ପ୍ରଂଶସାର ଫଳାଫଳ


  • ସହେି ଲୋକମାନେ ପରମେଶ୍ବରଙ୍କର ପ୍ରଶଂସା ଓ ଗାନ କରିବା ସମୟରେ ସଦାପ୍ରଭୁ ଅମ୍ମାନେ, ମାୟୋବ ଓ ସଯେୀର ପାର୍ବତ୍ଯାଞ୍ଚଳର ଲୋକମାନଙ୍କର ଉପରେ ଅତର୍କିତ ଆକ୍ରମଣ କରାଇଲେ। ଯେଉଁ ଲୋକମାନେ ଯିହୁଦାକୁ ଆକ୍ରମଣ କରିବାକୁ ଆସିଥିଲେ, ସମାନେେ ପ୍ରହାରିତ ହେଲେ।
    ଦିତୀୟ ବଂଶାବଳୀ 20:22
  • ଆଉ ସେ ସମାନଙ୍କେୁ କହିଲେ, "ଘରକୁ ୟାଅ, ଚିକ୍କଣ ଦ୍ରବ୍ଯ ଭୋଜନ କର, ସୁମିଷ୍ଟ ଦ୍ରବ୍ଯ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହାଇେ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଅଟେ। ତୁମ୍ଭମାନେେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହବେ।"
    ନିହିମିୟା 8:10
  • ୟେକହେି ମାେତେ ଧନ୍ଯବାଦାର୍ଥକ ନବୈେଦ୍ଯ ଉତ୍ସର୍ଗ କରେ, ମାେତେ ସମ୍ମାନ ପ୍ରଦର୍ଶନ କରେ ଏବଂ ୟିଏ କହେି ସତ୍ମାର୍ଗରେ ଚାଲିବାକୁ ନିଷ୍ପତ୍ତି ନିଏ, ସେ ମାରେ ରକ୍ଷା କରିବାର ଶକ୍ତି ଦେଖିପାରିବ।"
    ଗୀତସଂହିତା 50:23
  • ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସମାନେେ ତୁମ୍ଭର ଦୟାର ଆ ଲୋକରେ ବଞ୍ଚନ୍ତି।
    ଗୀତସଂହିତା 89:15
  • ସହେି ସ୍ଥାନମାନଙ୍କରୁ ଧନ୍ଯବାଦ ଓ ଆନନ୍ଦର ଧ୍ବନି ବାହାରିବ। ଆମ୍ଭେ ସମାନଙ୍କେୁ ଅସଂଖ୍ଯ କରିବା। ସମାନେେ ଅଳ୍ପ ସଂଖ୍ଯକ ହାଇେ ରହିବେ ନାହିଁ ଆଉ ଆମ୍ଭେ ସମାନଙ୍କେୁ ଗୌରବନ୍ବିତ କରିବା। କହେି ସମାନଙ୍କେୁ ଘୃଣା କରିବେ ନାହିଁ।
    ଯିରିମିୟ 30:19
  • ବିଶ୍ବସୀମାନେ ଇଶ୍ବଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସମାନଙ୍କେୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ବାସୀମାନଙ୍କ ଦଳ ରେ ସଂୟୁକ୍ତ କରୁଥିଲେ।
    ରେରିତମାନଙ୍କ କାର୍ଯ୍ୟର ବିବରଣ 2:47
  • କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।
    ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:6
  • ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ୟ୍ଯ କରି କଷ୍ଟ ସହୁଥିବା ଲୋକମାନେ ଧନ୍ଯ; କାରଣ ସ୍ବର୍ଗରାଜ୍ଯ ସହେିମାନଙ୍କର। "ତୁମ୍ଭମାନେେ ମାରେ ଅନୁଗାମୀ ହାଇେଥିବା ୟୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କୁ ଯାତନା ଦବେେ ଓ ତୁମ୍ଭମାନଙ୍କ ବିରୁଦ୍ଧ ରେ ମିଛ ରେ ନାନା କଥା କହିବେ। କିନ୍ତୁ ତୁମ୍ଭମାନେେ ଧନ୍ଯ। ତେଣୁ ଖୁସି ହାଇେ ଆନନ୍ଦ କର। କାରଣ ସ୍ବର୍ଗ ରେ ତୁମ୍ଭମାନେେ ଏକ ମହତ୍ ପୁରସ୍କାର ପାଇବ। ତାମ୍ଭର ପୂର୍ବବର୍ତ୍ତୀ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଲୋକମାନେ ଏହି ଭଳି ଯାତନା ଦଇେଥିଲେ।
    ମାଥିଉଲିଖିତ ସୁସମାଚାର 5:10-12
  • "ମନୁଷ୍ଯମାନଙ୍କ ୟୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସମାନେେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କ ବିଷୟ ରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ଯ କରି ଦବେେ, ଯେତବେେଳେ ଏହା ଘଟିବ, ତୁମ୍ଭେ ଧନ୍ଯ ହବେ। ସେତବେେଳେ ଆନନ୍ଦ ରେ ନାଚିଉଠିବ। ଗାରଣ ତୁମ୍ଭମାନଙ୍କ ପାଇଁ ସ୍ବର୍ଗ ରେ ମହା ପୁରସ୍କାର ରହିଛି। ସମାନଙ୍କେର ପୂହ୍ବପୁରୁଷମାନେ ଭବିଷ୍ଯଦ୍ବକ୍ତାମାନଙ୍କୁ ଠିକ୍ ସହେିଭଳି ବ୍ଯବହାର ଦଖାଇେ ଥିଲେ ଯେଉଁଭଳି ଏବେ ସମାନେେ ତୁମ୍ଭକୁ ବ୍ଯବହାର ଦଖାେଉଛନ୍ତି। .
