ମର୍ରିଅଗେ


  • ତା'ପରେ ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଘାରେ ନିଦ୍ରା ରେ ଶୁଆଇ ଦେଲେ। ସେ ତା'ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସହେି କ୍ଷତ ବନ୍ଦ କରି ଦେଲେ। ସଦାପ୍ରଭୁ ପରମେଶ୍ବର ମନୁଷ୍ଯର ପଞ୍ଜରା ହାଡ଼ରୁ ଏକ ସ୍ତ୍ରୀ ନିର୍ମାଣ କଲେ। ଏବଂ ମନୁଷ୍ଯ ନିକଟକୁ ତାହାକୁ ଆଣିଲେ। ସହେି ମନୁଷ୍ଯ କହିଲେ, ମନୁଷ୍ଯ ପିତା ମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରୀତ ହବେ। ଯେପରି ସମାନେେ ଏକ ବ୍ଯକ୍ତି, ଏହା ଏପରି ଭାବରେ ହବେ। .
    ଆଦି ପୁସ୍ତକ 2:21-24
  • ଯେତବେେଳେ ସହେି ମନୁଷ୍ଯ ତାଙ୍କର ସ୍ତ୍ରୀ ହବାଙ୍କ ସହିତ ସହବାସ କଲେ, ସେ ଗର୍ଭବତୀ ହେଲ ଏବଂ ଏକ ପୁତ୍ରକୁ ଜନ୍ମ ଦେଲେ, ଯାହାକୁ ସେ କଯିନ କହିଲେ। ହବା କହିଲେ, "ସଦାପ୍ରଭୁଙ୍କ ସହାୟତା ରେ ମୁଁ ଏକ ମନୁଷ୍ଯ ଜନ୍ମ କରିଛି।" ...ଆଦମ ପୁନର୍ବାର ତା'ର ସ୍ତ୍ରୀ ହବା ସହିତ ସହବାସ କଲା ଏବଂ ପୁଣି ସେ ଅନ୍ୟ ଏକ ପୁତ୍ର ସନ୍ତାନ ପ୍ରସବ କଲା, ଏବଂ ତାକୁ ଶେଥ ବୋଲି ଡ଼ାକିଲା। ହବା କହିଲେ, "ପରମେଶ୍ବର ହବେଲର ପ୍ରତି ବଦଳ ରେ ଆଉ ଗୋଟିଏ ପୁତ୍ର ଦଇେଛନ୍ତି, କାରଣ କଯିନ ତାହାଙ୍କୁ ହତ୍ଯା କଲା।"
    ଆଦି ପୁସ୍ତକ 4:1, 25
  • ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ବାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ। ତେଣୁ ଫାରୋ ଅବ୍ରାମଙ୍କୁ ଡ଼ାକି କହିଲେ, "ତୁମ୍ଭେ କାହିଁକି ମାେ ପ୍ରତି ଏପରି ମନ୍ଦ ଆଚ଼ରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନଥିଲ! କାହିଁକି?
