ଆଇନ ଅନ୍ତର୍ଭୁକ୍ତ ମାମଲା


  • ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୂମକୁ ଗଲେ। କଫର୍ନାହୂମ ରେ କେତକେ ଲୋକ ପିତରଙ୍କ ପାଖକୁ ଆସିଲେ। ଯେଉଁମାନେ ମନ୍ଦିରର କର ଆଦାୟ କରନ୍ତି, ସମାନେେ ସହେି ଲୋକ ଥିଲେ। ସମାନେେ ପଚାରିଲେ, "ତୁମ୍ଭର ଗୁରୁ ମନ୍ଦିରର 'ଦୁଇ-ଡ୍ରକ୍ମା' କର ଦିଅନ୍ତି କି?" ପିତର ଉତ୍ତର ଦେଲେ, "ହଁ, ସେ ଦିଅନ୍ତି।" ପିତର ଉତ୍ତର ଦେଲେ, "ରାଜାମାନେ ଅନ୍ୟମାନଙ୍କର ସନ୍ତାନ ସନ୍ତତିଙ୍କଠାରୁ କର ଆଦାୟ କରନ୍ତି।" ଯୀଶୁ ତାହାଙ୍କୁ କହିଲେ, "ତାର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦବୋକୁ ପଡ଼ନୋହିଁ। କିନ୍ତୁ ଏହି କର ଆଦାୟକାରୀଙ୍କୁ ଆମ୍ଭେ କୋର୍ଧିତ କରିବନାହିଁ। ତେଣୁ କର ଏହିଭଳି ଭାବରେ ଦଇଦେିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ। ତାର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଚ଼ାରିଟି ରେ ୗପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମାେପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦଇଦେିଅ।"
    ମାଥିଉଲିଖିତ ସୁସମାଚାର 17:24-27
  • ଏ ବିଷୟ ରେ ତୁମ୍ଭ ମତାମତ କ'ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦବୋ ଉଚ଼ିତ ହବେ, ନା ନାହିଁ?" କିନ୍ତୁ ଯୀଶୁ ସମାନଙ୍କେ ଦୁଷ୍ଟତା ବୁଝି ପାରିଲେ। ସେ କହିଲେ, " ହେ କପଟୀଗଣ! ମାେତେ ଫାନ୍ଦ ରେ ପକାଇବାକୁ କାହିଁକି ଚେ଼ଷ୍ଟା କରୁଛ? କର ଦବୋ ପାଇଁ ବ୍ଯବହୃତ ହେଉଥିବା ଗୋଟେ ମୁଦ୍ର ମାେତେ ଦଖାେଅ।" ସମାନେେ ଯୀଶୁଙ୍କୁ ଗୋଟିଏ ରେ ୗପ୍ୟମୁଦ୍ରା ଦଖାଇେଲେ। ଯୀଶୁ ସମାନଙ୍କେୁ ପଚ଼ାରିଲେ, "ଏ ମୁଦ୍ରାର ଉପରେ କାହାର ଛବି ଓ ନାମ ଖାଦେିତ ହାଇେଛି?" ଲୋକମାନେ କହିଲେ, "କାଇସରଙ୍କର।"
    ମାଥିଉଲିଖିତ ସୁସମାଚାର 22:17-21
  • ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ। ଏହି ଜଗତ ରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର। ରାଜାଙ୍କ ଦ୍ବାରା ପ୍ ରରେିତ ନେତାମାନଙ୍କର ଆଜ୍ଞା ପାଳନ କର। ମନ୍ଦ କାମ କରୁଥିବା ଲୋକଙ୍କୁ ଦଣ୍ଡ ଦବୋ ଓ ଭଲ କାମ କରୁଥିବା ଲୋକଙ୍କୁ ପ୍ରଶଂସା କରିବା ଲାଗି ସମାନଙ୍କେୁ ପଠାଯାଇଥାଏ।
    ପିତରଙ୍କ ପ୍ରଥମ ପତ୍ 2:12-14
  • "ଯଦି ତୁମ୍ଭର ଶତୃ ତୁମ୍ଭକୁ ବିଗ୍ଭରାଳୟକୁ ନଇେ ଯାଉଅଛି ତବେେ ବିଗ୍ଭରାଳୟ ୟିବା ପୂର୍ବରୁ ତା' ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚତେ ତୁମ୍ଭର ଶତୃ ବିଗ୍ଭରପତିଙ୍କ ହାତ ରେ ଦଇଦେବ ଓ ଶଷେ ରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତ ରେ ଦବେେ, ତା'ପରେ ତୁମ୍ଭେ କାରାଗାର ରେ ବନ୍ଦୀ ହାଇେ ୟିବ। ମୁଁ ତୁମ୍ଭକୁ ସତ୍ଯ କହୁଛି, ଯେଉଁ ପର୍ୟ୍ଯନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେ ପର୍ୟ୍ଯନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ ।
    ମାଥିଉଲିଖିତ ସୁସମାଚାର 5:25-26
  • ତୁମ୍ଭେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆୟିବ। ଅଣଯିହୂଦୀ ତଥା ସମାନଙ୍କେ ଆଗ ରେ ତୁମ୍ଭେ ମାେ ବିଷୟ ରେ ସାକ୍ଷୀ ହବେ। ସମାନେେ ତୁମ୍ଭକୁ ବାନ୍ଧି ନବୋ ବେଳେ କ'ଣ କହିବ ଓ କିପରି କହିବ, ସେ ବିଷୟ ରେ ଚିନ୍ତାକରି କିଛି ବ୍ଯସ୍ତ ହୁଅନାହିଁ। କାରଣ ତୁମ୍ଭକୁ ସେତବେେଳେ କ'ଣ କହିବାକୁ ହବେ ତାହା ଜଣଇେ ଦିଆୟିବ।
    ମାଥିଉଲିଖିତ ସୁସମାଚାର 10:18, 19
  • କାହାର ଋଣୀ ହୁଅ ନାହିଁ। କିନ୍ତୁ ପରପ୍ପର ପ୍ରତି ପ୍ ରମରେ ଋଣ ରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବେଶୀକୁ ପ୍ ରମେ କରେ ସେ ସଂପୂର୍ଣ ବ୍ଯବସ୍ଥା ମାନିଛି।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:8
