ବିଶ୍ରାମକାଳ


  • ସଦାପ୍ରଭୁ ଉତ୍ତର ଦେଲେ, "ମାରେ ଉପସ୍ଥିତି ତୁମ୍ଭ ସହିତ ୟିବ ଏବଂ ତୁମ୍ଭକୁ ବିଶ୍ରାମ ଦବେ।"
    ଯାତ୍ରା ପୁସ୍ତକ 33:14
  • ଶାଉଲ, ଦାସ ଏବଂ ଶାମକ୍ସ୍ଟଯଲେ ସହର ପ୍ରାନ୍ତ ରେ ପହଞ୍ଚିବା ସମୟରେ ଶାମକ୍ସ୍ଟଯଲେ କହିଲେ, "ଦାସକକ୍ସ୍ଟ ଆଗକକ୍ସ୍ଟ ୟିବାକକ୍ସ୍ଟ କକ୍ସ୍ଟହ। ମୁ ତୁମ୍ଭକୁ ପରମେଶ୍ବରଙ୍କ ବାର୍ତ୍ତା କହିବାକକ୍ସ୍ଟ ଗ୍ଭ ହେଁ।" ତେଣୁ ଦାସ ଆଗ ରେ ଗ୍ଭଲିଲା।
    ପ୍ରଥମ ଶାମୁୟେଲ 9:27
  • ଆସା ଯିହୁଦାର ଲୋକମାନଙ୍କୁ କହିଲେ, "ଆସା, ଆମ୍ଭମାନେେ ଏହିସବୁ ସହର ଓ ସଗେୁଡ଼ିକର ଚତୁର୍ଦ୍ଦିଗ ରେ ପ୍ରାଚୀର ନିର୍ମାଣ କରିବା। ଆସ, ଆମ୍ଭମାନେେ ଦୁର୍ଗ, ଦ୍ବାର ଓ ଦ୍ବାରର କିଳିଣିସବୁ ନିର୍ମାଣ କରିବା ଆମ୍ଭମାନେେ ଏହି ଦେଶ ରେ ବାସ କରୁଥିବା ସମୟରେ ହିଁ ଆସ, ଏହା କରିବା। ଏହି ଦେଶ ଆମ୍ଭମାନଙ୍କର ଅଟେ, କାରଣ ଆମ୍ଭମାନେେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କ ଅନୁଗମନ କରିଅଛୁ। ସେ ଆମ୍ଭମାନଙ୍କର ଚତୁର୍ଦ୍ଦିଗ ରେ ଶାନ୍ତି ପ୍ରଦାନ କରିଅଛନ୍ତି।" ତେଣୁ ସମାନେେ ସମସ୍ତେ ସେସବୁ ନିର୍ମାଣ କଲେ ଓ ସଫଳତା ପାଇଲେ।
    ଦିତୀୟ ବଂଶାବଳୀ 14:7
  • ୟଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି, ତୁମ୍ଭେ ବିଛଣାକୁ ଶାଇେବାକୁ ୟିବା ପୂର୍ବରୁ ସହେି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର।
    ଗୀତସଂହିତା 4:4
  • ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର, ବଳଶାଳୀ ଓ ସାହସୀକ ହୁଅ ଏବଂ ସଦାପ୍ରଭୁଙ୍କର ଅନୁସରଣ କର। >
    ଗୀତସଂହିତା 27:14
  • ସଦାପ୍ରଭୁଙ୍କୁ ବିଶ୍ବାସ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ। ଯେତବେେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦ କାର୍ୟ୍ଯ ସଫଳ ହୁଏ। ହତାଶ ହୁଅ ନାହିଁ ଯେତବେେଳେ ଦୁଷ୍ଟ ଲୋକମାନେ ମନ୍ଦ କାର୍ୟ୍ଯ କରିବାକୁ ମନ୍ତ୍ରଣା କରି ସମାନଙ୍କେର ଯୋଜନାରେ ସଫଳ ହୁଅନ୍ତି।
    ଗୀତସଂହିତା 37:7
  • ମୁଁ ସଦାପ୍ରଭୁଙ୍କୁ ଡ଼ାକିଲି, ସେ ମାରେ ଡ଼ାକ ଓ କ୍ରନ୍ଦନ ଧ୍ବନି ଶୁଣିଲେ।
    ଗୀତସଂହିତା 40:1
  • ପରମେଶ୍ବର କହନ୍ତି, "ୟୁଦ୍ଧ ବନ୍ଦ କର, ମନରେଖ ମୁଁ ହେଉଛି ପରମେଶ୍ବର। ମୁଁ ରାଜ୍ଯମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିଯନ୍ତ୍ରଣ କଲେ।"
    ଗୀତସଂହିତା 46:10
  • ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦଇଦେିଅ, ତହିଁରେ ସେ ତୁମ୍ଭର ଯତ୍ନ ନବେେ। ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହବୋକୁ ଦବେେ ନାହିଁ।
    ଗୀତସଂହିତା 55:22
  • ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।
    ଗୀତସଂହିତା 62:8
  • ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।