    ଆଦି ପୁସ୍ତକ 12:17-18
  • ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀଯ ଦାସୀ ଥିଲା। ସାରୀ ଅବ୍ରାମକୁ କହିଲା, "ସଦାପ୍ରଭୁ ମାେତେ ସନ୍ତାନ ସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାଯ ତା' ମାଧ୍ଯମ ରେ ମୁଁ ଏକ ପୁତ୍ର ପାଇ ପାରିବି।" ଅବ୍ରାମ କିଣାନ ଦେଶ ରେ ଦଶ ବର୍ଷ କଟାଇଲାପରେ ଏହିପରି ହାଇେଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀଯ ଦାସୀ ହାଗାରକୁ ତାଙ୍କ ସ୍ବାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳ ରେ ସେ ତା' ସହିତ ସହବାସ କରିପାରିବ।
    ଆଦି ପୁସ୍ତକ 16:1-3
  • ତହୁଁ ସେ କହିଲେ, "ବସନ୍ତ ସମୟରେ ଆମ୍ଭେ ପୁନ୍ନରାଯ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦବେ।" ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବଯସ ଅତିକ୍ରମ ହାଇେଥିଲା। ତେଣୁ ସାରା ଶୁଣିଥିବା କଥାକୁ ବିଶ୍ବାସ କରିପାରିଲା ନାହିଁ। ସେ ନିଜକୁ ନିଜେ ହସିଲା ଏବଂ କହିଲା, "ମୁଁ ଏବଂ ମାରେ ସ୍ବାମୀ ବର୍ଦ୍ଧକ୍ଯ ରେ ଉପନୀତ। ପିଲା ଜନ୍ମ କରିବା ପାଇଁ, ଆମ୍ଭେ ବହୁତ ବୁଢ଼ା ବୁଢ଼ି ହାଇୟୋଇଛୁ।"
    ଆଦି ପୁସ୍ତକ 18:10-12
  • ଓନନ ଜାଣିଥିଲା ଯେ ସେ ସନ୍ତାନ ତା'ର ବଂଶ ହବେ ନାହିଁ, ତେଣୁ ସେ ସହବାସ ସମୟରେ ଭୂମିରେ ରତେଃପାତ କଲା। ଏଥି ରେ ସଦାପ୍ରଭୁ କ୍ରୋଧିତ ହେଲେ ଓ ଓନନକୁ ମାରି ଦେଲେ।
    ଆଦି ପୁସ୍ତକ 38:9-10
  • "ତୁମ୍ଭେ ବ୍ଯଭିଚାର କରିବ ନାହିଁ।
    ଯାତ୍ରା ପୁସ୍ତକ 20:14
  • "ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।"
    ଯାତ୍ରା ପୁସ୍ତକ 20:17
  • ତୁମ୍ଭେ ତୁମ୍ଭର ପିତାଙ୍କ ଭାର୍ୟ୍ଯା ସହିତ ଦୈହିକ ସଂପର୍କ ରଖିବ ନାହିଁ, ଯଦିଓ ସେ ତୁମ୍ଭର ମାଆ ନୁହେଁ, ତାହା ତୁମ୍ଭର ପିତାଙ୍କ ପ୍ରତି ଅସମ୍ମାନ ହବେ। ... "ପୁଣି ତୁମ୍ଭେ କୌଣସି ପ୍ରତିବେଶୀ ସ୍ତ୍ରୀ ସହିତ ୟୌନ ସଂପର୍କ ରଖି ନିଜକୁ ଅଶୁଚି କରିବ ନାହିଁ।
    ଲେବୀୟ ପୁସ୍ତକ 18:8, 20
