ଆଧ୍ୟାତ୍ମିକ ଉନ୍ନତି


  • ପରମେଶ୍ବର ମାେତେ ଜାଣନ୍ତି। ସେ ମାେତେ ପରୀକ୍ଷା କରୁଛନ୍ତି, ଶଷେର ସେ ଦେଖିବେ ମୁଁ ସୁନାପରି ଖାଣ୍ଟି।
    ଆୟୁବ ପୁସ୍ତକ 23:10
  • କାହିଁକି ? ସଦାପ୍ରଭୁ ଯେଉଁମାନଙ୍କୁ ଭଲପା'ନ୍ତି, ସମାନଙ୍କେୁ ଶାସନ କରନ୍ତି। ହଁ, ସଦାପ୍ରଭୁ ହେଉଛନ୍ତି ପିତାଙ୍କ ପରି। ପିତା ଯେପରି ଭଲ ପାଉଥିବା ପୁତ୍ରଙ୍କୁ ଶାସ୍ତି ବିଧାନ କରନ୍ତି, ସଦାପ୍ରଭୁ ସହେିପରି ଶାସ୍ତିବିଧାନ କରନ୍ତି।
    ହିତୋପଦେଶ 3:12
  • ସେ ମାଟିର ପାତ୍ର ନିର୍ମାଣ କରୁଥିଲା ବେଳେ ସେଥି ରେ କିଛି ଦୋଷ ଦେଖିଲା। ତେଣୁ ସେ ପାତ୍ରର ମାଟିକୁ ପୁନର୍ବାର ନିଜ ଇଚ୍ଛାନୁସା ରେ ସଜାଡ଼ି ନୂଆ ପତ୍ର ନିର୍ମାଣ କଲା।
    ଯିରିମିୟ 18:4
  • ମୁଁ ଯେଉଁଦିନ ତୁମ୍ଭର ଶାସ୍ତି ବିଧାନ ପାଇଁ ବିଚାର କରିବି, ସଦେିନ ତୁମ୍ଭର ହୃଦଯ ଓ ଶକ୍ତି ସହିପାରିବ କି ? ମୁଁ ସଦାପ୍ରଭୁ ଏହା କହିଅଛି ଓ ଏହା ମୁଁ ସିଦ୍ଧ କରିବି।
    ଯିହିଜିକଲ 22:14
  • " ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।
    ମାଥିଉଲିଖିତ ସୁସମାଚାର 7:24
  • ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ର ରେ ଢାଳନ୍ତି ନାହିଁ।
    ମାଥିଉଲିଖିତ ସୁସମାଚାର 9:17
  • କିନ୍ତୁ ଯେଉଁ ସବେକ ନିଜ ମାଲିକଙ୍କ ଇଚ୍ଛା ବିଷୟ ରେ କିଛି ଜାଣି ନଥାଏ, ସେ ଦଣ୍ଡନୀୟ କାମ କରିବ ସେ। ତବେେ ତାକୁ ସେଥିପାଇଁ ନିଜ କର୍ତ୍ତବ୍ଯ ବିଷୟ ରେ ଜାଣିଥିବା ଚାକର ଅପେକ୍ଷା କମ୍ ଦଣ୍ଡ ଦିଆୟିବ। କାରଣ ଯେଉଁ ଲୋକକୁ ଅଧିକ ଦିଆଯାଇଛି, ସେ ବିଷୟ ପାଇଁ ଦାଯୀ ହବେ। ଯେଉଁ ଲୋକକୁ ଅଧିକ ଦିଆଯାଇଛି ତାଠାରୁ ବହୁତ ଅଧିକ ଆଶା କରାୟିବ।"
    ଲୂକଲିଖିତ ସୁସମାଚାର 12:48
  • "କୃଷକ ତା'ର ଗହମକୁ ଚାଲୁଣୀ ରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମାନେ! ହେ ଶିମାନେ, ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।"
    ଲୂକଲିଖିତ ସୁସମାଚାର 22:31, 32
  • ଯୀଶୁଙ୍କର ଅବଶ୍ଯ ବୃଦ୍ଧି ହେଉ। ଏବଂ ମାରେ ପ୍ରୟୋଜନୀୟତା ଅବଶ୍ଯ କମି ଯାଉ।
    ଯୋହନଲିଖିତ ସୁସମାଚାର 3:30
  • ମୁଁ ତୁମ୍ଭକୁ ସତ୍ଯ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡି ନିଶ୍ଚୟ ମରିବା ଆବଶ୍ଯକ। ତା ପରେ ଏହା ବଢି ବହୁତ ଶସ୍ଯ ଦିଏ। କିନ୍ତୁ ଯଦି ଏହା କଦାପି ମ ରେ ନାହିଁ, ତବେେ ଏହା ସର୍ବଦା ଗୋଟିଏ ମଞ୍ଜି ହାଇେ ରହିଥାଏ।
    ଯୋହନଲିଖିତ ସୁସମାଚାର 12:24
  • ମାଠାେ ରେ ଥିବା ଯେଉଁ ଶାଖା ରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖା ରେ ଫଳ ଫଳି ଥାଏ, ସେ ସଗେୁଡିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।
    ଯୋହନଲିଖିତ ସୁସମାଚାର 15:2
