ଶକ୍ତି


  • ତୁମ୍ଭେ ସର୍ବଦା ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କର ସବୋ କରିବ। ତହିଁରେ ସେ ତୁମ୍ଭମାନଙ୍କୁ ଅନ୍ନଜଳ ରେ ଆଶୀର୍ବାଦ କରିବେ। ଆମ୍ଭେ ତୁମ୍ଭମାନଙ୍କ ମଧ୍ଯରୁ ରୋଗ ଦୂର କରିବା।
    ଯାତ୍ରା ପୁସ୍ତକ 23:25
  • "ତୁମ୍ଭେ ଫରେିୟାଅ ଓ ଆମ୍ଭେଲାକମାନଙ୍କର ଅଧିପତି ହିଜକିଯକୁ କୁହ, 'ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ। ତେଣୁ ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ ଓ ତୁମ୍ଭେ ତୃତୀୟ ଦିନ ରେ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ।
    ଦିତୀୟ ରାଜାବଳୀ 20:5
  • ଦାଉଦ ବୃଦ୍ଧି ପାଇବାକୁ ଲାଗିଲେ। ଏବଂ ସୈନ୍ଯାଧିପତି ସଦାପ୍ରଭୁ ତାଙ୍କ ସହିତ ରେ ଥିଲେ। .
    ପ୍ରଥମ ବଂଶାବଳୀ 11:9
  • ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।
    ଗୀତସଂହିତା 21:1
  • ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।
    ଗୀତସଂହିତା 21:4
  • ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।
    ଗୀତସଂହିତା 21:6
  • ସଦାପ୍ରଭୁ ସମାନଙ୍କେ ଶରୀରର ଅସ୍ଥିକୁ ରକ୍ଷା କରିବେ ୟପରେିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦବେେ ନାହିଁ।
    ଗୀତସଂହିତା 34:20
  • ହେ ପରମେଶ୍ବର, ତୁମ୍ଭେ ମାେତେ ବାଲ୍ଯକାଳରୁ ଶିକ୍ଷା ଦଇେ ଆସୁଅଛି। ମୁଁ ଏପର୍ୟ୍ଯନ୍ତ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯାସବୁ ଲୋକମାନଙ୍କୁ କହିଛି। ବର୍ତ୍ତମାନ ମୁଁ ବୃଦ୍ଧ ଓ ମାରେ ବାଳ ପାଚିୟାଇଛି। ମାେତେ ପରିତ୍ଯାଗ କର ନାହିଁ, ପରମେଶ୍ବର। ମାେ ସାଙ୍ଗରେ ରୁହ, ମୁଁ ୟପରେି ତୁମ୍ଭର ଶକ୍ତି ଏବଂ ମହାନତା ବିଷଯରେ ଭବିଷ୍ଯତ ବଂଶଧରଙ୍କ ଆଗରେ କହିପାରିବି।
    ଗୀତସଂହିତା 71:17, 18
  • ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ।
    ଗୀତସଂହିତା 112:7
  • ଆମ୍ଭର ପୁତ୍ରଗଣ ସହେି ବୃକ୍ଷଗୁଡ଼ିକ ପରି ହୁଅନ୍ତୁ ଯେଉଁଗୁଡ଼ିକ ଖୁବ୍ଶୀଘ୍ର ବଢ଼ି ପୂର୍ଣ୍ଣ ବୃକ୍ଷରେ ପରିଣତ ହୁଅନ୍ତି। ଆମ୍ଭମାନଙ୍କ କନ୍ଯାଗଣ ରାଜପ୍ରାସାଦର ଖାଦେିତ କୋଣର ଖମ୍ବ ତୁଲ୍ଯ ହୁଅନ୍ତୁ।
    ଗୀତସଂହିତା 144:12
  • ତବେେ ତୁମ୍ଭେ ଆପଣା ପଥରେ ନିର୍ଭୟ ରେ ଚାଲିବ। ତୁମ୍ଭେ କେଉଁଠା ରେ ଝୁଣ୍ଟିବ ନାହିଁ।
    ହିତୋପଦେଶ 3:23
  • ପ୍ରିୟ ବନ୍ଧୁ, ମୁଁ ଜାଣେ, ତୁମ୍ଭର ଆତ୍ମା କୁଶଳ ରେ ଅଛି। ତେଣୁ ମୁଁ ପ୍ରାର୍ଥନା କରେ, ତୁମ୍ଭେ ସବୁ ଦୃଷ୍ଟିରୁ ଭଲ ରେ ଥିବ। ତୁମ୍ଭର ଉତ୍ତମ ସ୍ବାସ୍ଥ୍ଯ ପାଇଁ ମୁଁ ପ୍ରାର୍ଥନା କରୁଛି।
    3 ଯୋହନଲିଖିତ ସୁସମାଚାର 1:2
  • କାରଣ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭସହିତ ଅଛନ୍ତି। ସଦାପ୍ରଭୁ ତୁମ୍ଭକୁ ୟକ୍ସ୍ଟଦ୍ଧ ରେ ସାହାୟ୍ଯ କରିବେ ଓ ସେ ତୁମ୍ଭକୁ ୟକ୍ସ୍ଟଦ୍ଧ ରେ ଜଯ ୟକ୍ସ୍ଟକ୍ତ କରାଇବେ।' ଦିତୀୟ ବିବରଣ 20:4]
  • ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଆହୁରି ମଧ୍ଯ କହିଲେ, "ବଳବାନ୍ ଓ ସାହସୀ ହୁଅ ଏବଂ ଏହି କାର୍ୟ୍ଯ ଶଷେ କର। ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର, ମାରେ ପରମେଶ୍ବର, ତୁମ୍ଭ ସହିତ ରେ ଅଛନ୍ତି। ସମସ୍ତ କାର୍ୟ୍ଯ ସମାପ୍ତ ହବୋ ପର୍ୟ୍ଯନ୍ତ ସେ ତୁମ୍ଭକୁ ସାହାୟ୍ଯ କରିବେ। ସେ ତୁମ୍ଭକୁ ତ୍ଯାଗ କରିବେ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବ।
    ପ୍ରଥମ ବଂଶାବଳୀ 28:20
  • ଅଶୂରର ରାଜାଙ୍କ ସହିତ କବଳେ ଲୋକମାନେ ଅଛନ୍ତି। କିନ୍ତୁ ଆମ୍ଭମାନଙ୍କ ସହିତ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଅଛନ୍ତି। ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କୁ ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କର ନିମନ୍ତେ ୟୁଦ୍ଧ କରିବେ।" ଏହିପରି ଯିହୁଦାର ରାଜା ହିଜକିଯ ଲୋକମାନଙ୍କୁ ଉତ୍ସାହିତ କଲେ ଓ ସମାନଙ୍କେୁ ଶକ୍ତିୟୁକ୍ତ କଲେ।
    ଦିତୀୟ ବଂଶାବଳୀ 32:8
  • ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
    ଗୀତସଂହିତା 8:2
  • ହେ ସଦାପ୍ରଭୁ, ତୁମ୍ଭର ସାହାୟ୍ଯରେ ମୁଁ ସୈନ୍ଯମାନଙ୍କ ସହିତ ଲଢ଼ିପାରେ। ପରମେଶ୍ବରଙ୍କ ସାହାୟ୍ଯରେ ମୁଁ ଶତ୍ରୁର ପ୍ରାଚୀରକୁ ଚଢ଼ିୟାଇପାରେ। ପରମେଶ୍ବରଙ୍କ ଶକ୍ତି ଅତୁଳନୀଯ। ସଦାପ୍ରଭୁଙ୍କ ବାକ୍ଯ ସୁପରୀକ୍ଷିତ, ସେ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
    ଗୀତସଂହିତା 18:29, 30, 32
  • କେତକେ ଲୋକ ସମାନଙ୍କେ ରଥ ଉପରେ ବିଶ୍ବାସ ରଖନ୍ତି। ଅନ୍ୟ ଲୋକମାନେ ସମାନଙ୍କେ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ନାମକୁ ଉଚ୍ଚସ୍ବରରେ ଡ଼ାକୁ।
    ଗୀତସଂହିତା 20:7
  • ମୁଁ ପ୍ରକୃତରେ ବିଶ୍ବାସ କରେ ୟେ, ମୃତ୍ଯୁ ପୂର୍ବରୁ ମୁଁ ନିଶ୍ଚଯ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି। ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର, ବଳଶାଳୀ ଓ ସାହସୀକ ହୁଅ ଏବଂ ସଦାପ୍ରଭୁଙ୍କର ଅନୁସରଣ କର।
    ଗୀତସଂହିତା 27:13, 14
  • ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି। ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି। ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ।
    ଗୀତସଂହିତା 28:7, 8
  • ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି। ସଦାପ୍ରଭୁ ହିଁ ସହେି ଧାର୍ମିକ ଲୋକମାନଙ୍କର ସଂକଟ ସମଯରେ ଏକମାତ୍ର ବଳ। ଯେତବେେଳେ ସମାନେେ ଅସୁବିଧାରେ ପଡ଼ନ୍ତି।
    ଗୀତସଂହିତା 37:39
  • ମାରେ ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ବର ଅନନ୍ତକାଳ ମାେ ହୃଦଯକୁ ଓ ମାେତେ ସ୍ଥାଯୀତ୍ବ ଦିଅନ୍ତି।
