ସଚ୍ଚୋଟତା


  • ପରସ୍ପରକୁ ମିଛ କଥା କୁହ ନାହିଁ, କାରଣ ତୁମ୍ଭମାନେେ ପୂର୍ବ ଜୀବନର ପାପପୂର୍ଣ୍ଣ ଆଚରଣ ଛାଡ଼ି ଦଇେଛ।
    କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:9
  • ମନ୍ଦ ପ୍ରତିବଦଳ ରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସହେିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:17
  • ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହା ସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:21
  • ସଦାପ୍ରଭୁ ମିଥ୍ଯାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ ଓଜନକୁ ଭଲ ପାଆନ୍ତି। ସତ୍ଯପ୍ରିଯ ଲୋକମାନଙ୍କର ସରଳତା ସମାନଙ୍କେୁ ପଥ ଦଖାଇବେ, କିନ୍ତୁ ବିଶ୍ବାସଘାତ ଲୋକମାନଙ୍କ କୁଟିଳାଚରଣ ସମାନଙ୍କେୁ ନାଶ କରିବ।
    ହିତୋପଦେଶ 11:1, 3
  • ଦୁଷ୍ଟର ଓଷ୍ଠ ରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ। ସତ୍ଯବାଦୀମାନେ ନ୍ଯାଯପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ଯାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।
    ହିତୋପଦେଶ 12:13, 17
  • ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ବୀକାର କରି ତାକୁ ପରିତ୍ଯାଗ କରେ, ସେ ଦୟା ପାଇବ।
    ହିତୋପଦେଶ 28:13
  • ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।
    ଯାକୁବଙ୍କ ପତ୍ 5:16
  • ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:2