ନିଜ ପାଇଁ ଯୁଦ୍ଧ କରନ୍ତୁ
- କିନ୍ତୁ ମାଶାେ ସମାନଙ୍କେୁ କହିଲେ, "ଭୟ କର ନାହିଁ। ଦୌଡି ପଳାଇବାର ଆବଶ୍ଯକ ନାହିଁ। ଏହିଠା ରେ ଧିରସ୍ଥିର ହାଇେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭମାନେେ ମିଶରବାସୀମାନଙ୍କୁ ଆଉ ପୁନ୍ନରାଯ ଦେଖିବ ନାହିଁ। ଯାତ୍ରା ପୁସ୍ତକ ଯାତ୍ରା ପୁସ୍ତକ 14:13
- ସଦାପ୍ରଭୁ ଯେଉଁମାନେ ମାେ ସହିତ ବିବାଦ କରୁଛନ୍ତି ତୁମ୍ଭେ ସମାନଙ୍କେ ସହିତ ମାେ ନିମନ୍ତେ ୟୁଦ୍ଧ କର। ଗୀତସଂହିତା ଗୀତସଂହିତା 35:1
- ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି ! ଗୀତସଂହିତା ଗୀତସଂହିତା 98:1
- ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦଇେ କୁହ, "ସାହସୀ ହୁଅ, ଭୟ କର ନାହିଁ।" ଦେଖ, ତୁମ୍ଭର ପରମେଶ୍ବର ବିପକ୍ଷମାନଙ୍କ ଉପ ରେ ପ୍ରତି ଶାଧେ ନବୋକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ। ଯିଶାଇୟ ଯିଶାଇୟ 35:4
- ଯେତବେେଳେ କୌଣସି ଲୋକ ମାରେକ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମାେତେ ରକ୍ଷା କରିବେ। ସେ ମାେତେ ନିରାପଦ ରେ ତାହାଙ୍କର ସ୍ବର୍ଗରାଜ୍ଯକୁ ନଇେଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ। ତୀମଥିଙ୍କ ନିକଟକୁ ପ୍ରେରିତ 4:18
- ଅତଏବ ଆମ୍ଭେ ନିଃସନ୍ଦହେ ଭାବରେ କହିପାରିବା: ଏବ୍ରୀମାନଙ୍କ ନିକଟକୁ ପତ୍ର ଏବ୍ରୀମାନଙ୍କ ନିକଟକୁ ପତ୍ର 13:6
- ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ବଂସ କରିବା ପାଇଁ ପରମେଶ୍ବରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି। 1ଯୋହନଲିଖିତ ସୁସମାଚାର 3:8
- ଆମ୍ଭ ଭାଇମାନେ ମଷେଶାବକଙ୍କ ରକ୍ତ ଦ୍ବାରା ଓ ସମାନଙ୍କେର ପ୍ରଚାର ଦ୍ବାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସମାନେେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ଯୁ ଭୋଗ କରିଥିଲେ। ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:11