ଈଶ୍ୱରଙ୍କଠାରେ ଅଧୀନତା


  • କିନ୍ତୁ ମାଶାେ ସମାନଙ୍କେୁ କହିଲେ, "ଭୟ କର ନାହିଁ। ଦୌଡି ପଳାଇବାର ଆବଶ୍ଯକ ନାହିଁ। ଏହିଠା ରେ ଧିରସ୍ଥିର ହାଇେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭମାନେେ ମିଶରବାସୀମାନଙ୍କୁ ଆଉ ପୁନ୍ନରାଯ ଦେଖିବ ନାହିଁ। ଏବଂ ତୁମ୍ଭମାନଙ୍କୁ କିଛି କରିବାକୁ ପଡିବ ନାହିଁ। ତୁମ୍ଭମାନେେ ଏଠା ରେ ଶାନ୍ତି ରେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ୟୁଦ୍ଧ କରିବେ।"
    ଯାତ୍ରା ପୁସ୍ତକ 14:13, 14
  • "ଯେତବେେଳେ ତୁମ୍ଭେ ଆପଣା ଶତୃମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭମାନେେ ତାଙ୍କର ଅନକେ ଅଶ୍ବାରୋହୀ, ରଥା ରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ଯକ ସୈନ୍ଯ ଥାନ୍ତି, ତବେେ ତୁମ୍ଭମାନେେ ସମାନଙ୍କେୁ ଭୟ କରିବାର କିଛି ନାହିଁ କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସହେି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ଯରକ୍ସ୍ଟ ବାହାରକରି ଆଣିଛନ୍ତି।
    ଦିତୀୟ ବିବରଣ 20:1
  • ସଦାପ୍ରଭୁ ତୁମ୍ଭମାନଙ୍କୁ ଆଗଇେ ନବେେ। ସେ ସ୍ବଯଂ ତୁମ୍ଭମାନଙ୍କ ସହିତ ରହିବେ। ସେ ତୁମ୍ଭକୁ ବିପଦ ରେ ପକାଇବେ ନାହିଁ କି ତ୍ଯାଗ କରିବେ ନାହିଁ। ହତାଶ ହକ୍ସ୍ଟଅ ନାହିଁ, ଭୟ କର ନାହିଁ।"
    ଦିତୀୟ ବିବରଣ 31:8
  • ସଦାପ୍ରଭୁଙ୍କର ସହାୟତା ରେ ଇଶ୍ରାୟେଲର ଯେ କୌଣସି ଜଣେ ସୈନିକ ଏକ ହଜାର ସୈନିକମାନଙ୍କୁ ପରାସ୍ତ କରିପାରିବେ। କାହିଁକି ଜାଣ? ଯେ ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କ ପକ୍ଷ ରେ ୟକ୍ସ୍ଟଦ୍ଧ କରିବେ, ଯେ ହତେକ୍ସ୍ଟ ସେ ପ୍ରତିଜ୍ଞା କରିଥିଲେ।
    ଯିହୋଶୂୟ 23:10
  • ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।
    ପ୍ରଥମ ଶାମୁୟେଲ 2:9
  • ଯୋନାଥନ ତାଙ୍କ ଆଜ୍ଞାକାରୀ ୟକ୍ସ୍ଟବକଙ୍କକ୍ସ୍ଟ ୟିଏ ଅସ୍ତ୍ର ଶସ୍ତ୍ର ବୋହିଥାଏ ତାକକ୍ସ୍ଟ କହିଲେ, "ଆସ, ଆମ୍ଭେ ବିଦେଶୀଙ୍କର ଶିବିର ଆଡକକ୍ସ୍ଟ ୟିବା। ସଦାପ୍ରଭୁ ଆମ୍ଭମାନଙ୍କୁ ବ୍ଯବହାର କରି ସମାନଙ୍କେୁ ପରାସ୍ତ କରିପାରନ୍ତି, କାରଣ ଅଳ୍ପ ବା ବେଶୀ ସୈନ୍ଯ ହକ୍ସ୍ଟଅନ୍ତକ୍ସ୍ଟ ସଦାପ୍ରଭୁଙ୍କୁ ସମାନଙ୍କେୁ ରକ୍ଷା କରିବାରକ୍ସ୍ଟ କହେି ଅଟକାଇ ପାରିବ ନାହିଁ।"
    ପ୍ରଥମ ଶାମୁୟେଲ 14:6
  • ଏଠା ରେ ରକ୍ସ୍ଟଣ୍ତ ହାଇେଥିବା ସବୁ ଲୋକମାନେ ଜାଣିବେ, ଯେ ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛାଦ୍ବାରା ରକ୍ଷା କରନ୍ତି ନାହିଁ, କାରଣ ଏହି ୟକ୍ସ୍ଟଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ରେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।"
    ପ୍ରଥମ ଶାମୁୟେଲ 17:47
  • "ଦୃଢ଼ ଓ ସାହସୀ ହୁଅ। ଅଶୂର ରାଜା ଅଥବା ତାଙ୍କ ସହିତ ଥିବା ବିଶାଳ ସୈନ୍ଯବାହିନୀ ବିଷଯ ରେ ଭୟ କର ନାହିଁ କିମ୍ବା ବ୍ଯସ୍ତ ହୁଅ ନହିଁ। ଅଶୂରର ରାଜାଙ୍କର ଶକ୍ତିଠାରୁ ଆମ୍ଭମାନଙ୍କ ସହିତ ଆହୁରି ମହାନ୍ ଶକ୍ତି ଅଛି। ଅଶୂରର ରାଜାଙ୍କ ସହିତ କବଳେ ଲୋକମାନେ ଅଛନ୍ତି। କିନ୍ତୁ ଆମ୍ଭମାନଙ୍କ ସହିତ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଅଛନ୍ତି। ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କୁ ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କର ନିମନ୍ତେ ୟୁଦ୍ଧ କରିବେ।" ଏହିପରି ଯିହୁଦାର ରାଜା ହିଜକିଯ ଲୋକମାନଙ୍କୁ ଉତ୍ସାହିତ କଲେ ଓ ସମାନଙ୍କେୁ ଶକ୍ତିୟୁକ୍ତ କଲେ।
