ପ୍ରିୟଜନଙ୍କଠାରୁ ପୃଥକକରଣ


  • ଏହାପରେ ଲାବନ କହିଲେ, "ସଦାପ୍ରଭୁ ଆମ୍ଭର ପର୍ୟ୍ଯବେକ୍ଷଣ କରନ୍ତୁ ଏବଂ ଆମ୍ଭର ମଧ୍ଯସ୍ଥ ହୁଅନ୍ତୁ।" ଯେତବେେଳେ ଆମ୍ଭମାନେେ ପରସ୍ପରଠାରୁ ଦୂର ରେ ରହିବୁ। ତା'ପରେ ସେ ଏହାକୁ ମଧ୍ଯ ଡାକିଲେ: ମିସ୍ପା।
    ଆଦି ପୁସ୍ତକ 31:49
  • ମୁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମାେତେ ମଞ୍ଜକ୍ସ୍ଟର କରିଛନ୍ତି। 28 ସେଥିପାଇଁ ବର୍ତ୍ତମାନ ମୁ ତାକକ୍ସ୍ଟ ସଦାପ୍ରଭୁଙ୍କ ସବୋ କରିବା ପାଇଁ ଉତ୍ସର୍ଗ କରୁଛି। ସେ ୟାବଜ୍ଜୀବନ ସଦାପ୍ରଭୁଙ୍କ ଉପାସନା କରିବ।"
    ପ୍ରଥମ ଶାମୁୟେଲ 1:27, 28
  • ୟଦିଓ ମୁଁ "ମୃତ୍ଯୁଛାଯାର ରୂପ" ଉପତ୍ୟକାରେ ଏକା ବାଟ ଚାଲେ, ୟାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁ ଭୟଭୀତ ହବେି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମାେ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମାେତ ସୁରକ୍ଷା କରେ।
    ଗୀତସଂହିତା 23:4
  • ମାରେ ପିତାମାତା ମାେତେ ଛାଡ଼ି ଚାଲିଗଲେ। କିନ୍ତୁ ସଦାପ୍ରଭୁ ମାେତେ ଲାଳନପାଳନ କରିବେ।
    ଗୀତସଂହିତା 27:10
  • ଯେତବେେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା'ପରେ ସମାନେେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି। ସଦାପ୍ରଭୁ ସହେି ଶାଚେନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି। ସେ ସମାନଙ୍କେୁ ଉଦ୍ଧାର କରନ୍ତି।
    ଗୀତସଂହିତା 34:18
  • ସେ ସମାନଙ୍କେର ଭଗ୍ନ ହୃଦଯକୁ ସୁସ୍ଥ କରନ୍ତି ଓ ସମାନଙ୍କେ କ୍ଷତରେ ପଟି ବାନ୍ଧନ୍ତି।
    ଗୀତସଂହିତା 147:3
  • ଅପାର ଜଳରାଶି ପ୍ ରମେକୁ ନିର୍ବାଣ କରି ନ ପା ରେ। କିଅବା ବନ୍ଯା ତାହା ବୁଡ଼ାଇ ନ ପା ରେ। ଯବେେ କହେି ଆପଣାର ସର୍ବସ୍ବ ବଦଳ ରେ ପ୍ ରମେ କିଣିବା ପାଇଁ ଚେଷ୍ଟା କରେ, ତବେେ ସେ ଲୋକ ସମସ୍ତଙ୍କ ଦ୍ବାରା ତୁଚ୍ଛୀକୃତ ହବେ।
    ପରମଗୀତ 8:7
  • ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ଯତ ରେ ମିଳିବ ତା ତୁଳନା ରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ।
    ଯୋହନଲିଖିତ ସୁସମାଚାର 14:18
  • ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ଯତ ରେ ମିଳିବ ତା ତୁଳନା ରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:18
  • ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ବନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ଯ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ବନା ପ୍ରଦାନ କରିପାରିବା। ଆମ୍ଭକୁ ପରମେଶ୍ବର ଯେଉଁ ପ୍ରକାର ସାନ୍ତ୍ବନା ଦିଅନ୍ତି, ଆମ୍ଭେ ସହେିମାନଙ୍କୁ ସହେି ପ୍ରକାର ସାନ୍ତ୍ବନା ପ୍ରଦାନ କରି ପାରିବା।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:4
  • ସମୟ ଥିଲା, ଯେତବେେଳେ ଏଗୁଡ଼ିକ ମାେ ପାଇଁ ଗୁରୁତ୍ବପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହତେୁ ସଗେୁଡ଼ିକର କିଛି ମୂଲ୍ଯ ନାହିଁ। ମୁଁ ମାରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହତେୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନକରେେ, ସଗେୁଡ଼ିକ ମାେ ପାଇଁ ମୂଲ୍ଯହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟଗୁଡ଼ିକୁ ମହତ୍ବପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ଯାଗ କରିଛି। ମୁଁ ଏବେ ଜାଣେ ଯେ ସଗେୁଡ଼ିକ ମୂଲ୍ଯହୀନ ସଢ଼ାକୁଟା ପରି।
    ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:7, 8
  • ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟ ରେ ତୁମ୍ଭମାନେେ ଅଜ୍ଞାତ ରୁହ ବୋଲି ଆମ୍ଭେ ଚାହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭମାନେେ ଦୁଃଖି ହୁଅ ବୋଲି ଆମ୍ଭେ ଚାହୁଁ ନାହୁଁ।
    ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:13
  • ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
    ପିତରଙ୍କ ପ୍ରଥମ ପତ୍ 1:7
  • ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 10:36