    ଯିଶାଇୟ 26:3
  • ମାରେ ପ୍ରଭୁ ସଦାପ୍ରଭୁ ଇଶ୍ରାୟେଲର ଧର୍ମସ୍ବରୂପ କୁହନ୍ତି, "ତୁମ୍ଭମାନେେ ଯଦି ମାେ ନିକଟକୁ ଫରେିଆସିବ ତବେେ ତୁମ୍ଭମାନେେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ବାସ ରଖିଲେ ବନ୍ଦ ହବେ।'
    ଯିଶାଇୟ 30:15
  • ପୁଣି ସହେି ଧାର୍ମିକତାର କାର୍ୟ୍ଯ ଶାନ୍ତିମଯ ହବେ ଓ ଧାର୍ମିକତାର ଫଳ ଚିରକାଳ ସୁସ୍ଥିରତା ଓ ନିର୍ଭୟତା ହବେ।
    ଯିଶାଇୟ 32:17
  • ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖନ୍ତି, ସମାନେେ ନୂତନ ବଳ ପାଆନ୍ତି। ସମାନେେ ଚିଲ ପକ୍ଷୀପରି ଆକାଶ ରେ ଉଡ଼ନ୍ତି। ସମାନେେ କ୍ଲାନ୍ତ ନ ହାଇେ ସମାନେେ ଗମନ କରିବେ।
    ଯିଶାଇୟ 40:31
  • ଯେଉଁ ଲୋକ ସଦାପ୍ରଭୁଙ୍କ ଉପ ରେ ବିଶ୍ବାସ ରେଖ ଓ ସଦାପ୍ରଭୁ ଯାହାର ବିଶ୍ବାସଭୂମି, ସେ ଧନ୍ଯ।
    ଯିରିମିୟ 17:7
  • ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଛୁ ତାହା ମଙ୍ଗଳକର ଅଟେ।" "ମୁଁ ତୁମ୍ଭମାନଙ୍କର ଭବିଷ୍ଯଦ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦବେି।
    ଯିରିମିୟ 29:11
  • ଯେଉଁମାନେ ସଦାପ୍ରଭୁଙ୍କ ଉପ ରେ ସମାନଙ୍କେର ଆଶା ରଖନ୍ତି ଓ ଯେଉଁମାନଙ୍କର ହୃଦଯ ତାଙ୍କୁ ଖୋଜେ, ସମାନଙ୍କେ ପ୍ରତି ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି। ସଦାପ୍ରଭୁଙ୍କ ଦ୍ବାରା ମୁକ୍ତି ପ୍ରାପ୍ତ ପାଇଁ ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି କଲ।
    ଯିରିମିୟଙ୍କ ବିଳାପ 3:25, 26
  • " ହେ କ୍ଲାନ୍ତ ଶ୍ରାନ୍ତ ଓ ଚିନ୍ତା ରେ ଭାରଗ୍ରସ୍ତ ଥିବା ଲୋକମାନେ! ମାେ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦବେି। ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ। ଯେଉଁ କାର୍ୟ୍ଯ ମୁଁ ତୁମ୍ଭକୁ ଗ୍ରହଣ କରିବାକୁ କହୁଛି, ତାହା ସହଜ। ଏବଂ ଯେଉଁ ବୋଝ ତୁମ୍ଭ ଉପରେ ରଖୁଛି, ତାହା ହାଲୁକା।"
    ମାଥିଉଲିଖିତ ସୁସମାଚାର 11:28-30
  • ପରମେଶ୍ବରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠା ରେ ସୁରକ୍ଷା କରି ରଖିବ। ପରମେଶ୍ବରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।
    ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:7
  • ସହେି ସୁସମାଚାର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ବାସ କରିଛି, ତାହାଙ୍କୁ ମୁଁ ଜାଣେ। ମାରେ ପୂର୍ଣ୍ଣ ଆଶା ଅଛି ଯେ, ସେ ସହେି ବିଷୟଗୁଡ଼ିକ ସହେିଦିନ296 ପର୍ୟ୍ଯନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାଯିତ୍ବ ସେ ମାେ ଉପରେ ନ୍ଯସ୍ତ କରିଥିଲେ।
    ତୀମଥିଙ୍କ ନିକଟକୁ ପ୍ରେରିତ 1:12
  • ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।
    ପିତରଙ୍କ ପ୍ରଥମ ପତ୍ 5:7