    ଦିତୀୟ ବଂଶାବଳୀ 32:7, 8
  • ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମାରେ ପାଦ ସହେି ପଥରୁ କବେେ ବିଚ୍ଯୁତ ହବେ ନାହିଁ।
    ଗୀତସଂହିତା 17:5
  • ହେ ସଦାପ୍ରଭୁ, ମାରେ ବିଚାର କର। ପ୍ରମାଣ କର ୟେ, ମୁଁ ଶୁଦ୍ଧ ଜୀବନୟାପନ କରିଛି। ମୁଁ କବେେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।
    ଗୀତସଂହିତା 26:1
  • ହେ ପରମେଶ୍ବର, ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସହାୟ ହୁଅ। ଲୋକମାନେ ଆମ୍ଭମାନଙ୍କୁ ସାହାୟ୍ଯ କରିପାରିବେ ନାହିଁ।
    ଗୀତସଂହିତା 60:11
  • ହେ ମାରେ ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ବରଙ୍କୁ ଅପେକ୍ଷା କର। କାରଣ ତାଙ୍କଠାରୁ ମାରେ ଆଶା ଆସେ।
    ଗୀତସଂହିତା 62:5
  • ସହେି ଲୋକମାନେ କେତେ ଭାଗ୍ଯବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ। ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି। ସମାନେେ ପ୍ରେତ୍ୟକକ ସିୟୋନ୍ରେ ପରମେଶ୍ବରଙ୍କ ଆଗରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି।
    ଗୀତସଂହିତା 84:5, 7
  • ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ। ସହେି ଲୋକ ସୁସ୍ଥିର ଥାଏ। ସେ କବେେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହବୋର ଦେଖିବ।
    ଗୀତସଂହିତା 112:7, 8
  • ଲୋକମାନଙ୍କଠାରେ ବିଶ୍ବାସ ରଖିବା ଅପେକ୍ଷା ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।
    ଗୀତସଂହିତା 118:8
  • ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।
    ଗୀତସଂହିତା 143:8
  • ତୁମ୍ଭେ ସର୍ବାନ୍ତଃ ହୃଦଯ ରେ ସଦାପ୍ରଭୁଙ୍କୁ ବିଶ୍ବାସ କର ଏବଂ ନିଜର ଚତୁରତା ଉପ ରେ ନିର୍ଭର କରନାହିଁ। 6 ତୁମ୍ଭର ପ୍ରେତ୍ୟକକ କାର୍ୟ୍ଯ ରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ।
    ହିତୋପଦେଶ 3:5, 6
  • ମାରେ ପ୍ରଭୁ ସଦାପ୍ରଭୁ ଇଶ୍ରାୟେଲର ଧର୍ମସ୍ବରୂପ କୁହନ୍ତି, "ତୁମ୍ଭମାନେେ ଯଦି ମାେ ନିକଟକୁ ଫରେିଆସିବ ତବେେ ତୁମ୍ଭମାନେେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ବାସ ରଖିଲେ ବନ୍ଦ ହବେ।'
    ଯିଶାଇୟ 30:15
  • ସେ କହିଲେ, "ଏହା ୟିରୁଦ୍ଦାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, 'ଏହା ପରାକ୍ରମ କି ବଳଦ୍ବାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି।
    ଯିଖରିୟ 4:6
  • "ମୁଁ ଦ୍ରାକ୍ଷାଲତା ଓ ତୁମ୍ଭମାନେେ ଶାଖା। ଯେଉଁ ଲୋକ ମାେ'ଠା ରେ ରହେ ଓ ମୁଁ ତାଠା ରେ ରହେ, ସହେି ଲୋକ ପ୍ରଚୁର ଫଳ ଫଳେ। କିନ୍ତୁ ମାେ ବିନା ସେ କିଛି କରି ପାରିବ ନାହିଁ।
    ଯୋହନଲିଖିତ ସୁସମାଚାର 15:5
  • ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।
    ଯୋହନଙ୍କ ପ୍ରଥମ ପତ୍ର 5:4