ଆରୋଗ୍ୟ ଏବଂ ସ୍ୱାସ୍ଥ୍ୟ

  • ଧାର୍ମିକ ବ୍ଯକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ସମାନଙ୍କେର ପ୍ରେତ୍ୟକକ ବିପଦରୁ ଉଦ୍ଧାର କରିବେ।
    ଗୀତସଂହିତା 34:19
  • ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ବିଶ୍ବାସ ରେ କରାଯାଇଥିବା ସହେି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦବେ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତବେେ ପରମେଶ୍ବର ତାହାକୁ କ୍ଷମା କରିବେ। ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।
    ଯାକୁବଙ୍କ ପତ୍ 5:14-16
  • ପରମେଶ୍ବର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସମାନଙ୍କେୁ ମୁକ୍ତ କଲେ।
    ଗୀତସଂହିତା 107:20
  • "ତୁମ୍ଭେ ଫରେିୟାଅ ଓ ଆମ୍ଭେଲାକମାନଙ୍କର ଅଧିପତି ହିଜକିଯକୁ କୁହ, 'ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ। ତେଣୁ ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ ଓ ତୁମ୍ଭେ ତୃତୀୟ ଦିନ ରେ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ।
    ଦିତୀୟ ରାଜାବଳୀ 20:5
  • କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା'ସବୁ ସୁସ୍ଥ କରିବା।" "କାରଣ ସମାନେେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। 'ଆଉ ସିୟୋନକୁ କହେି ଚାହାଁନ୍ତି ନାହିଁ।"
    ଯିରିମିୟ 30:17
  • ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।
    ଯିଶାଇୟ 40:29
  • ହେ ମାରେ ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି। ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
    ଗୀତସଂହିତା 103:3
  • ମାତ୍ର ସେ ଆମ୍ଭମାନଙ୍କ ପାପ ଏବଂ ଅପରାଧ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଭୁଲ୍ କାର୍ୟ୍ଯ ପାଇଁ ସେ ଚୂର୍ଣ୍ଣ ହେଲେ। ସେ ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତିକୁ ଆପଣାର କରି ଦେଲେ। ତାଙ୍କର କ୍ଷତ ରେ ଆମ୍ଭମାନେେ ଆରୋଗ୍ୟ ଲାଭ କଲୁ।
    ଯିଶାଇୟ 53:5
  • ତା'ପରେ ସେ କହିଲେ, "ତୁମ୍ଭେ ଯବେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କର ଏବଂ ତାଙ୍କ ଦୃଷ୍ଟି ରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ଯବସ୍ଥାସବୁ ପାଳନ କର, ତବେେ ମିଶରୀଯମାନେ ଯେଉଁ ସବୁ ରୋଗ ରେ ପିଡୀତ ହେଲେ, ତୁମ୍ଭମାନେେ ସହେି ରୋଗ ରେ ପିଡୀତ ହବେ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।"
    ଯାତ୍ରା ପୁସ୍ତକ 15:26
  • ଯୀଶୁ ଲୋକମାନଙ୍କୁ ଦେଖି କହିଲେ, "ତୁମ୍ଭମାନେେ ଯାଇ ନିଜ ଦହକେୁ ଯାଜକମାନଙ୍କୁ ଦଖାେଅ।"
    ଲୂକଲିଖିତ ସୁସମାଚାର 17:14
  • ଯୀଶୁ ତାହାଙ୍କର ବାରଜଣ ଶିଷ୍ଯଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡିଦବୋ ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦବୋ ପାଇଁ ଶିଷ୍ଯମାନଙ୍କୁ ଶକ୍ତି ପ୍ରଦାନ କଲେ।
    ମାଥିଉଲିଖିତ ସୁସମାଚାର 10:1
  • "ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।
    ମଲାଖୀ 4:2
  • ପିତର ତାହାକୁ କହିଲେ, "ଏନିୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଛନ୍ତି, ଉଠ ଓ ତୁମ୍ଭ ବିଛଣା ନିଜେ ସଜାଡ଼। ଏହା କହିବା ମାତ୍ ରେ ସେ ଉଠିଗଲା।"
    ରେରିତମାନଙ୍କ କାର୍ଯ୍ୟର ବିବରଣ 9:34
  • ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ। ସମାନେେ ନିଜ ହାତ ରେ ସାପକୁ ଧରିବେ କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ସମାନେେ ବିଷ ମଧ୍ଯ ପିଇ ଦବେେ, କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହାଇଯେିବେ।"
    ମାର୍କଲିଖିତ ସୁସମାଚାର 16:17-18

    ଏବ୍ରୀମାନଙ୍କ ନିକଟକୁ ପତ୍ର 12:13
  • ମାେତେ ଦିଆଯାଇଥିବା ଆଶ୍ଚର୍ୟ୍ଯଜନକ ପ୍ରତ୍ଯାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ଯଧିକ ଗର୍ବ କରିବି, ସେଥିପାଇଁ ମାେତେ ଶରୀର ରେ ୟନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ବରୂପେ ଏହା ମାେତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମାେତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି। ମୁଁ ପ୍ରଭୁଙ୍କୁ ତିନି ଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମାେ ଠାରୁ ଦୂ ରଇେ ଦିଅନ୍ତୁ। କିନ୍ତୁ ପ୍ରଭୁ ମାେତେ କହିଲେ, "ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ।" ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:7-9
  • ତା'ପରେ ସେ କହିଲେ, "ତୁମ୍ଭେ ଯବେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କର ଏବଂ ତାଙ୍କ ଦୃଷ୍ଟି ରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ଯବସ୍ଥାସବୁ ପାଳନ କର, ତବେେ ମିଶରୀଯମାନେ ଯେଉଁ ସବୁ ରୋଗ ରେ ପିଡୀତ ହେଲେ, ତୁମ୍ଭମାନେେ ସହେି ରୋଗ ରେ ପିଡୀତ ହବେ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।"
    ଯାତ୍ରା ପୁସ୍ତକ 15:26
  • "ତୁମ୍ଭେ ଫରେିୟାଅ ଓ ଆମ୍ଭେଲାକମାନଙ୍କର ଅଧିପତି ହିଜକିଯକୁ କୁହ, 'ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ। ତେଣୁ ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ ଓ ତୁମ୍ଭେ ତୃତୀୟ ଦିନ ରେ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ।
    ଦିତୀୟ ରାଜାବଳୀ 20:5
  • କାହିଁକି ? କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ଯକ୍ତିମାନଙ୍କୁ ହିଁ ସାହାୟ୍ଯ କରନ୍ତି। ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ। ସେ ସମାନଙ୍କେୁ ଘୃଣା କରନ୍ତି ନାହିଁ। ୟଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାୟ୍ଯ ପ୍ରାର୍ଥନା କରନ୍ତି, ସେ ସମାନଙ୍କେଠାରୁ ନିଜକୁ ଦୂରଇେ ରଖି ପାରିବେ ନାହିଁ।
    ଗୀତସଂହିତା 22:24

    ଗୀତସଂହିତା 31:24
  • ଧାର୍ମିକ ବ୍ଯକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ସମାନଙ୍କେର ପ୍ରେତ୍ୟକକ ବିପଦରୁ ଉଦ୍ଧାର କରିବେ।
    ଗୀତସଂହିତା 34:19
  • ହେ ମାରେ ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି। ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
    ଗୀତସଂହିତା 103:3
  • ପରମେଶ୍ବର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସମାନଙ୍କେୁ ମୁକ୍ତ କଲେ।
    ଗୀତସଂହିତା 107:20
  • ମୁଁ ଯେତବେେଳେ ଦୁଃଖରେ ଥିଲି, ତୁମ୍ଭେ ସେତବେେଳେ ମାେତେ ସାନ୍ତ୍ବନା ଦଇେଅଛ। ତୁମ୍ଭର ବାକ୍ଯସବୁ ମାେତେ ପୁନଃର୍ଜୀବିତ କରିଅଛି।
    ଗୀତସଂହିତା 119:50
  • ୟଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥାନ୍ତି, ମୁଁ ଆପଣା କଷ୍ଟରେ ବିନଷ୍ଟ ହାଇେଥାନ୍ତି।
    ଗୀତସଂହିତା 119:92
  • ହେ ସଦାପ୍ରଭୁ, ମୁଁ ବହୁତ ୟନ୍ତ୍ରଣା ଭୋଗି ଅଛି। ଦୟାପୂର୍ବକ ମାେତେ ନିର୍ଦ୍ଦେଶ ଦିଅ ଓ ମାେତେ ଆଉଥରେ ବଞ୍ଚିବାକୁ ଦିଅ।