  • "ଯଦି କୌଣସି ପୁରୁଷ ତା'ର ପ୍ରତିବେଶୀର ଭାର୍ୟ୍ଯା ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ଯଭିଚାର ପାଇଁ ଅପରାଧୀ ଓ ଉଭୟେ ମୃତ୍ଯୁବରଣ କରିବା ଉଚିତ୍। ..."ଯଦି କୌଣସି ପୁରୁଷ ଅନ୍ୟ ଏକ ପୁରୁଷ ସହିତ ସ୍ତ୍ରୀ ଲୋକ ପରି ୟୌନ ସଂପର୍କ ରେଖ, ତବେେ ସମାନେେ ଉଭୟେ ଅତି ଭୟଙ୍କର ପାପ କରିଛନ୍ତି। ସମାନେେ ମୃତ୍ଯୁଦଣ୍ଡ ପାଇବା ଉଚିତ୍। ସମାନେେ ସମାନଙ୍କେର ଅପରାଧ ବହନ କରିବେ।
    ଲେବୀୟ ପୁସ୍ତକ 20:10, 13
  • "ଜଣେ ଯାଜକ ତା'ର ପରମେଶ୍ବରଙ୍କର ପବିତ୍ର ସବେକ। ତେଣୁ ସେ କୌଣସି ବେଶ୍ଯାକୁ, କଳିଙ୍କିନୀକୁ କିମ୍ବା ସ୍ବାମୀ ପରିତ୍ଯକ୍ତା ନାରୀକୁ ବିବାହ କରିବା ଉଚିତ୍ ନୁହଁ।
    ଲେବୀୟ ପୁସ୍ତକ 21:7
  • "ଜଣେ ମହାୟଜକ କବଳେ ଜଣ ଅନୁଢାକୁ ବା କୁମାରୀକୁ ବିବାହ କରିବ। ସେ ବିଧବା, ପରିତ୍ଯକ୍ତା, କଳଙ୍କିନୀ କିମ୍ବା ବେଶ୍ଯାକୁ ବିବାହ କରିବା ଉଚିତ୍ ନୁହେଁ। ସେ ଆପଣା ଲୋକମାନଙ୍କ ମଧ୍ଯରୁ କବଳେ ଏକ କୁଆଁରୀ କନ୍ଯାକୁ ବିବାହ କରିବା ଉଚିତ୍।
    ଲେବୀୟ ପୁସ୍ତକ 21:13-14
  • "ଏହା ଇର୍ଷାଜନକ ବ୍ଯବସ୍ଥା, ଯଥା: ସ୍ତ୍ରୀ ସ୍ବାମୀର ଅଧୀନ ରେ ଥାଉ ଥାଉ ବିପଥଗାମୀ ହାଇେ ଅଶୁଚି ହେଲେ। ଯଦି ଜଣେ ମନୁଷ୍ଯ ଏହି ବିଷଯ ରେ ତା'ର ସ୍ତ୍ରୀକୁ ସନ୍ଦହେ କରେ, ସେ ସହେି ସ୍ତ୍ରୀ କି ସଦାପ୍ରଭୁଙ୍କ ସମ୍ମୁଖ ରେ ଉପସ୍ଥିତ କରାଇବ, ପୁଣି ଯାଜକ ସହେି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ଯବସ୍ଥା ପାଳନ କରିବ।
    ଗଣନା ପୁସ୍ତକ 5:29-30
  • "ଜଣେ ପୁରୁଷ ଜଣେ ସ୍ତ୍ରୀକକ୍ସ୍ଟ ବିବାହ କରି ତା'ସହିତ ଶାରୀରୀକ ସଐର୍କ ରଖି ଯବେେ ତାକକ୍ସ୍ଟ ପରେ ଘୃଣା କରେ। ଯଦି ତାହା ବିରକ୍ସ୍ଟଦ୍ଧ ରେ ମନ୍ଦ କଥା ଆରୋପ କରେ ଓ ତା'ର ଦକ୍ସ୍ଟର୍ନାମ କରେ କି, 'ଆମ୍ଭେ ଏହି ସ୍ତ୍ରୀକକ୍ସ୍ଟ ବିବାହ କଲକ୍ସ୍ଟ ମାତ୍ର ସହବାସ କାଳ ରେ ଏହାର କକ୍ସ୍ଟମାରୀତ୍ବ ଲକ୍ଷଣ ପାଇଲକ୍ସ୍ଟ ନାହିଁ।' ତବେେ ସହେି କନ୍ଯାର ପିତାମାତା ତାହାର କକ୍ସ୍ଟମାରୀତ୍ବର ପ୍ରମାଣ କୌମାର୍ୟ୍ଯର ଚିହ୍ନ ନଇେ ନଗର ଫାଟକରେ ପ୍ରାଚୀନମାନଙ୍କ ନିକଟକକ୍ସ୍ଟ ଆଣିବେ। ସହେି କନ୍ଯାର ପିତା ପ୍ରାଚୀନବର୍ଗମାନଙ୍କୁ କହିବେ, 'ଆମ୍ଭେ ଏହି ଲୋକ ସଙ୍ଗ ରେ ଆମ୍ଭ କନ୍ଯାକକ୍ସ୍ଟ ବିବାହ ଦଲେକ୍ସ୍ଟ। ମାତ୍ର ସେ ତାକକ୍ସ୍ଟ ଘୃଣା କଲା, ଆଉ ଦେଖ, ସେ ତାହା ବିରକ୍ସ୍ଟଦ୍ଧ ରେ ମନ୍ଦକଥା ଆରୋପ କରି କହକ୍ସ୍ଟଛି କି, 'ଆମ୍ଭେ ତକ୍ସ୍ଟମ୍ଭ କନ୍ଯାର କକ୍ସ୍ଟମାରୀତ୍ବ ଲକ୍ଷଣ ପାଇଲକ୍ସ୍ଟ ନାହିଁ।' ମାତ୍ର ଆମ୍ଭ କନ୍ଯାର କକ୍ସ୍ଟମାରୀତ୍ବର ଚିହ୍ନ ଏହି।' ତହକ୍ସ୍ଟଁ ସମାନେେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତ ରେ ସହେି ଲକ୍ସ୍ଟଗା ମଲୋଇ ଦବେେ।
