ପଦ


  • ଜଗତ ଆରମ୍ଭର ପୂର୍ବରୁ ବାକ୍ଯ ଥିଲେ। ସହେି ବାକ୍ଯ ପରମେଶ୍ବରଙ୍କ ସହିତ ଥିଲେ। ସହେି ବାକ୍ଯ ପରମେଶ୍ବର ଥିଲେ। ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ।
    ଯୋହନଲିଖିତ ସୁସମାଚାର 1:1, 14
  • ଯୀଶୁ ଉତ୍ତର ରେ କହିଲେ, "ଶାସ୍ତ୍ର ରେ ଏହା ଲଖାେଅଛି, 'ମଣିଷକୁ କବଳେ ଖାଦ୍ୟ ରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ବରଙ୍କ ମହଁରୁ ବାହାରି ଥିବା ପ୍ରେତ୍ୟକକ ବାକ୍ଯ ରେ ହିଁ ବଞ୍ଚିବ।"' ଦ୍ବିତୀୟ ବିବରଣ
    ମାଥିଉଲିଖିତ ସୁସମାଚାର 4:4
  • ମୁଁ ମାେ ହୃଦଯରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚଯ କରି ରଖିଅଛି, ୟପରେି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।
    ଗୀତସଂହିତା 119:11
  • ମୁଁ ତୁମ୍ଭକୁ ଯେଉଁ ଉପଦେଶ ଦଇେଛି, ତାହା ଦ୍ବାରା ତୁମ୍ଭେ ପରିଷ୍କୃତ ହାଇେ ସାରିଅଛ।
    ଯୋହନଲିଖିତ ସୁସମାଚାର 15:3
  • ତୁମ୍ଭର କଥାର ବିସ୍ତାରତା ମସ୍ତକର ଆ ଲୋକ ପ୍ରଦାନ କରେ। ଏପରି ଏହା ମୂର୍ଖ ଲୋକମାନଙ୍କୁ ମଧ୍ଯ ବୁଦ୍ଧିମାନ କରେ।
    ଗୀତସଂହିତା 119:130
  • ପରମେଶ୍ବରଙ୍କ ସୁଗ୍ରାହ୍ଯ ବ୍ଯକ୍ତି ହବୋ ଲାଗି ଯଥାସାଧ୍ଯ ଚେଷ୍ଟା କର। ନିଜକୁ ତାହାଙ୍କଠା ରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସବେକ ହୁଅ ୟିଏ ସତ୍ ଶିକ୍ଷା ଠିକ୍ ଭାବରେ କାମ ରେ ଲଗାଉଛି।
    ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:15
  • ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖ"ଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 4:12
  • ଶରୀର ମନଷ୍ଯକୁ ଜୀବନଦାନ କରନୋହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।
    ଯୋହନଲିଖିତ ସୁସମାଚାର 6:63
  • ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।
    ମାଥିଉଲିଖିତ ସୁସମାଚାର 24:35
  • ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।
    ପିତରଙ୍କ ପ୍ରଥମ ପତ୍ 2:2