    ଗୀତସଂହିତା 119:107
  • ସେ ସମାନଙ୍କେର ଭଗ୍ନ ହୃଦଯକୁ ସୁସ୍ଥ କରନ୍ତି ଓ ସମାନଙ୍କେ କ୍ଷତରେ ପଟି ବାନ୍ଧନ୍ତି।
    ଗୀତସଂହିତା 147:3
  • ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।
    ଯିଶାଇୟ 40:29
  • ମାତ୍ର ସେ ଆମ୍ଭମାନଙ୍କ ପାପ ଏବଂ ଅପରାଧ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଭୁଲ୍ କାର୍ୟ୍ଯ ପାଇଁ ସେ ଚୂର୍ଣ୍ଣ ହେଲେ। ସେ ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତିକୁ ଆପଣାର କରି ଦେଲେ। ତାଙ୍କର କ୍ଷତ ରେ ଆମ୍ଭମାନେେ ଆରୋଗ୍ୟ ଲାଭ କଲୁ।
    ଯିଶାଇୟ 53:5
  • ମୁଁ ଏଠା ରେ ଦେଖୁଛି, ଦେଖ ! ସଦାପ୍ରଭୁଙ୍କର ହସ୍ତ ଏତେ େଛାଟ ହାଇୟୋଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହାଇେ ନାହିଁ।
    ଯିଶାଇୟ 59:1
  • କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା'ସବୁ ସୁସ୍ଥ କରିବା।" "କାରଣ ସମାନେେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। 'ଆଉ ସିୟୋନକୁ କହେି ଚାହାଁନ୍ତି ନାହିଁ।"
    ଯିରିମିୟ 30:17
  • " ହେ ଯିରିମିୟ, ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ଯ ରେ ପରମେଶ୍ବର, ଆମ୍ଭର ଅସାଧ୍ଯ ହାଇେ କିଛି ନାହିଁ।"
    ଯିରିମିୟ 32:27
  • "ହଜି ୟାଇଥିବା ମଷେମାନଙ୍କୁ ମୁଁ ଅନ୍ବଷେଣ କରିବି ଆଉ ଛିନ୍ନଭିନ୍ନ ହାଇେଥିବା ମଷେମାନଙ୍କୁ ଫରୋଇ ଆଣିବି। ଏବଂ ଆହତ ମଷେର କ୍ଷତ ରେ ପଟି ବାନ୍ଧିବି ଓ ଦୁର୍ବଳକୁ ସବଳ କରିବି। କିନ୍ତୁ ମୁଁ ସହେି ହୃଷ୍ଟପୁଷ୍ଟ ଓ ବଳବାନ୍କୁ ସଂହାର କରିବି ଓ ଯଥାର୍ଥ ଭାବେ ସମାନଙ୍କେୁ ମଣିବି।"
    ଯିହିଜିକଲ 34:16
  • "ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।
    ମଲାଖୀ 4:2
  • ଯୀଶୁ ବୁଲିପଡି ତାହାକୁ ଚାହିଁଲେ। ଯୀଶୁ କହିଲେ, "ଝିଅ, ସାହାସ ଧର। ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି।" ସଙ୍ଗେସଙ୍ଗେ ସେ ସ୍ତ୍ରୀ ଲୋକଟି ସୁସ୍ଥ ହାଇଗେଲା।
    ମାଥିଉଲିଖିତ ସୁସମାଚାର 9:22
  • ଦିନେ ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ସଠାେରେ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ମଧ୍ଯ ବସିଥଲେ। ସମାନେେ ଗାଲିଲୀର ପ୍ରେତ୍ୟକକ ନଗରରୁ, ୟିହୂଦା ତଥା ୟିରୁଶାଲମରୁ ଆସିଥି ରେ। ପ୍ରଭୁ ଲୋକଙ୍କୁ ସୁସ୍ଥ କରି ଦବୋପାଇଁ ଯୀଶୁଙ୍କୁ ଶକ୍ତି ଦେଉଥିଲେ।
    ଲୂକଲିଖିତ ସୁସମାଚାର 5:17
  • ଯୀଶୁ ଲୋକମାନଙ୍କୁ ଦେଖି କହିଲେ, "ତୁମ୍ଭମାନେେ ଯାଇ ନିଜ ଦହକେୁ ଯାଜକମାନଙ୍କୁ ଦଖାେଅ।"
    ଲୂକଲିଖିତ ସୁସମାଚାର 17:14
  • ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।
    ଯାକୁବଙ୍କ ପତ୍ 5:16
  • ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ। ସମାନେେ ନିଜ ହାତ ରେ ସାପକୁ ଧରିବେ କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ସମାନେେ ବିଷ ମଧ୍ଯ ପିଇ ଦବେେ, କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହାଇଯେିବେ।"
    ମାର୍କଲିଖିତ ସୁସମାଚାର 16:17, 18
  • ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ବିଶ୍ବାସ ରେ କରାଯାଇଥିବା ସହେି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦବେ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତବେେ ପରମେଶ୍ବର ତାହାକୁ କ୍ଷମା କରିବେ। ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।
    ଯାକୁବଙ୍କ ପତ୍ 5:14, 15, 16