  • ମାେ'ଠା ରେ ରୁହ ଓ ମୁଁ ତୁମ୍ଭଠା ରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗା ରେ କବେେ ଫଳ ଦବେ ନାହିଁ। ଏହା ଲତା ରେ ଲାଗି ରହିବା ଉଚିତ। ତୁମ୍ଭମାନେେ ମଧ୍ଯ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମାେ ସହିତ ମିଶି ରହିବା ଉଚିତ।
    ଯୋହନଲିଖିତ ସୁସମାଚାର 15:4
  • ପାପର ସବୋ କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼କକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ଯବହାର କର ନାହିଁ। ତା' ପରିବର୍ତେ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗହୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ବରଙ୍କଠା ରେ ସମର୍ପଣ କର।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:13
  • ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ବରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭମାନେେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ବରୂପ ପରମେଶ୍ବରଙ୍କୁ ଅର୍ପଣ କର।ଏହା କବଳେ ତାହାଙ୍କୁ ସମର୍ପିତ ହବେ। ଏହା ପରମେଶ୍ବରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ଆତ୍ମୀକ ଉପାସନା ଅଟେ। ଏହାପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗ ରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତବେେ ପରମେଶ୍ବର ତୁମ୍ଭମାନଙ୍କ ପାଇଁ କ'ଣ ଇଛା କରନ୍ତି, ତୁମ୍ଭମାନେେ ଜାଣିପାରିବ। ତୁମ୍ଭମାନେେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡିକ ଭଲ, ପରମେଶ୍ବରଙ୍କୁ ପ୍ରିୟ ଓ ସିଦ୍ଧ।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:1, 2
  • ସେଥିପାଇଁ ଆମ୍ଭେ କବେେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ଯିକ ଶରୀର କ୍ଷୀଣ ହାଇେ ଯାଉଛି, କିନ୍ତୁ ଆମ୍ଭର ଅନ୍ତଃରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହାଇେ ଯାଉଅଛି। ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:16, 17
  • କବଳେ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରେତ୍ୟକକଙ୍କ ନିମନ୍ତେ ମଧ୍ଯ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ବିଶ୍ବାସ କରିପାର। ସେ କବେେ ହେଲେ ତୁମ୍ଭମାନଙ୍କୁ ଅସହ୍ଯ ପରୀକ୍ଷା ରେ ପଡ଼ିବାକୁ ଦବେେ ନାହିଁ। କିନ୍ତୁ ଯେତବେେଳେ ତୁମ୍ଭମାନେେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହବେ, ସେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ଯ ଦଖାଇେ ଦବେେ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:13
  • ଆମ୍ଭେ ମଧ୍ଯ ଜଗତ ରେ ରହୁଛୁ। କିନ୍ତୁ ଆମ୍ଭ ଜାଗତିକ ଲୋକଙ୍କ ଭଳି ସଂଗ୍ରାମ କରୁ ନାହୁଁ। ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:3, 4
