ଗର୍ଭାବସ୍ଥା ଏବଂ ପ୍ରସନ


  • ପୈତୃକ ପରମେଶ୍ବର, ସାହାୟ୍ଯ କରିବେ ଏବଂ ସର୍ବଶକ୍ତିମାନ ପରମେଶ୍ବର ସ୍ବର୍ଗରୁ ତୁମ୍ଭଙ୍କୁ ଆଶୀର୍ବାଦ ଦବେେ। ଆକାଶରୁ ମଙ୍ଗଳ ଓ ଗଭୀର ସାଗର ଗର୍ଭାଶଯ ବାରିଧିରୁ ମଙ୍ଗଳ ତୁମ୍ଭକୁ ଆଶୀର୍ବାଦ କରିବେ।
    ଆଦି ପୁସ୍ତକ 49:25
  • କିନ୍ତୁ ଇଶ୍ରାୟେଲର ବଂଶଧର ବଢିଲେ। ସମାନଙ୍କେ ସଂଖ୍ଯା ବଢିବଢି ଚାଲିଲା। ଇଶ୍ରାୟେଲର ଲୋକମାନେ ଅତ୍ଯଧିକ ଶକ୍ତିଶାଳୀ ହବୋକୁ ଲାଗିଲେ ଏବଂ ମିଶର ଦେଶ ଇଶ୍ରାୟେଲୀୟଙ୍କ ଦ୍ବାରା ପରିପୂର୍ଣ୍ଣ ହେଲା।
    ଯାତ୍ରା ପୁସ୍ତକ 1:7
  • ସେ ତୁମ୍ଭକୁ ସ୍ନହେ କରିବେ, ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ତୁ କରିବେ। ସେ ତୁମ୍ଭକୁ ଯେଉଁ ଦେଶ ଦବୋପାଇଁ ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସହେି ଦେଶ ରେ ସେ ତକ୍ସ୍ଟମ୍ଭ ଗର୍ଭଫଳ ଓ ତକ୍ସ୍ଟମ୍ଭ ଭୂମିଫଳ ଓ ତୁମ୍ଭମାନଙ୍କର ଶସ୍ଯ ଓ ତକ୍ସ୍ଟମ୍ଭ ଦ୍ରାକ୍ଷାରସ ଓ ତକ୍ସ୍ଟମ୍ଭ ତୈଳ ଓ ତକ୍ସ୍ଟମ୍ଭ ଗୋରୁମାନଙ୍କ ବତ୍ସମାନଙ୍କ ସମସ୍ତଙ୍କ ଆଶୀର୍ବାଦ କରିବେ। 14 "ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ, ତୁମ୍ଭମାନଙ୍କ ମଧିଅରେ ପୁରୁଷ କି ସ୍ତ୍ରୀ କିମ୍ବା ତୁମ୍ଭମାନଙ୍କ ପଶକ୍ସ୍ଟଗଣଙ୍କ ମଧିଅରେ ସହେି ନିଃସନ୍ତାନ ହବେନୋହିଁ।
    ଦିତୀୟ ବିବରଣ 7:13, 14
  • ପରମେଶ୍ବର ମାରେ ମା'ର ଶରୀର ଭିତ ରେ ମାେତେ ସୃଷ୍ଟି କରିଛନ୍ତି। ସେ ମଧ୍ଯ ମାରେ ଦାସମାନଙ୍କୁ ସୃଷ୍ଟି କରିଛନ୍ତି। ପରମେଶ୍ବର ଆମ୍ଭକୁ ମା'ର ଗର୍ଭ ଭିତ ରେ ଗଢ଼ିଛନ୍ତି।
    ଆୟୁବ ପୁସ୍ତକ 31:15
  • ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।
    ଗୀତସଂହିତା 112:2
  • ଜଣେ ସ୍ତ୍ରୀ ବନ୍ଧ୍ଯା ହାଇପୋରେ । କିନ୍ତୁ ପରମେଶ୍ବର ତା' କୋଳରେ ସନ୍ତାନ ଦଇେ ତାକୁ ଖୁସି କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର !
    ଗୀତସଂହିତା 113:9
  • ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶଯରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
    ଗୀତସଂହିତା 127:3
  • ସଦାପ୍ରଭୁ ତୁମ୍ଭେ ମାରେ ସମଗ୍ର ଅଂଶକୁ ତିଆରି କଲ। ତୁମ୍ଭେ ମାେତେ ମାେ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
    ଗୀତସଂହିତା 139:13
  • ହେ ୟିରୁଶାଲମ, ପରମେଶ୍ବର ତୁମ୍ଭ ଫାଟକକୁ ଦୃଢ଼ କରିଛନ୍ତି, ଏବଂ ସେ ତୁମ୍ଭ ସହରର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି।
    ଗୀତସଂହିତା 147:13
  • ମଷେଶାବକ ମଷେମାନଙ୍କୁ ଚରାଇଲା ପରି ସେ ଆପଣା ଲୋକମାନଙ୍କର ଯତ୍ନ ନବେେ। ମଷେ ଛୁଆମାନଙ୍କୁ ସେ ନିଜର ବାହୁ ବଳ ରେ ସଂଗ୍ରହ କରିବେ ଓ ନିଜର କୋଳ ରେ ସମାନଙ୍କେୁ ବହି ନବେେ। ସମାନଙ୍କେର ମାଆମାନେ ପେଛ ପେଛ ଯିବେ।
    ଯିଶାଇୟ 40:11
  • ଗାଈ ତା'ର ମୁନିବକୁ ଜାଲଣ, ଗଧ ନିଜର ମୁନିବର ସଂଚାଳକଙ୍କୁ ଜାଲଣ, ମାତ୍ର ଇଶ୍ରାଲୟଲସଲାକମାଲନସମାଲତ ଚିହ୍ନିପାରିଲଲ ନାହିଁ।ସମାରଲଲାକମାଲନସମାଲତ ବୁଝୁ ନାହାଁନ୍ତି।' ଇଶ୍ରାଲୟଲସଗାଷ୍ଠୀ ପାପସର ପରିପୂର୍ଣ୍ଣ।ସସମାଲନ ଅଧର୍ମ ଓ ପାପସର ଭାରାକ୍ରାନ୍ତ।ସସମାଲନ ଏକ ଭ୍ରଷ୍ଟାଚାରୀ ବଂଶ ଦୁଷ୍କର୍ମକାରୀ ସନ୍ତାନଗଣ।ସସମାଲନ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଛନ୍ତି।ସସମାଲନ ଇଶ୍ରାଲୟଲର ପବିତ୍ର ପୁରୁଷଙ୍କୁ ଅବଜ୍ଞା କରିଛନ୍ତି।ସସମାଲନ ତାଙ୍କୁ ଜଲଣ ଅଜଣାବ୍ଯକ୍ତି ପରି ବ୍ଯବହାର କରିଛନ୍ତି ଓ ଛାଡ଼ି ଚାଲିୟାଇଛନ୍ତି।
    ଯିଶାଇୟ 44:3, 4
  • "ମାତୃଗର୍ଭ ରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହବୋ ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ଯଦବକ୍ତା ରୂପେ ନିୟୁକ୍ତ କଲୁ।"
    ଯିରିମିୟ 1:5
  • ତୁମ୍ଭେ ଧନ୍ଯା। କାରଣ ପ୍ରଭୁ ତୁମ୍ଭକୁ ଯାହା କହିଥିଲେ ତୁମ୍ଭେ ତାହା ବିଶ୍ବାସ କରିଛ। ଏ କଥା ନିଶ୍ଚୟ ଘଟିବ ବୋଲି ତୁମ୍ଭେ ବିଶ୍ବାସ କଲ।
    ଲୂକଲିଖିତ ସୁସମାଚାର 1:45
  • ପିଲାପିଲି ହବୋ ପାଇଁ ଅବ୍ରହାମଙ୍କର ବୟସ ଅଧିକ ହାଇେ ଯାଇଥିଲା। ଆହୁରି ମଧ୍ଯ ସାରାର ପିଲାପିଲି ହାଇେ ପାରି ନ ଥିଲା। କିନ୍ତୁ ପରମେଶ୍ବରଙ୍କଠା ରେ ଅବ୍ରହାମଙ୍କର ବିଶ୍ବାସ ଥିଲା, ଅତଏବ ପରମେଶ୍ବର ସମାନଙ୍କେୁ ସନ୍ତାନ ହବୋ ପାଇଁ ସକ୍ଷମ କଲେ। ପରମେଶ୍ବରଙ୍କ ପ୍ରତିଜ୍ଞା ପୂରଣ କରିବା ବିଷୟ ରେ ଅବ୍ରହାମ ତାହାଙ୍କ ଉପରେ ବିଶ୍ବାସ ରଖିଥିଲେ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 11:11