    ଲୂକଲିଖିତ ସୁସମାଚାର 6:22, 23
  • ମାଠାେ ରେ ତୁମ୍ଭମାନେେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲିି। ଏହି ଜଗତ ରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହାସୀ ହୁଅ ମୁଁ ଜଗତକୁ ଜୟ କରିଛି।"
    ଯୋହନଲିଖିତ ସୁସମାଚାର 16:33
  • ପ୍ ରରେିତମାନେ ମହାସଭା ଛାଡ଼ି ଚ଼ାଲିଗଲେ। ସମାନେେ ଖୁସି ହେଲେ ଯେ, ସମାନଙ୍କେୁ ଯୀଶୁଙ୍କ ନାମ ରେ ଅପମାନ ସହିବାକୁ ୟୋଗ୍ଯ ବିବଚେିତ କରାଯାଇଛି।
    ରେରିତମାନଙ୍କ କାର୍ଯ୍ୟର ବିବରଣ 5:41
  • ତୁମ୍ଭେ କବଳେ ଜଣେ ମଣିଷ। ପରମେଶ୍ବରଙ୍କୁ ଓଲଟି ପ୍ରଶ୍ନ ପଚାରିବାର ଅଧୀକାର ତୁମ୍ଭର ନାହିଁ। ମାଟିକଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ "ତୁମ୍ଭେ ମାେତେ ଏପରି ଭାବେ କାହିଁକି ଗଢିଲ?"
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:20
  • ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନକଙ୍କେୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁ କିଛି ଅଛି।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:10
  • ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଚାହୁଁଛି। କାରଣ ମାରେବର୍ତ୍ତମାନ ଯାହା ଅଛି ଏବଂ ଯାହା ମାେ ପାଇଁ ଘଟୁଛି, ସେଥି ରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି।
    ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:11
  • ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଥାଅ। ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତୁମ୍ଭମାନଙ୍କ ପାଇଁ ଏହା ଚାହାଁନ୍ତି।
    ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:18
  • ଯେଉଁମାନେ ବନ୍ଦୀଘ ରେ ରଖା ଯାଇଥିଲେ, ସମାନଙ୍କେର ଅସୁବିଧାଗୁଡ଼ିକରେ ତୁମ୍ଭମାନେେ ଭାଗନଲେ, ଓ ସମାନଙ୍କେୁ ସାହାୟ୍ଯ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନଇେ ୟିବା ପରେ ମଧ୍ଯ ତୁମ୍ଭମାନେେ ଆନନ୍ଦ ରେ ଥିଲ। ତୁମ୍ଭମାନେେ ଆନନ୍ଦ ରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖ ରେ ଯାହା କିଛି ଅଛି ତାହା ଅତ୍ଯଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 10:34
  • ତୁମ୍ଭେ ଯୀଶୁଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ଯ ପ୍ ରମେ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ଯ ବିଶ୍ବାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସହେି ଆନନ୍ଦ ମହିମା ରେ ପରିପୂର୍ଣ୍ଣ।
    ପିତରଙ୍କ ପ୍ରଥମ ପତ୍ 1:8
  • କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। " ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସମାନଙ୍କେୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।"
    ପିତରଙ୍କ ପ୍ରଥମ ପତ୍ 3:14
  • ବରଂ ତୁମ୍ଭେ ଖୁସି ହବୋ ଉଚତ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହାଇେଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲା ବେଳେ ତୁମ୍ଭେ ଖୁସି ହବେ ଓ ଆନନ୍ଦ ରେ ପୂର୍ଣ୍ଣ ହବେ। ତୁମ୍ଭେ ସହେି ଖ୍ରୀଷ୍ଟିଯାନ ନାମଟି ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ।
    ପିତରଙ୍କ ପ୍ରଥମ ପତ୍ 4:13, 16
  • ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ହେ ସରଳାନ୍ତଃକରଣର ବ୍ଯକ୍ତିମାନେ ଆନନ୍ଦିତ ହୁଅ।
    ଗୀତସଂହିତା 32:11
  • ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ପରମେଶ୍ବରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶାେଭନୀଯ।
    ଗୀତସଂହିତା 33:1
  • ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମାରେ ଓଠରେ ସବୁବେଳେ ଲାଗିରହିବ।