    ଦିତୀୟ ବିବରଣ 22:13-17
  • "ଜଣେ ଲୋକ ଏକ ସ୍ତ୍ରୀକକ୍ସ୍ଟ ବିବାହ କରି ଗ୍ରହଣ କଲାପରେ ଯବେେ ସେ ତାହାଠା ରେ କୌଣସି ଲଜ୍ଜାକର ବିଷଯ ପାଇବାରକ୍ସ୍ଟ ସହେି ସ୍ତ୍ରୀ ତାହାଠା ରେ ଅନକ୍ସ୍ଟଗ୍ରହ ନପାଏ। ତବେେ ସହେି ପୁରୁଷ ତାହା ନିମନ୍ତେ ଏକ ଛାଡପତ୍ର ଲେଖି ତାହା ହସ୍ତ ରେ ଦଇେ ଆପଣା ଗୃହରକ୍ସ୍ଟ ତାହାକକ୍ସ୍ଟ ବାହାର କରିଦବୋ ଉଚିତ୍।
    ଦିତୀୟ ବିବରଣ 24:1
  • ତା'ପରେ ଦାଉଦ ବତ୍ଶବୋକକ୍ସ୍ଟ ସାନ୍ତ୍ବନା ଦେଲେ ଓ ତାଙ୍କ ସହିତ ୟୌନସଐର୍କ ରଖିଲେ ଓ ସେ ଗର୍ଭବତୀ ହେଲ ଓ ସେ ଆଉ ଏକ ପକ୍ସ୍ଟତ୍ରକକ୍ସ୍ଟ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କକ୍ସ୍ଟ ପ୍ ରମେ କଲେ।
    ଦିତୀୟ ଶାମୁୟେଲ 12:24
  • But Abijah waxed mighty, and married fourteen wives, and begat twenty and two sons, and sixteen daughters.
    ଦିତୀୟ ବଂଶାବଳୀ 13:21
  • କିନ୍ତୁ ଅବିଯ ପରାକ୍ରମୀ ହାଇେ ଉଠିଲେ। ସେ ଚଉଦ ଜଣ ସ୍ତ୍ରୀଙ୍କୁ ବିବାହ କଲେ, ଏବଂ ବାଇଶ ଜଣ ପୁତ୍ର ଓ ଷୋହଳ ଜଣ କନ୍ଯାଙ୍କର ପିତା ହେଲେ।
    ଗୀତସଂହିତା 128:3
  • ତୁମ୍ଭର ନିର୍ଝର ଆଶୀର୍ବାଦ ରେ ପ୍ରାପ୍ତ ହେଉ। ତୁମ୍ଭେ ସହେି ସ୍ତ୍ରୀକୁ ଉପଭୋଗ କର ଯାହାକୁ ୟୌବନକାଳ ରେ ବିବାହ କରିଥିଲ। 19 ସେ ପ୍ ରମେିକା ହରିଣୀ ଓ ରୂପବତୀ ବାଉଟି ପରି ତା'ର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ। ଆଉ ତା'ର ପ୍ ରମେ ରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
    ହିତୋପଦେଶ 5:18-19
  • ଏହା ଠିକ୍ ସହେିପରି ହବେ, ଯଦି ତୁମ୍ଭେ ପର ସ୍ତ୍ରୀ ସହିତ ଶଯନ କରିବ। ଯେକହେି ଏହା ଇଚ୍ଛା କରେ ଦଣ୍ଡିତରୁ ପଳାଇ ୟାଇପାରିବ ନାହିଁ।
    ହିତୋପଦେଶ 6:29
  • ଜଣେ ବ୍ଯଭୀଚାରୀ ଲୋକ ନିର୍ବୋଧ ଅଟେ। ସେ ତା'ର ନିଜର ବିନାଶ ଆଣିବ।
    ହିତୋପଦେଶ 6:32