  • ସଦାପ୍ରଭୁ ମାେତେ ଭଲ ପାଆନ୍ତି। ତଣେୁ ସେ ମାେତେ ଉଦ୍ଧାର କଲେ, ସେ ମାେତେ ନିରାପଦ ସ୍ଥାନକୁ ନଇଗେଲେ।
    ଗୀତସଂହିତା 18:19
  • ହେ ପରମେଶ୍ବର, ମାେ ନିବଦନେ ଶୁଣ। ଶୀଘ୍ର ଆସି ମାେତେ ଉଦ୍ଧାର କର। ମାେତେ ଚଟାଣ ସଦୃଶ ରକ୍ଷା କର। ମାରେ ନିରାପଦ ଆଶ୍ରଯସ୍ଥଳର ଦୁର୍ଗ ଭଳି କାର୍ୟ୍ଯ କର। ମାରେ ନିରାପତ୍ତା ବଳଯ ହୁଅ। ମାେତେ ରକ୍ଷା କର।
    ଗୀତସଂହିତା 31:2
  • ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସମାନଙ୍କେ ପାଖରେ ଥାଆନ୍ତି, ସେ ସମାନଙ୍କେୁ ଉଦ୍ଧାର କରନ୍ତି।
    ଗୀତସଂହିତା 34:7
  • ହେ ସଦାପ୍ରଭୁ, ଅନୁଗ୍ରହ କରି ମାେତେ ଉଦ୍ଧାର କର। ହେ ସଦାପ୍ରଭୁ ଶୀଘ୍ର ଆସ ଓ ମାେତେ ସାହାୟ୍ଯ କର।
    ଗୀତସଂହିତା 40:13
  • ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ। ହେ ମାରେ ପରମେଶ୍ବର ଆଉ ବିଳମ୍ବ କର ନାହିଁ। ମାେତେ ସାହାୟ୍ଯ କର ଓ ମାେତେ ଉଦ୍ଧାର କର।
    ଗୀତସଂହିତା 40:17
  • ପରମେଶ୍ବର କହନ୍ତି, "ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।"
    ଗୀତସଂହିତା 50:15
  • ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ।
    ଗୀତସଂହିତା 61:2
  • ସଦାପ୍ରଭୁ କହନ୍ତି, "ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।
    ଗୀତସଂହିତା 91:14
  • ଏହା ନିଶ୍ଚିତ ସତ୍ଯ ଯେ ଦୁଷ୍ଟ ଲୋକମାନେ ଦଣ୍ଡ ପାଇବେ ଏବଂ ଧାର୍ମିକମାନେ ମୁକ୍ତି ପାଇବେ।
    ହିତୋପଦେଶ 11:21
  • ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି। ତରୁଣମାନେ କ୍ଲାନ୍ତ ଓ ଶ୍ରାନ୍ତ ହବେେ ଓ ୟୁବକମାନେ ଟଳି ପଡ଼ିବେ। ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖନ୍ତି, ସମାନେେ ନୂତନ ବଳ ପାଆନ୍ତି। ସମାନେେ ଚିଲ ପକ୍ଷୀପରି ଆକାଶ ରେ ଉଡ଼ନ୍ତି। ସମାନେେ କ୍ଲାନ୍ତ ନ ହାଇେ ସମାନେେ ଗମନ କରିବେ।
    ଯିଶାଇୟ 40:29-31
  • ସମାନେେ ଅନିଯମିତ ପରିଶ୍ରମ କରିବେ ନାହିଁ। ସମାନେେ ବିନାଶ ପାଇଁ ଦବୈ ନିୟୁକ୍ତ ସନ୍ତାନ ପ୍ରସବ କରିବେ ନାହିଁ। ସମାନେେ ଓ ସମାନଙ୍କେର ସନ୍ତାନଗଣ ଆଶୀର୍ବାଦ ପାତ୍ରର ପରିବାରରୁ ହବେେ।
    ଯିଶାଇୟ 65:23
