ପଥ ପ୍ରଦର୍ଶନ


  • ତୁମ୍ଭେ ଆପଣା ମଷେପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ୍ ହୁଅ। ପୁଣି ଆପଣା ପଶୁପଲ ବିଷଯ ରେ ଉତ୍ତମରୂପେ ମନୋୟୋଗ କର।
    ହିତୋପଦେଶ 27:23
  • ତେଣୁ ମାରେ ପ୍ରଭୁ ସଦାପ୍ରଭୁ କହନ୍ତି, "ଆମ୍ଭେ ନିଜେ ଆମ୍ଭ ମଷେମାନଙ୍କର ପାଳକ ହବେୁ। ଆମ୍ଭେ ସମାନଙ୍କେର ଅନ୍ବଷେଣ କରିବୁ ଓ ଆମ୍ଭେ ସମାନଙ୍କେର ତତ୍ତ୍ବ ନବେୁ।
    ଯିହିଜିକଲ 34:11
  • ତା'ପରେ ଯୀଶୁ ପୁଣି ତାହାଙ୍କୁ କହିଲେ, " ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ କ'ଣ ମାେତେ ପ୍ ରମେ କର?"
    ଯୋହନଲିଖିତ ସୁସମାଚାର 21:16
  • ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛ ରେ ପାଣି ଦେଲେ, କିନ୍ତୁ ପରମେଶ୍ବର ତା'କୁ ବଢ଼ିବା ରେ ସାହାୟ୍ଯ କଲେ। ତେଣୁ ଗଛ ଲଗଇେଥିବା ବା ପାଣି ଦଇେଥିବା କହେି ନୁହେଁ, କିନ୍ତୁ ଗଛକୁ ବଢ଼ାଉଥିବା ପରମେଶ୍ବର କବଳେ ପ୍ରଧାନ ଅଟନ୍ତି।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:6, 7
  • ଜଣେ ଦକ୍ଷ ଗୃହନିର୍ମାଣକାରୀ ଭଳି ମୁଁ ସେ ଘରର ଭିତ୍ତି ସ୍ଥାପନ କଲି। ପରମେଶ୍ବରଙ୍କ ଦତ୍ତ ଅନୁଗ୍ରହ ମୁଁ ସେଥିପାଇଁ ବ୍ଯବହାର କଲି। ଅନ୍ୟମାନେ ସହେି ଭିତ୍ତିଭୂମି ଉପରେ ଗୃହ ନିର୍ମାଣ କରିବେ, କିନ୍ତୁ ପ୍ରେତ୍ୟକକ ଲୋକ ନିର୍ମାଣ କଲା ବେଳେ ସେ କିପରି ନିର୍ମାଣ କରୁଛି। ଏବିଷୟ ରେ ସତର୍କ ହବୋ ଉଚିତ୍।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:10
  • ତୁମ୍ଭମାନଙ୍କ ମଧିଅରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ'ଣ ଆମ୍ଭର ଅଧିକାର ନାହିଁ ? ଏହା ଆମ୍ଭର ପ୍ରାପ୍ଯ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:11
  • ଏହି କଥାଟି ମନେ ରଖ ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:6
  • ମୁଁ ଶିକ୍ଷା ଦଇେଥିବା କଥାସବୁ ତୁମ୍ଭେ ଶୁଣିଛ। ଅନକେ ଅନ୍ୟ ଲୋକ ମଧ୍ଯ ସହେି କଥା ଶୁଣିଛନ୍ତି। ତୁମ୍ଭେ ସହେି ବିଷୟଗୁଡ଼ିକ ଶିକ୍ଷାଦବୋ ଉଚିତ। ଯେଉଁ କେତକଙ୍କେୁ ତୁମ୍ଭେ ବିଶ୍ବାସ କରିପାରିବ, ସମାନଙ୍କେୁ ସହେି ଉପଦେଶଗୁଡ଼ିକ ଦିଅ। ତା' ହେଲେ ସମାନେେ ଅନ୍ଯଲୋକମାନଙ୍କୁ ସହେି ଉପଦେଶଗୁଡ଼ିକ ଦଇପୋରିବେ।
    ତୀମଥିଙ୍କ ନିକଟକୁ ପ୍ରେରିତ 2:2
  • ମୁଁ ତୁମ୍ଭକୁ ଅନୁ ରୋଧ କରେ ଯେ, ପରମେଶ୍ବରଙ୍କ ଯେଉଁ ମଷଗେଣର ଦାଯିତ୍ବ ରେ ତୁମ୍ଭେ ରହିଛ, ସହେି ମଷେ ସମୂହର ତୁମ୍ଭେ ଯତ୍ନ ନବୋ ଉଚିତ। ସମାନେେ ପରମେଶ୍ବରଙ୍କ ମଷେପଲ। ତୁମ୍ଭେ ବାଧ୍ଯବାଧକତା ରେ ନୁହେଁ, ମାତ୍ର ସ୍ବଇଚ୍ଛା ରେ ପ୍ରତିପାଳନ କର। ପରମେଶ୍ବର ତାହାହିଁ ଚାହାଁନ୍ତି। ତୁମ୍ଭେ ସବୋ କରିବା ରେ ଆନନ୍ଦ ପାଉଛ ବୋଲି ସପରେି କର, ଧନ ଲୋଭ ରେ ତାହା କର ନାହିଁ।
    ପିତରଙ୍କ ପ୍ରଥମ ପତ୍ 5:2