    ଗୀତସଂହିତା 34:1
  • ତଣେୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କ ହେ, ତୁମ୍ଭେ କେତେ ମହାନ୍ ଅଟ। ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।
    ଗୀତସଂହିତା 35:28
  • ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବର ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି, ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।
    ଗୀତସଂହିତା 68:19
  • ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ୟ୍ଯ କର୍ମ ବିଷଯରେ ଗାନ କରୁଛି।
    ଗୀତସଂହିତା 71:8
  • ସଦାପ୍ରଭୁଙ୍କର ଧନ୍ଯବାଦ କରିବା ଉତ୍ତମ। ହେ ସର୍ବୋପରିସ୍ଥ ପରମେଶ୍ବର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ। ପ୍ରଭାତ ସମଯରେ ତୁମ୍ଭର ପ୍ରମେ ଗୀତ ବୋଲିବା ଉତ୍ତମ ଏବଂ ରାତ୍ରିରେ ତୁମ୍ଭର ବିଶ୍ବସ୍ତତା ଗୀତ ଗାନ କରିବା ଉତ୍ତମ।
    ଗୀତସଂହିତା 92:1, 2
  • ଧନ୍ଯବାଦର ଗୀତ ଗାଇ ତାଙ୍କର ଦ୍ବାରକୁ ଆସ। ଓ ତାଙ୍କର ପ୍ରଶଂସାଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ଯବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
    ଗୀତସଂହିତା 100:4
  • ସଦାପ୍ରଭୁଙ୍କର ଧନ୍ଯବାଦ କରିବା ଉତ୍ତମ। ହେ ସର୍ବୋପରିସ୍ଥ ପରମେଶ୍ବର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ। ପ୍ରଭାତ ସମଯରେ ତୁମ୍ଭର ପ୍ରମେ ଗୀତ ବୋଲିବା ଉତ୍ତମ ଏବଂ ରାତ୍ରିରେ ତୁମ୍ଭର ବିଶ୍ବସ୍ତତା ଗୀତ ଗାନ କରିବା ଉତ୍ତମ।
    ଗୀତସଂହିତା 103:1, 2
  • ସମାନେେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ଯବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।
    ଗୀତସଂହିତା 107:8
  • ସମାନେେ ଧନ୍ଯବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ ଓ ଗାନକରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
    ଗୀତସଂହିତା 107:22
  • ସମାନେେ ଧନ୍ଯବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ ଓ ଗାନକରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
    ଗୀତସଂହିତା 113:3
  • ଆମ୍ଭମାନେେ ସ୍ବର୍ଗଧିନାଯକ ପରମେଶ୍ବରଙ୍କ ଆଡ଼େ ଆପଣା ହୃଦଯ ଏବଂ ହସ୍ତ ଉଠାଇବା।
    ଯିରିମିୟଙ୍କ ବିଳାପ 3:41
  • ପରିତ୍ରାଣ କବଳେ ସଦାପ୍ରଭୁଙ୍କ ନିକଟରୁ ଆ ସେ। " ହେ ସଦାପ୍ରଭୁ, ମୁଁ ବଳିଦାନ ଦବୋକୁ ପ୍ରସ୍ତୁତ ଏବଂ ମୁଁ ତୁମ୍ଭକୁ ପ୍ରଶଂସା ଓ ଧନ୍ଯବାଦ ଜଣାଇବି। ମୁଁ କରିଥିବା ସମସ୍ତ ଶପଥ ରକ୍ଷା କରିବି।"
    ଯୂନସ 2:9
  • ସ୍ତୁତି, ଭଜନ, ଆଧ୍ଯାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତୁମ୍ଭମାନେେ ଆପଣାର ସଂପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ। ପ୍ରେତ୍ୟକକ କଥା ପାଇଁ ପରମପିତା ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କର।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:19, 20
  • ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଥାଅ। ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତୁମ୍ଭମାନଙ୍କ ପାଇଁ ଏହା ଚାହାଁନ୍ତି।
    ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:18
  • ଅତଏବ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କବେେ ହେଲେ ବନ୍ଦ କରିବା ଉଚିତ ନୁହେଁ। ମୁଖ ଦ୍ବାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସହେି 'ବଳି' ଅଟେ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 13:15
  • ତା'ପରେ ସିଂହାସନ ମଧ୍ଯରୁ ଗୋଟିଏ ଉଚ୍ଚ ଧ୍ବନି ଆସିଲା। ସହେି ଧ୍ବନି କହିଲା:
    ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:5