  • ଯେଉଁ ଲୋକ ଭାର୍ୟ୍ଯା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
    ହିତୋପଦେଶ 18:22
  • ଗୃହ ଓ ଧନ ପିତୃ ଲୋକଙ୍କଠାରୁ ପ୍ରାପ୍ତ ଅଧିକାର। ମାତ୍ର ବୁଦ୍ଧିମତା ସ୍ତ୍ରୀ ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
    ହିତୋପଦେଶ 19:14
  • କଳିହୁଡ଼ି ସ୍ତ୍ରୀ ସଙ୍ଗ ରେ ପ୍ରଶସ୍ତ ଗୃହ ରେ ବାସ କରିବା ଅପେକ୍ଷା ଛାତର ଏକ କଣ ରେ ବାସ କରିବା ଭଲ।
    ହିତୋପଦେଶ 21:9
  • ସୂର୍ୟ୍ଯ ତଳେ ସେ ତୁମ୍ଭକୁ ଅସାର ଆଯୁଷର ଯେତେ ଦିନ ଦଇେଅଛନ୍ତି। ତୁମ୍ଭର ସହେି ଅସାର ଆଯୁଷର ସତେିକି ଦିନ ଆପଣା ପ୍ରିଯତମ ଭାର୍ୟ୍ଯା ସଙ୍ଗେ ଆନନ୍ଦ ରେ ବାସ କର। କାରଣ ତାହା ତୁମ୍ଭ ଜୀବନର ପୁରସ୍କାର, ସୂର୍ୟ୍ଯତଳେ କରିଥିବା କଠିନ କର୍ମର ଫଳ ଅଟେ।
    ଉପଦେଶକ 9:9
  • ମାେତେ ଚୁମ୍ବନ ଦିଅ। ତୁମ୍ଭ ପାଟି ରେ ମାେତେ ଚୁମ୍ବନ ଦିଅ। ତୁମ୍ଭର ପ୍ ରମେ ଦ୍ରାକ୍ଷାରସଠାରୁ ଉତ୍ତମ।
    ପରମଗୀତ 1:2
  • ତାହାଙ୍କ ବାମହସ୍ତ ମାେ ମସ୍ତକ ତଳେ ଅଛି। ତାହାଙ୍କ ଦକ୍ଷିଣ ହସ୍ତ ମାେତେ ଆଲିଙ୍ଗନ କରେ।
    ପରମଗୀତ 2:6
  • ତୁମ୍ଭର ସ୍ତନୟୁଗଳ ଶାେଶନ ପୁଷ୍ପ ବନ ରେ ଚରିବାର ୟାଆଁଳା ହରିଣ ଛୁଆ ତୁଲ୍ଯ। ...ହେ ମାରେ ଭଉଣୀ, ହେ ମାରେ କନ୍ଯା, ତୁମ୍ଭେ ମାରେ ହୃଦଯକୁ ତୁମ୍ଭର ଚକ୍ଷୁର ଗୋଟିଏ ଚାହାଣି ରେ ଏବଂ ଗୋଟିଏ ଅଳଙ୍କାର ହାର ରେ ଚୋରି କରିଅଛି। ଆଗୋ ମାରେ ଭଗିନୀ, ହେ ମାରେ ପ୍ରିୟେ, ତୁମ୍ଭର ପ୍ ରମେ କମେନ୍ତ ମନୋରମ। ତୁମ୍ଭ ପ୍ ରମେ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ। ପୁଣି ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ଯ ଅପେକ୍ଷା ଉତ୍ତମ।
    ପରମଗୀତ 4:5, 9, 10
  • ହେ ବନ୍ଧ୍ଯା, ଅପ୍ରସୂତି ନାରୀ ! ତୁମ୍ଭେ ଗାନ କର। ହେ ଗର୍ଭବଦନୋରହିତ ନାରୀ ! ତୁମ୍ଭେ ଉଚ୍ଚସ୍ବର ରେ ଗାନକରି ଆନନ୍ଦଧ୍ବନି କର। କାରଣ ସଦାପ୍ରଭୁ କୁହନ୍ତି, "ବିବାହିତା ଭାର୍ୟ୍ଯାର ସନ୍ତାନ ଅପେକ୍ଷା ଅନାଥର ସନ୍ତାନ ଅଧିକ।"
    ଯିଶାଇୟ 54:1
  • "ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ," କାରଣ "ଆମ୍ଭେ ତୁମ୍ଭମାନଙ୍କର ସ୍ବାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ଯରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।
