ଗର୍ବ


  • ନିଜ ବୃଥାଗର୍ବ ବନ୍ଦ କର। ଅହଂକାର ଭାବରେ କହିବା ବନ୍ଦ କର। ସଦାପ୍ରଭୁ ପରମେଶ୍ବର ସର୍ବଜ୍ଞ ଅଟନ୍ତି ଏବଂ ସେ ଲୋକମାନଙ୍କୁ ସମାନଙ୍କେର କର୍ମ ଅନକ୍ସ୍ଟୟାଯୀ ବିଗ୍ଭର କରନ୍ତି।
    ପ୍ରଥମ ଶାମୁୟେଲ 2:3
  • ଗର୍ବ ଲଜ୍ଜା ଆଣେ, କିନ୍ତୁ ନମ୍ରତା ଜ୍ଞାନ ଆଣେ।
    ହିତୋପଦେଶ 11:2
  • ଅହଙ୍କାରରୁ କବଳେ କଳି ଉତ୍ପନ୍ନ ହୁଏ। ମାତ୍ର ସୁପରାମର୍ଶ ଗ୍ରାହକଠା ରେ ଜ୍ଞାନ ଅଛି।
    ହିତୋପଦେଶ 13:10
  • ଗର୍ବୀ ଲୋକର ଗୃହକୁ ସଦାପ୍ରଭୁ ବିନାଶ କରିବେ। ମାତ୍ର ବିଧବାର ସୀମା ସଦାପ୍ରଭୁ ସ୍ଥିର କରିବେ।
    ହିତୋପଦେଶ 15:25
  • ନମ୍ରତାର ଓ ସଦାପ୍ରଭୁଙ୍କ ବିଷଯକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
    ହିତୋପଦେଶ 22:4
  • ଯଦି ଜଣେ ଲୋକ ଗର୍ବୀ ତବେେ ତାହା ତାକୁ ଧ୍ବଂସ କରିବ। ଯଦି ଜଣେ ଲୋକ ବିନମ୍ର, ତବେେ ସମ୍ମାନ ପାଇବ।
    ହିତୋପଦେଶ 29:23
  • ଅତଏବ, ଯେଉଁଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହାଇେଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:12
  • ପ୍ରଭୁଙ୍କ ଆଗ ରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।
    ଯାକୁବଙ୍କ ପତ୍ 4:10
  • ଯେଉଁ ଲୋକ ନିଜକୁ ମହାନ ଭାବେ, ତାକୁ ହୀନ କରି ଦିଆୟିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାୟିବ।"
    ଲୂକଲିଖିତ ସୁସମାଚାର 14:11
  • ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା, ଭଦ୍ରତା ଓ ଆତ୍ମ-ସଂୟମ। ଏହି ବିଷୟଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ।
    ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:22, 23
  • ସ୍ବାର୍ଥପରତା ଓ ଗର୍ବ ହତେୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ। କବଳେ ନିଜ ଜୀବନ ବିଷୟ ରେ ଆଗ୍ରହୀ ନ ହାଇେ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟ ରେ ମଧ୍ଯ ଆଗ୍ରହୀ ହୁଅ। ନିଜ ଜୀବନ ରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ଚିନ୍ତା ଓ ଆଚରଣ କର।
    ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:3-5
  • ସଦାପ୍ରଭୁ ସହେିମାନଙ୍କୁ ଘୃଣା କରନ୍ତି, ଯେଉଁମାନେ ଭାବନ୍ତି ସେ ସମସ୍ତଙ୍କଠାରୁ ଶ୍ ରେଷ୍ଠତର। ସଦାପ୍ରଭୁ ଏହିପରି ଗର୍ବୀ ଲୋକମାନଙ୍କୁ ନିଃସନ୍ଦହେ ରେ ଦଣ୍ଡିତ କରିବେ।
    ହିତୋପଦେଶ 16:5
  • ଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।
    ହିତୋପଦେଶ 16:18
  • ମନୁଷ୍ଯର ଦୃଷ୍ଟି ରେ ଯେଉଁ ପଥ ସରଳ ଦିଶେ କିନ୍ତୁ ତାହା ମୃତ୍ଯୁ ରେ ହିଁ ଶଷେ ହୁଏ।
    ହିତୋପଦେଶ 16:25
  • ଗର୍ବୀତ ମନୁଷ୍ଯର ମନ ବିନାଶ ସମ୍ମୁଖ ରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
    ହିତୋପଦେଶ 18:12
  • କିନ୍ତୁ ପରମେଶ୍ବର ଆମ୍ଭକୁ ଦଇେଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁ ହେ: "ପରମେଶ୍ବର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।"335
    ଯାକୁବଙ୍କ ପତ୍ 4:6
  • ସେ ଶୋଚନୀଯ ଲୋକକୁ ବିଚାର ମାର୍ଗ ଦଖାେନ୍ତି ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଚାଲିବାକୁ ପ୍ରରେିତ କରନ୍ତି।
    ଗୀତସଂହିତା 25:9
  • ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ। ଅତଏବ ପରମେଶ୍ବରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ। ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।
    ପିତରଙ୍କ ପ୍ରଥମ ପତ୍ 5:5-7
  • ରାଜା ଆହାବ୍ ଉତ୍ତର ଦେଲେ, "ବିନ୍ହଦଦ୍ଙ୍କୁ କୁହ ସାଞ୍ଜୁ ପରିଧାନ କରିଥିବା ଲୋକ ସାଞ୍ଜୁ କାଢିବା ପାଇଁ ଜୀବିତ ଥିବା ଲୋକପରି ଦର୍ପ ନ କରୁ।"
    ପ୍ରଥମ ରାଜାବଳୀ 20:11
  • ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ।" ମାତ୍ର " ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।
    ଯିଶାଇୟ 66:2