    ଗୀତସଂହିତା 73:26
  • ସହେି ଲୋକମାନେ କେତେ ଭାଗ୍ଯବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ। ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି। ସମାନେେ ପ୍ରେତ୍ୟକକ ସିୟୋନ୍ରେ ପରମେଶ୍ବରଙ୍କ ଆଗରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି।
    ଗୀତସଂହିତା 84:5, 7
  • ୟାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମାରେ ଶକ୍ତି ଓ ସୁରକ୍ଷା। ସଦାପ୍ରଭୁ ମାେତେ ରକ୍ଷା କଲେ।
    ଗୀତସଂହିତା 118:14
  • ମୁଁ ଦୁଃଖିତ ଓ କ୍ଲାନ୍ତ ଅଟେ। ତୁମ୍ଭର ବାକ୍ଯର ପ୍ରତିଜ୍ଞା ଅନୁସାରେ ମାେତେ ପୁଣି ଶକ୍ତିଶାଳୀ କର।
    ଗୀତସଂହିତା 119:28
  • ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ଯା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ଯ ଗୃହ ମଧିଅରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରଯସ୍ଥଳ।
    ଯିଶାଇୟ 25:4
  • ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।
    ଯିଶାଇୟ 40:29
  • ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
    ଯିଶାଇୟ 41:10
  • ଯୀଶୁ ସମାନଙ୍କେୁ ଚ଼ାହିଁ କହିଲେ, "ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ବରଙ୍କ ପାଇଁ ସବୁ କିଛି ସମ୍ଭବ।"
    ମାଥିଉଲିଖିତ ସୁସମାଚାର 19:26
  • ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:31
  • ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରିପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ଯ ପରମେଶ୍ବରଙ୍କଠାରୁ ପ୍ରାପ୍ତ ହାଇେଛି।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:5
  • ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:4
  • କିନ୍ତୁ ପ୍ରଭୁ ମାେତେ କହିଲେ, "ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ।" ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ। 10 ଅତଏବ ମାେ ଠା ରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କବଳେ ଖ୍ରୀଷ୍ଟଙ୍କ ସକାେଶ ଯେତବେେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦଇେ ଗତି କରେ, ଯେତବେେଳେ ମାରେ କଷ୍ଟ ଥାଏ ବା ଯେତବେେଳେ ମାରେ ସମସ୍ଯା ଥାଏ, ସେତବେେଳେ ମୁଁ ଆନନ୍ଦ କରେ। ଯେତବେେଳେ ମୁଁ ଦୁର୍ବଳ, ସେତବେେଳେ ମୁଁ ପ୍ରକୃତ ରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:9, 10
  • ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିୟୁକ୍ତ ହବୋ ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ତୁମ୍ଭମାନଙ୍କୁ ସହେି ଶକ୍ତି ପ୍ରଦାନ କରିବେ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:16
  • ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:10
  • ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।
    ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:13
  • ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।
    ଯୋହନଙ୍କ ପ୍ରଥମ ପତ୍ର 4:4
  • ମନରେଖ, ମୁ ତୁମ୍ଭକୁ ସାହାସୀ ଓ ଶକ୍ତିଶାଳୀ ହବୋ ପାଇଁ ନିର୍ଦ୍ଧେଶ ଦଇେଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହକ୍ସ୍ଟଅ ନାହିଁ, କାରଣ ତୁମ୍ଭେ ଯେଉଁ ଆଡେ ୟିବ, ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସଙ୍ଗି ହବେେ।"
    ଯିହୋଶୂୟ 1:9
  • ସୁତରାଂ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର ଏହା କହନ୍ତି: "ଯିରିମିୟ ଦେଖ, କାରଣ ଲୋକମାନେ ଏହିପରି କହିଥିଲେ, ଆମ୍ଭେ ତୁମ୍ଭ ପାଟି ରେ ଆମ୍ଭର ଶବ୍ଦସବୁ ରଖିଅଛୁ ଏବଂ ଏହା ଅଗ୍ନି ତୁଲ୍ଯ ହବେ। ଏହି ଦେଶ ପାଠ ସଦୃଶ ଅଗ୍ନି ସମାନଙ୍କେୁ ପୋଡ଼ିଦବେ।"
    ଯିରିମିୟ 5:14
  • ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମ ରେ, ସମାନେେ ସବୁସ୍ଥାନକୁ ଯିବେ। ଏହା ସଦାପ୍ରଭୁ କହିଥିଲେ।
    ଯିଖରିୟ 10:12
  • ମନରେଖ କହିବା ଲୋକ କବେେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।
    ମାଥିଉଲିଖିତ ସୁସମାଚାର 10:20
  • କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭମାନେେ ଶକ୍ତି ପାଇ ତୁମ୍ଭମାନେେ ମାରେ ସାକ୍ଷୀ ହବେ। ପ୍ରଥମେ ୟିରୂଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭମାନେେ ସମଗ୍ର ୟିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳ ରେ।"
    ରେରିତମାନଙ୍କ କାର୍ଯ୍ୟର ବିବରଣ 1:8
  • ସମାନେେ ଯେତବେେଳେ ପିତର ଓ ଯୋହନଙ୍କର ଏପରି ସାହାସ ଦେଖିଲେ ଓ ଜାଣି ପାରିଲେ ଯେ ସମାନେେ ଅଶିକ୍ଷିତ ଓ ସାଧାରଣ ଲୋକ, ସମାନେେ ବହୁତ ଆଶ୍ଚର୍ୟ୍ଯ ହେଲେ। ସମାନେେ ଏହା ମଧ୍ଯ ବୁଝିପାରିଲେ ଯେ, ସମାନେେ ଯୀଶୁଙ୍କ ସାଙ୍ଗ ରେ ଥିଲେ।
    ରେରିତମାନଙ୍କ କାର୍ଯ୍ୟର ବିବରଣ 4:13
  • ଯେଉଁମାନେ ନଷ୍ଟ ହାଇେ ଯାଇଛନ୍ତି, ସମାନଙ୍କେ ଲାଗି କୃଶର ବାର୍ତ୍ତା ସଂପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭପ୍ରତି ଏହା ପରମେଶ୍ବରଙ୍କ ଶକ୍ତି ସ୍ବରୂପ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:18
  • ମାରେକଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମାହୋର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ। 5 ତୁମ୍ଭ ବିଶ୍ବାସ ମନୁଷ୍ଯର ଜ୍ଞାନର ନ ହାଇେ ପରମେଶ୍ବରଙ୍କ ଶକ୍ତି ରେ ହେଉ, ସେଥିପାଇଁ ମୁଁ ଏପରି କଲି।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:4, 5