୍ଭେ ଯେତବେେଳେ ପରମେଶ୍ବରଙ୍କୁ ମାଗିଥାଅ, ସେତବେେଳେ ତୁମ୍ଭକୁ ବିଶ୍ବାସ କରିବାକୁ ପଡ଼ିବ। ପରମେଶ୍ବରଙ୍କୁ ସନ୍ଦହେ କର ନାହିଁ। ସନ୍ଦହେୀ ଲୋକ ସମୁଦ୍ରର ଢ଼େଉ ଭଳି। ପବନ ଢ଼େଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦହେୀ ଲୋକ ସହେି ଢ଼େଉ ଭଳି। ସନ୍ଦହେୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟ ରେ ନିଷ୍ପତ୍ତି ନଇେପା ରେ ନାହିଁ। ସଭେଳି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ଆଶା କରିବା ଉଚିତ ନୁହେଁ।
    ଯାକୁବଙ୍କ ପତ୍ 1:5-8
  • ବିଶ୍ବାସ ବିନା ଜଣେ ପରମେଶ୍ବରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ବରଙ୍କ ପାଖକୁ ଆସୁଥିବା ପ୍ରେତ୍ୟକକ ଲୋକ ପରମେଶ୍ବର ଅଛନ୍ତି ବୋଲି ବିଶ୍ବାସ କରିବା ଉଚିତ୍। ୟିଏ ପରମେଶ୍ବରଙ୍କ ପାଖକୁ ଆସିବ ସେ ବିଶ୍ବାସ କରିବା ଦରକାର ଯେ ୟିଏ ପ୍ରକୃତ ରେ ତାହାଙ୍କୁ ଖୋଜେ, ପରମେଶ୍ବର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।
    ଏବ୍ରୀମାନଙ୍କ ନିକଟକୁ ପତ୍ର 11:6
  • ଆତ୍ମା ନ ଥିଲେ ଜଣେ ମନୁଷ୍ଯର ଶରୀରଟି ମୃତ ହାଇଯୋଏ। ସହେିପରି ବିଶ୍ବାସ ବିଷୟ ରେ ମଧ୍ଯ ଏହି କଥାଟି ସତ। କର୍ମ ନ ଥିଲେ ବିଶ୍ବାସ ମୃତ ଅଟେ।
    ଯାକୁବଙ୍କ ପତ୍ 2:26
  • କିନ୍ତୁ ଯଦି ଜଣେ, ସେ ଠିକ କାମକରୁଛି ବୋଲି ନିଶ୍ଚିତ ଭାବରେ ନଜାଣି ଭୋଜନ କରେ, ତା' ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ବାସ ରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ ନୁହେଁ ବୋଲି ଜାଣିପାରି ମଧ୍ଯ କୌଣସି କାମ କରେ, ତା ହେଲେ ସେ ପାପ କରୁଛି।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:23
  • ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।
    ଏବ୍ରୀମାନଙ୍କ ନିକଟକୁ ପତ୍ର 10:38
  • ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।
    ଆୟୁବ ପୁସ୍ତକ 13:15
  • ମାରେ ପ୍ରଭୁ ସଦାପ୍ରଭୁ ଇଶ୍ରାୟେଲର ଧର୍ମସ୍ବରୂପ କୁହନ୍ତି, "ତୁମ୍ଭମାନେେ ଯଦି ମାେ ନିକଟକୁ ଫରେିଆସିବ ତବେେ ତୁମ୍ଭମାନେେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ବାସ ରଖିଲେ ବନ୍ଦ ହବେ।'
    ଯିଶାଇୟ 30:15
  • ଯଦି ଆମ୍ଭେ ବିଶ୍ବସ୍ତ ନ ହେଉ, ତଥାପି ସେ ବିଶ୍ବସ୍ତ ହାଇେ ରହିବେ। କାରଣ ସେ ନିଜ ପାଇଁ ଅସତ୍ ହାଇପୋରିବେ ନାହିଁ।
    1ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:13
  • ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।
    1 ଯୋହନଲିଖିତ ସୁସମାଚାର 5:4
  • ଏହା ସହିତ ବିଶ୍ବାସର ଢ଼ାଲ ମଧ୍ଯ ବ୍ଯବହାର କର। ତାହାଦ୍ବାରା ତୁମ୍ଭେ ଶୟତାନର ସମସ୍ତ ଜ୍ବଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:16
  • ଯୀଶୁ କହିଲେ, "ତାହା କବଳେ ତୁମ୍ଭର ଅଳ୍ପ ବିଶ୍ବାସର ୟୋଗୁ ହେଲା। ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭର ଯଦି ଗୋଟିଏ ଶାରେିଷ ଦାନା ପରିମାଣର ମଧ୍ଯ ବିଶ୍ବାସ ଅଛି, ତବେେ ତୁମ୍ଭେ ଏହି ପର୍ବତକୁ କହିପାରିବ, 'ଏ ଜାଗାରୁ ସେ ଜାଗାକୁ ଚାଲିଯାଅ,' ଏବଂ ପର୍ବତ ଚାଲିୟିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହାଇେ ରହିବ ନାହିଁ।
    ମାଥିଉଲିଖିତ ସୁସମାଚାର 17:20
  • ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।
    ଏବ୍ରୀମାନଙ୍କ ନିକଟକୁ ପତ୍ର 12:2
  • ଆମ୍ଭର ବିଶ୍ବାସ ହତେୁ ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ସହିତ ଆମ୍ଭେ ଶାନ୍ତି ରେ ଅଛୁ। ବିଶ୍ବାସ ଦ୍ବାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହର ଅଧୀନ କଲେ।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:1
  • ଯୀଶୁ ଉତ୍ତର ଦେଲେ, "ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ।
    ମାର୍କଲିଖିତ ସୁସମାଚାର 11:22
  • ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନକେ ପ୍ରକାରର ସମସ୍ଯା ତୁମ୍ଭକୁ ଦୁଃଖୀ କରୁଥାଇପା ରେ। ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ। ତୁମ୍ଭେ ଯୀଶୁଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ଯ ପ୍ ରମେ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ଯ ବିଶ୍ବାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସହେି ଆନନ୍ଦ ମହିମା ରେ ପରିପୂର୍ଣ୍ଣ। ତୁମ୍ଭ ବିଶ୍ବାସର ଗୋଟିଏ ଲକ୍ଷ୍ଯ ଅଛି। ତାହା ହେଲେ ଆତ୍ମାର ଉଦ୍ଧାର। ତୁମ୍ଭେ ସହେି ଲକ୍ଷ୍ଯ ଅର୍ଥାତ୍ ଉଦ୍ଧାର ପାଉଛ।
    ପିତରଙ୍କ ପ୍ରଥମ ପତ୍ 1:6-9