ପୂରଣ କରିବା/ଯୋଗାଇବା


  • ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ଛାଡ଼ି ଦଇେଛନ୍ତି। କିନ୍ତୁ ସପରେି କରିବା ଦ୍ବାରା ସମାନେେ ନିଜ ଉପରକୁ ଅନକେ ଦୁଃଖ ଟାଣି ଆଣିଛନ୍ତି। - 1
    ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:10
  • ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।
    ମାଥିଉଲିଖିତ ସୁସମାଚାର 6:33
  • ଉତ୍ତର ରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ,"ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେି କରିବା ବନ୍ଦ କର। ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେିକରିବା ଉଚିତ ନୁହେଁ। ମାତ୍ର ତୁମ୍ଭମାନେେ ଆମ୍ଭର ଦ୍ରବ୍ଯ ଗ୍ଭରେିକଲ। ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମାରେ ଦ୍ରବ୍ଯ ଚୋରି କରିଛ। ତୁମ୍ଭମାନେେ ସଂପୂର୍ଣ୍ଣ ଅଭିଶପ୍ତ।" ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, "ତୁମ୍ଭମାନଙ୍କ ଦ୍ରବ୍ଯର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ୟଦ୍ବାରା କି ତୁମ୍ଭର ଗୃହ ରେ ୟଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭମାନେେ
    ମଲାଖୀ 3:8-10
  • ପରମେଶ୍ବର ସଗେୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନ ରେ ମାେ ପରମେଶ୍ବର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ଯକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତାଙ୍କ ଧନର ବ୍ଯବହାର କରିବେ।
    ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:19
  • ମୁଁ ୟୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହଲିେଣି ଓ ମୁଁ କବେେ ଦେଖିନାହିଁ ପରମେଶ୍ବର ଧାର୍ମିକ ଲୋକଙ୍କୁ ପରିତ୍ଯାଗ କରନ୍ତି। ମୁଁ କବେେ ଦେଖି ନାହିଁ ୟେ, ଧାର୍ମିକ ବ୍ଯକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
    ଗୀତସଂହିତା 37:25
  • ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି। ପ୍ରେତ୍ୟକକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦବେେ ବୋଲି ଜାଣୁ।
    1 ଯୋହନଲିଖିତ ସୁସମାଚାର 5:14, 15
  • ସଦାପ୍ରଭୁ ମାରେ ପ୍ରତିପାଳକ ଅଟନ୍ତି, ମାରେ କିଛି ଅଭାବ ହବେ ନାହିଁ।
    ଗୀତସଂହିତା 23:1
  • ଶକ୍ତିଶାଳୀ ଲୋକମାନେ ମଧ୍ଯ ଦୁର୍ବଳ ଓ ଭୋକିଲା ହବେେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ବରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସମାନଙ୍କେର ସବୁକିଛି ମଙ୍ଗଳ ଘଟିବ।
    ଗୀତସଂହିତା 34:10
  • ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବର ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି, ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।
    ଗୀତସଂହିତା 68:19
  • ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ। ତୁମ୍ଭର ମୁଖ ବଡ଼ କରି ଖାେଲ, ଆମ୍ଭେ ଖୁଆଇ ଦବୋ।
    ଗୀତସଂହିତା 81:10
  • ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
    ଗୀତସଂହିତା 84:11
  • ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥାନ୍ତି। କାରଣ ଉପୟୁକ୍ତ ସମଯରେ ତୁମ୍ଭେ ଆହାର ୟୋଗାଇ ଥାଅ। 16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମଲୋଇ ପ୍ରେତ୍ୟକକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
    ଗୀତସଂହିତା 145:15, 16
  • ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ୟ୍ଯନ୍ତ ଖାଏ। ମାତ୍ର ପାପୀର ଉଦର ଅତୃପ୍ତ ଥାଏ।
    ହିତୋପଦେଶ 13:25
  • "ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ଦବେ ଓ ମାରେ ଆଜ୍ଞାବହ ହବେ ତବେେ ତୁମ୍ଭମାନେେ ଦେଶ ରେ ଉତ୍ତମ ଫଳ ଭୋଗ କରିବ। 20 ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ନ ଦିଅ ଏବଂ ମାରେ ବିରୁଦ୍ଧାଚରଣ କର, ତବେେ ତୁମ୍ଭର ଶତ୍ରୁ ତୁମ୍ଭକୁ ଧ୍ବଂସ କରିବେ।'
    ଯିଶାଇୟ 1:19, 20
  • ପୁଣି ଆମ୍ଭେ ସମାନଙ୍କେୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ କରିବା। ମୁଁ ଯଥା ସମୟରେ ଜଳଧାରା ବର୍ଷା କରାଇବି ଓ ତାହା ଆଶୀର୍ବାଦର ଜଳଧାରା ହବେ।
    ଯିହିଜିକଲ 34:26
  • ଏଣୁ ତୁମ୍ଭେ ସମାନଙ୍କେ ଭଳି ହୁଅନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।
    ମାଥିଉଲିଖିତ ସୁସମାଚାର 6:8
  • "ମାଗ ସେଥି ରେ ପରମେଶ୍ବର ତାହା ତୁମ୍ଭକୁ ଦବେେ। ଖାଜେ ଏବଂ ତୁମ୍ଭେ ପାଇବ। ଦ୍ବାର ରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖାଲିୟିବେ। କାରଣ ଯେଉଁଲୋକ ମାଗୁଥାଏ, ସେ ପାଏ। ଯେଉଁଲୋକ ଖାଜେୁଥାଏ, ସେ ପାଏ ଓ ଯାଉଁ ଲୋକ ଦ୍ବାର ଠକ୍ ଠକ୍ କରୁଥାଏ, ତା ପାଇଁ କବାଟ ଲିଯାଏ।
    ମାଥିଉଲିଖିତ ସୁସମାଚାର 7:7, 8
  • ଏପରିକି ତୁମ୍ଭେ ମନ୍ଦ ଲୋକ ହାଇେ ମଧ୍ଯ ପିଲାମାନଙ୍କୁ କିଭଳି ଭଲ ଉପହାର ଦବୋକୁ ହୁଏ, ତାହା ତୁମ୍ଭେ ଜାଣ। ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ଦବେେ!
    ମାଥିଉଲିଖିତ ସୁସମାଚାର 7:11
  • ତୁମ୍ଭମାନେେ ଯାହା କିଛି ପ୍ରାର୍ଥନା ରେ ମାଗିବ, ତାହା ପାଇବ।"
    ମାଥିଉଲିଖିତ ସୁସମାଚାର 21:22
  • ତା'ପରେ ଯୀଶୁ ପ୍ ରରେିତମାନଙ୍କୁ କହିଲେ, "ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦବୋପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ୟୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟି ରେ ଅଭାବ ଥିଲା କି?"
    ଲୂକଲିଖିତ ସୁସମାଚାର 22:35
  • ସହେି ପ୍ରକାର ପ୍ରଭୁ ଆଜ୍ଞା ଦଇେଛନ୍ତି। ଯେ ସୁସମାଚାର ଗ୍ରହଣ କରୁଥିବା ଲୋକମାନେ ସୁସମାଚାର ପ୍ରଚାରକମାନଙ୍କର ପ୍ରତି ପୋଷଣର ଦାଯିତ୍ବ ନବେେ।,
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:14
  • ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସହେି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।
    1 ଯୋହନଲିଖିତ ସୁସମାଚାର 3:22