    ଯିରିମିୟ 3:14
  • ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, "ତୁମ୍ଭର ପ୍ ରମେିକଗଣ ସଙ୍ଗେ ବ୍ଯଭିଚାର ହତେୁ ତୁମ୍ଭର ଉଲଗ୍ନତା ଅନାବୃତ ହାଇେଅଛି। ତୁମ୍ଭେ ତୁମ୍ଭର ଘୃଣ୍ଯ ମୂର୍ତ୍ତିମାନଙ୍କୁ ଆପଣା ସନ୍ତାନଗଣର ରକ୍ତ ଦଇେଅଛି। ତେଣୁ ମୁଁ ତୁମ୍ଭର ସମସ୍ତ ପ୍ ରମେିକମାନଙ୍କୁ ଏକତ୍ରୀତ କରିବି, ଯେଉଁମାନଙ୍କୁ ତୁମ୍ଭେ ଘୃଣା କର ଓ ପ୍ ରମେ କର। ମୁଁ ସମାନଙ୍କେୁ ତୁମ୍ଭ ବିରୁଦ୍ଧ ରେ ଚାରିଆଡ଼ୁ ଏକତ୍ରୀତ କରିବି ଏବଂ ତୁମ୍ଭର ନଗ୍ନତା ସମାନଙ୍କେ ଆଗ ରେ ଅନାବୃତ କରିବି। ଏବଂ ସମାନଙ୍କେୁ ତୁମ୍ଭର ସମ୍ପୂର୍ଣ୍ଣ ନଗ୍ନତା ଦେଖିବାକୁ ଦବେି। ସମାନେେ ତୁମ୍ଭର ସମସ୍ତ ନଗ୍ନତା ଦେଖିବେ।
    ଯିହିଜିକଲ 16:36-37
  • ସଦାପ୍ରଭୁଙ୍କର ହାେେଶୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, "ୟାଅ, ଏକ ଗଣିକାକୁ ବିବାହ କର, ଯାହାଫଳ ରେ ବେଶ୍ଯାର ପୁତ୍ର ଜନ୍ମ ହବେ। କାହିଁକି? କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ୟ୍ଯ କରିଛନ୍ତି। ସଦାପ୍ରଭୁଙ୍କଠା ରେ ଅବିଶ୍ବସ୍ତ ହାଇେଛନ୍ତି।"
    ହୋଶେୟ 1:2
  • "ମା'ଙ୍କ ସହିତ ୟୁକ୍ତି କର। କାରଣ ସେ ଆମ୍ଭର ସ୍ତ୍ରୀ ନୁହେଁ କି ଆମ୍ଭେ ତା'ର ସ୍ବାମୀ ନୁହଁ। ବେଶ୍ଯା ପରି ନ ହବୋକୁ ତାଙ୍କୁ କୁହ। ତାଙ୍କୁ କୁହ ଯେଉଁ ପ୍ ରମେିକମାନଙ୍କୁ ହୃଦଯ ରେ ସ୍ଥାନ ଦଇେଛନ୍ତି ସମାନଙ୍କେୁ ଦୂ ରଇେ ଦିଅନ୍ତୁ।
    ହୋଶେୟ 2:2
  • "ଏକଥା ମଧ୍ଯ କୁହାୟାଇଛି ଯେ, ' ଯେଉଁ ଲୋକ ତାର ପତ୍ନୀକୁ ଛାଡପତ୍ର ଦିଏ, ସେ ତା ପତ୍ନୀକୁ ଛାଡପତ୍ର ପାଇଁ ଲିଖିତ ରୁପରେ ଗୋଟିଏ ସୂଚନା ଦବେ।' କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କହେି ନିଜର ପତ୍ନୀକୁ ଛାଡପତ୍ର ଦିଏ, ସେ ତାହାକୁ ବ୍ଯଭିଗ୍ଭର ଦୋଷ ରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ଯକ୍ତି ସହିତ ୟୌନ ସଂପର୍କ ରଖିଥାଏ, ତବେେ କବଳେ ସେ ତାହାକୁ ଛାଡପତ୍ର ଦଇେ ପାରିବ। ଯଦି କୌଣସି ଲୋକ ଛାଡପତ୍ର ପାଇଥିବା ସହେି ପତ୍ନୀକୁ ବିବାହ କରେ ତବେେ ସେ ମଧ୍ଯ ବ୍ଯଭିଗ୍ଭର ପାପରେ ଦୋଷୀ ହୁଏ।