  • "କୌଣସି ରମଣୀ ଗର୍ଭବଦନୋ ପାଇଲା ପ ରେ ପୁତ୍ର ସନ୍ତାନ ଜନ୍ମ ଦିଏ। ଗର୍ଭବଦନୋ ପୂର୍ବେ ସେ ପ୍ରସବ କଲା। ଏ ପ୍ରକାର କିଏ ଶୁଣି ଅଛି। ଏ ପ୍ରକାର କିଏ ଦେଖିଅଛି ? ଏକ ଦିନ ରେ କ'ଣ କୌଣସି ଦେଶ ଜନ୍ମ ନବେ ? କୌଣସି ଗୋଷ୍ଠୀକୁ କ'ଣ ଲୋକେ ଏକା ବେଳକେେ ଜନ୍ମ ଦବେେ ? ସିୟୋନ ଗର୍ଭ ବଦନୋ ପାଇଲାମାତ୍ ରେ ସେ ତା'ର ସନ୍ତାନଗଣଙ୍କୁ ପ୍ରସବ କଲା। ସଦାପ୍ରଭୁ କୁହନ୍ତି, "ଆମ୍ଭେ କ'ଣ ପ୍ରସବ କାଳ ଉପସ୍ଥିତ କରାଇ ପ୍ରସବ କରାଇବା ନାହିଁ ?"
    ଯିଶାଇୟ 66:7, 9
  • ଯେତବେେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ୟନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦବୋର ସମୟ ଆସିଯାଇଥାଏ। କିନ୍ତୁ ତାର ସନ୍ତାନ ଜନ୍ମ ହବୋ ପରେ ସେ କଷ୍ଟ ଭୁଲିଯାଏ। ଜଗତ ରେ ସନ୍ତାନଟିଏ ଜନ୍ମ ହଇେଥିବା କାରଣରୁ ସେ ଏବେ ଖୁସି ଅନୁଭବ କରେ।
    ଯୋହନଲିଖିତ ସୁସମାଚାର 16:21
  • କବଳେ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରେତ୍ୟକକଙ୍କ ନିମନ୍ତେ ମଧ୍ଯ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ବିଶ୍ବାସ କରିପାର। ସେ କବେେ ହେଲେ ତୁମ୍ଭମାନଙ୍କୁ ଅସହ୍ଯ ପରୀକ୍ଷା ରେ ପଡ଼ିବାକୁ ଦବେେ ନାହିଁ। କିନ୍ତୁ ଯେତବେେଳେ ତୁମ୍ଭମାନେେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହବେ, ସେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ଯ ଦଖାଇେ ଦବେେ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:13
  • କିନ୍ତୁ ପ୍ରଭୁ ମାେତେ କହିଲେ, "ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ।" ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:9
  • କିନ୍ତୁ ପ୍ରଭୁ ମାେତେ କହିଲେ, "ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ।" ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।
    ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:9
  • ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।
    ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:13
  • କିନ୍ତୁ ସ୍ତ୍ରୀମାନେ ସନ୍ତନା ପ୍ରସବ କରିବା ଦ୍ବାରା ପରିତ୍ରାଣ ପାଇବେ। ସମାନେେ ନିରନ୍ତର ବିଶ୍ବାସ, ପ୍ ରମେ, ପବିତ୍ରତା ଓ ଆତ୍ମସଂୟମ ସହିତ ଜୀବନଯାପନ କଲେ, ମୁକ୍ତି ପାଇବେ।
    ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:15