  • ପୀଲାତ କହିଲେ, "ତୁମ୍ଭେ କ'ଣ ମାେ ସହିତ କଥା କହିବ ନାହିଁ? ମନରେଖ, ତୁମ୍ଭକୁ ମୁକ୍ତି ଦବୋକୁ କି କୃଶ ରେ ଚଢାଇବାକୁ ମଧ୍ଯ ଆମ୍ଭର କ୍ଷମତା ଅଛି।" ଯୀଶୁ ଉତ୍ତର ଦେଲେ, "ମାେ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କବଳେ ସହେି କ୍ଷମତା ପରମେଶ୍ବର ଆପଣଙ୍କୁ ଦଇେଛନ୍ତି। ତେଣୁ ୟିଏ ମାେତେ ଆପଣଙ୍କ ପାଖ ରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।" =
    ଯୋହନଲିଖିତ ସୁସମାଚାର 19:10, 11
  • ସହେି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଖର ଲୋକମାନଙ୍କ ଉଦ୍ଦେଶ୍ଯ ରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘାଷେଣା କରାଗଲା। ଆଜ୍ଞାଟି କୁ ହେ ଯେ ସମସ୍ତେ ଜନଗଣନା ପାଇଁ ନିଜନିଜ ନାମର ପଞ୍ଜୀକରଣ କରିବେ। ଏହା ପ୍ରଥମ ଜନଗଣନା ଥିଲା। କ୍ବିରୀଣିୟ ସୁରିଯାର ରାଜ୍ଯପାଳ ଥିବା ସମୟରେ ଏହା ହେଲା। ତେଣୁ ପ୍ରେତ୍ୟକକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ। ୟୋ ସଫେ ଦାଉଦଙ୍କ ବଂଶର ହାଇେଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ୟିହୂଦା ପ୍ରଦେଶର ବେଥ୍ଲହେିମକୁ ଗଲେ। ବେଥ୍ଲହେିମ ନଗର ଦାଉଦଙ୍କ ନଗର ନାମ ରେ ପରିଚିତ ଥିଲା। ୟୋ ସଫେ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହାଇେ ସାରିଥିଲା। ମରିୟମ ସେତବେେଳେ ଗର୍ଭବତୀ ଥିଲେ।
    ଲୂକଲିଖିତ ସୁସମାଚାର 2:1-5
  • ଦେଖ, ପୃଥିବୀର ସମସ୍ତ ଗୋଷ୍ଠୀ ଏକ କଳସର ଏକ ଜଳବିନ୍ଦୁ ସଦୃଶ। ଯଦି ସଦାପ୍ରଭୁ ସମସ୍ତ ଗୋଷ୍ଠୀକୁ ନଇେ ତାଙ୍କ ତରାଜୁ ରେ ରଖନ୍ତି, ତବେେ ସେ ସବୁ ନିକିତି ରେ ଧୂଳିକଣା ତୁଲ୍ଯ ହବେ। ସେ ଦ୍ବୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ଯ ତୁଲ୍ଯ ଉଠାନ୍ତି। ସମସ୍ତ ଗୋଷ୍ଠୀ ପରମେଶ୍ବରଙ୍କ ତୁଳନା ରେ ଅତି ନଗଣ୍ଯ ତୁଚ୍ଛ। ସମାନେେ ତାଙ୍କ ନିକଟରେ ଲଘୁ ଓ ଅସାର ତୁଲ୍ଯ ଗଣ୍ଯ ଅଟନ୍ତି।
    ଯିଶାଇୟ 40:15, 17
  • କାରଣ ସଠାେରେ ଫଳପ୍ରଦ କାର୍ୟ୍ଯ ନିମନ୍ତେ ମାେ ପାଇଁ ଏକ ମହାନ୍ ସୁ ଯୋଗର ଦ୍ବାର ଖାେଲା ହାଇେଛି। ସଠାେରେ ମାରେ ଅନକେ ବିପକ୍ଷ ମଧ୍ଯ ଅଛନ୍ତି।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:9
  • ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି। ଅତଏବ ଅଧିକାର ବି ରୋଧ କରୁଥିବା ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ଆଜ୍ଞାର ବିରୋଧୀ। ଏପରି ବି ରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ଯବସ୍ଥା କରିଥାଏ। ଯେଉଁ ମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସମାନଙ୍କେଠା ରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ କାମ କରନ୍ତି ସମାନେେ ଭୟ କରିବାକୁ ବାଧ୍ଯ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ। ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ବରଙ୍କ ସବେକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦବୋ କ୍ଷମତା ଅଛି, ସେ ସହେି କ୍ଷମତାର ପ୍ରଯୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦବେେ। ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ଯ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହବେ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଯାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍। ଏହି ଦୃଷ୍ଟିରୁ ତୁମ୍ଭମାନେେ ସରକାରକୁ କର ମଧ୍ଯ ଦିଅ। ସମାନେେ ପରମେଶ୍ବରଙ୍କ ସବୋ ରେ ରହିଛନ୍ତି, ଏବଂ ସହେି କାର୍ୟ୍ଯ କରିବା ପାଇଁ ନିଜର ସଂପୂର୍ଣ ସମୟ ଦେଉଛନ୍ତି। ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:1-7