    ମାଥିଉଲିଖିତ ସୁସମାଚାର 5:31-32
  • ପରମେଶ୍ବର କହିଲେ, 'ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହବେ, ଏବଂ ସେ ଦୁଇଜଣ ଏକ ହାଇଯେିବେ।' ତେଣୁ ସ୍ବାମୀ ସ୍ତ୍ରୀ ଦୁଇଜଣ ହାଇେ ରହନ୍ତି ନାହିଁ ମାତ୍ର ସମାନେେ ଏକ ହାଇେ ଯାଆନ୍ତି। ପରମେଶ୍ବର ସମାନଙ୍କେୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସମାନଙ୍କେୁ ଅଲଗା ନକରୁ।"
    ମାଥିଉଲିଖିତ ସୁସମାଚାର 19:5-6
  • ମାେ ପାଇଁ ଯେଉଁ ଲୋକ ଘରଦ୍ବାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦଇେଛି, ସେ ଶ ହଗେୁଣ ଅଧିକା ପାଇବ ଏବଂ ଅନନ୍ତଜୀବନ ପାଇବ।
    ମାଥିଉଲିଖିତ ସୁସମାଚାର 19:29
  • ସମାନେେ କହିଲେ, " ହେ ଗୁରୁ, ମାଶାେ ଆମ୍ଭକୁ କହିଛନ୍ତି ଯଦି କୌଣସି ଲୋକ ସନ୍ତାନ ନଥାଇ ମରିଯାଏ, ତବେେ ତାର ଭାଇ ତାର ସ୍ତ୍ରୀକୁ ନିଶ୍ଚୟ ବିବାହ କରିବ, ଅତଏବ ନିଜ ମୃତ ଭାଇ ପାଇଁ ସମାନେେ ସନ୍ତାନ ଜନ୍ମ କରିବେ। ..ତୁମ୍ଭର ବୁଝି ରଖିବା ଉଚ଼ିତ ଯେ, ଯେତବେେଳେ ଲୋକମାନେ ମୃତ୍ଯୁରୁ ବଞ୍ଚି ଉଠିବେ। ସେତବେେଳେ କୌଣସି ବିବାହ ହବେ ନାହିଁ। ପୁନର୍ଜୀବନ ଲାଭ କରିବା ପରେ ଲୋକମାନେ କହେି କାହାକୁ ବାହା ହବେନେି। ସମାନେେ ସ୍ବର୍ଗ ରେ ସମସ୍ତେ ସ୍ବର୍ଗଦୂତମାନଙ୍କ ଭଳି ହବେେ।
    ମାଥିଉଲିଖିତ ସୁସମାଚାର 22:24, 30
  • ସମାନେେ କହିଲେ, "ଜଣେ ପୁରୁଷ ଛାଡପତ୍ର ପାଇଁ ପ୍ରମାଣପତ୍ର ଲେଖି ଦଇେ ତା'ପରେ ନିଜ ସ୍ତ୍ରୀକୁ ଛାଡି ଦଇେ ପାରିବ ବୋଲି, ମାଶାେ କହିଥିଲେ।" ଯୀଶୁ ସମାନଙ୍କେୁ କହିଲେ, " ମାଶାେ ତୁମ୍ଭମାନଙ୍କ ପାଇଁ ଏହି ଆଜ୍ଞା ଲେଖିଥିଲେ, କାରଣ ତୁମ୍ଭମାନେେ ପରମେଶ୍ବରଙ୍କ ଉପଦେଶ ମାନିବାକୁ ମନା କଲ। କିନ୍ତୁ ପରମେଶ୍ବର ଯେତବେେଳେ ଜଗତ ସୃଷ୍ଟି କଲେ, ' ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।' "ଏଣୁ ଜଣେ ପୁରୁଷ ନିଜ ବାପାମାଆଙ୍କୁ ଛାଡି ନିଜ ସ୍ତ୍ରୀ ସହିତ ମିଳିତ ହବେ ଏବଂ ସମାନେେ ଏକ ହାଇଯେିବେ।' ତେଣୁ ସମାନେେ ଦୁଇଜଣ ନୁହଁନ୍ତି ବରଂ ଏକ। ପରମେଶ୍ବର ଯଦି ଏହି ଦୁଇଜଣ ମନୁଷ୍ଯଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ଯକ୍ତି ଅଲଗା କରି ଦବୋ ଉଚିତ ନୁହେଁ।"
    ମାର୍କଲିଖିତ ସୁସମାଚାର 10:4-9