  • କିନ୍ତୁ ପ୍ରଭୁ ମାେତେ କହିଲେ, "ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ।" ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ। ଅତଏବ ମାେ ଠା ରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କବଳେ ଖ୍ରୀଷ୍ଟଙ୍କ ସକାେଶ ଯେତବେେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦଇେ ଗତି କରେ, ଯେତବେେଳେ ମାରେ କଷ୍ଟ ଥାଏ ବା ଯେତବେେଳେ ମାରେ ସମସ୍ଯା ଥାଏ, ସେତବେେଳେ ମୁଁ ଆନନ୍ଦ କରେ। ଯେତବେେଳେ ମୁଁ ଦୁର୍ବଳ, ସେତବେେଳେ ମୁଁ ପ୍ରକୃତ ରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:9, 10
  • ପରମେଶ୍ବର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ଯ ତାହା କରୁଛନ୍ତି। ଯୀଶୁଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ୟ୍ଯନ୍ତ ସେ ସହେି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥି ରେ ନିଶ୍ଚିତ ଅଟେ।
    ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:6
  • ବିଶ୍ବାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିୟୋଗିତା ଭଳି। କୌଣସି ମତେ ସହେି ପ୍ରତିୟୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡ଼କା ଯାଇଛି। ଅନକେ ଲୋକଙ୍କ ଆଗ ରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ରେ ମହାନ୍ ସତ୍ଯକୁ ସ୍ବୀକାର କରିଛ।
    ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:12
  • ଆମ୍ଭ ସମସ୍ତଙ୍କ କଷ୍ଟ ରେ ଭାଗୀ ହୁଅ। ଖ୍ରୀଷ୍ଟଯୀଶୁଙ୍କ ଜଣେ ଅନୁଗତ ଓ ପ୍ରକୃତ ସୈନିକ ଭାବରେ ସହେି କଷ୍ଟଗୁଡ଼ିକ ସହିଯାଅ।
    ତୀମଥିଙ୍କ ନିକଟକୁ ପ୍ରେରିତ 2:3
  • ମାେ ଭାଇ ଓ ଭଉଣୀମାନେ, ତୁମ୍ଭମାନେେ ଅନକେ ପ୍ରକାରର ଅସୁବିଧାର ସମ୍ମୁଖୀନ ହବେ। କିନ୍ତୁ ଏପରି ହେଲା ବେଳେ ତୁମ୍ଭମାନେେ ଅଧିକ ଖୁସି ହବୋ ଉଚିତ୍। କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ବାସକୁ ପରୀକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ର୍ଧୈୟ୍ଯ ଜନ୍ମାଏ।
    ଯାକୁବଙ୍କ ପତ୍ 1:2, 3
  • ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
    ଯାକୁବଙ୍କ ପତ୍ 4:7
  • ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନକେ ପ୍ରକାରର ସମସ୍ଯା ତୁମ୍ଭକୁ ଦୁଃଖୀ କରୁଥାଇପା ରେ। ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
    ପିତରଙ୍କ ପ୍ରଥମ ପତ୍ 1:6, 7
  • ମାେ ମିତ୍ରଗଣ, ତୁମ୍ଭମାନେେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ୟ୍ଯ ମନକରେ ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ବାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ୟ୍ଯ କଥା ଘଟୁଛି। ବରଂ ତୁମ୍ଭେ ଖୁସି ହବୋ ଉଚତ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହାଇେଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲା ବେଳେ ତୁମ୍ଭେ ଖୁସି ହବେ ଓ ଆନନ୍ଦ ରେ ପୂର୍ଣ୍ଣ ହବେ।
    ପିତରଙ୍କ ପ୍ରଥମ ପତ୍ 4:12, 13
  • ସଦାପ୍ରଭୁ ମାେ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସହେି ଗୀତଟି ପରମେଶ୍ବରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନକେ ଲୋକ ଦେଖିବେ ମାେ ପ୍ରତି ୟାହା ସବୁ ଘଟିଗଲା, ୟାହାଫଳରେ ସମାନେେ ପରମେଶ୍ବରଙ୍କୁ ଉପାସନା କରିବେ। ସମାନେେ ସଦାପ୍ରଭୁଙ୍କୁ ବିଶ୍ବାସ କରିବେ।
    ଗୀତସଂହିତା 40:3
  • ପରମେଶ୍ବର କହିଲେ, "ଆଉ ମୁଁ ତମ୍ଭମାନଙ୍କୁ ଏକ ନୂତନ ଆତ୍ମା ଦବେି। ତୁମ୍ଭମାନଙ୍କ ମାଂସ ମଧ୍ଯରୁ ପ୍ରସ୍ତରମଯ ହୃଦଯ କାଢ଼ି ନବେି ଓ ମୁଁ ତୁମ୍ଭମାନଙ୍କୁ ମାଂସମୟ କୋମଳ ହୃଦଯ ଦବେି।
    ଯିହିଜିକଲ 36:26
  • ଅତଏବ ଆମ୍ଭେ ଯେତବେେଳେ ବାପ୍ତିଜିତ ହେଲୁ, ଆମ୍ଭେ ଯୀଶୁଖ୍ରୀଷ୍ଟଙ୍କ ଭିତ ରେ ସମାଧି ପ୍ରପ୍ତ ହାଇଗେଲୁ ଓ ତାହାଙ୍କ ମୃତ୍ଯୁର ଭାଗୀଦାର ହେଲୁ। ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହବୋ ଦ୍ବାରା ଆମ୍ଭେ ପୁନରୁତ୍ଥିତ ହାଇେ ନୂତନ ଜୀବନ ଯାପନ କରିବା। ପରମପିତାଙ୍କର ଆଶ୍ଚର୍ୟ୍ଯ ଶକ୍ତି ଦ୍ବାରା ଯେପରି ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସହେିଭଳି ଏହା ଘଟିଲା।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:4
  • ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:17
  • ମାତ୍ର, ତୁମ୍ଭମାନଙ୍କୁ ହୃଦୟ ରେ ଓ ଭାବନା ରେ ନୂତନ ହବୋକୁ ପଡ଼ିବ। ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ଯକ୍ତି ସ୍ବରୂପ ହାଇେ ପରମେଶ୍ବରଙ୍କ ଭଳି ପ୍ରକୃତ ରେ ଭଲ ଓ ପବିତ୍ର ହବୋକୁ ପଡ଼ିବ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:23, 24
  • ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ମୁଁ ଏପର୍ୟ୍ଯନ୍ତ ସହେି ଲକ୍ଷ୍ଯ ସ୍ଥଳକୁ ଯାଇ ପାରି ନାହିଁ। କିନ୍ତୁ ମୁଁ ସବୁବେଳେ ଏହି ଗୋଟିଏ କାର୍ୟ୍ଯ କରେ: ମୁଁ ଅତୀତର ବିଷୟସବୁ ଭୁଲି, ମାେ ଆଗ ରେ ଥିବା ଲକ୍ଷ୍ଯକୁ ଆଖି ରେ ରଖି ଲକ୍ଷ୍ଯ ସ୍ଥଳ ରେ ପହଁଞ୍ଚିବା ପାଇଁ କଠିନ ପରିଶ୍ରମ କରେ। ମୁଁ ସବୁବେଳେ ଲକ୍ଷ୍ଯ ସ୍ଥଳ ରେ ପହଁଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠା ରେ ସ୍ବର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ବର ମାେତେ ଡ଼ାକିଛନ୍ତି।
    ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:13, 14