  • ଏବଂ ଯଦି ଜଣେ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦଇେ ଅନ୍ୟ ଜଣେ ପୁରୁଷକୁ ବିବାହ କରେ ତବେେ ସେ ମଧ୍ଯ ବ୍ଯଭିଚାର ପାପରେ ଦୋଷୀ ହୁଏ।"
    ମାର୍କଲିଖିତ ସୁସମାଚାର 10:12
  • ସେତବେେଳେ ହାନ୍ନା ନାମ ରେ ଜଣେ ମହିଳା ଭବିଷ୍ଯଦ୍ବକ୍ତୀ ମନ୍ଦିର ଭିତ ରେ ଥିଲେ। ସେ ଆଶରେ ବଂଶର ଫିନୂଯଲଙ୍କେ ଝିଅ ଥିଲେ। ହାନ୍ନା ବହୁତ ବୁଢୀ ହାଇେ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ୟ୍ଯନ୍ତ ସେ ସ୍ବାମୀଙ୍କ ସହିତ ରହିଥିଲେ।
    ଲୂକଲିଖିତ ସୁସମାଚାର 2:36
  • "ଯଦି ଜଣେ ତୁମ୍ଭକୁ ବିବାହଉତ୍ସବ ରେ ନିମନ୍ତ୍ରଣ କରୁଛି, ତବେେ ସବୁଠାରୁ ମୁଖ୍ଯ ଆସନ ରେ ବସନାହିଁ। କାରଣ ସହେି ଲୋକଟି ତୁମ୍ଭଠାରୁ ଅଧିକ ମହାନ ଲୋକକୁ ମଧ୍ଯ ଡାକି ଥାଇପା ରେ।
    ଲୂକଲିଖିତ ସୁସମାଚାର 14:8
  • ନୋହଙ୍କ ସମୟରେ, ଏପରିକି ନୋହ ଜାହାଜ ରେ ବସିବା ସମୟ ପର୍ୟ୍ଯନ୍ତ ଲୋକମାନେ ଖିଆପିଆ କରୁଥିଲେ ଓ ବିବାହ କରୁଥିଲେ। ତା'ପରେ ବନ୍ଯା ମାଡି ଆସିଲା ଓ ସେ ସମସ୍ତଙ୍କୁ ମାରି ଦଲୋ।
    ଲୂକଲିଖିତ ସୁସମାଚାର 17:27
  • ଯୀଶୁ ମୁଣ୍ଡ ଟକେି ତାହାକୁ ପଚାରିଲେ, " ସମାନେେ କୁଆଡେ ଗଲେ? କ'ଣ କହେି ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ।" ସେ ସ୍ତ୍ରୀଲୋକଟି ଉତ୍ତର ଦଲୋ, "ନା, ପ୍ରଭୁ ସମାନଙ୍କେ ମଧ୍ଯରୁ କହେି ମାେତେ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ।"
    ଯୋହନଲିଖିତ ସୁସମାଚାର 8:10-11
  • ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ସମୟ ପର୍ୟ୍ଯନ୍ତ ତା' ସହିତ ଆବଦ୍ଧ ହାଇେ ରହିଥାଏ। କିନ୍ତୁ ଯେତବେେଳେ ତାହାର ସ୍ବାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହାଇେ ଯାଏ। କିନ୍ତୁ ଯେତବେେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ଅବସ୍ଥା ରେ, ଆଉ ଜଣକୁ ବିବାହ କରେ, ବ୍ଯବସ୍ଥା କୁ ହେ ଯେ, ସେ ବ୍ଯଭିଚ଼ାର ଦୋଷ ରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ବାମୀ ମରି ଯାଏ, ତାହା ହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ଯବସ୍ଥାରୁ ମୁକ୍ତ ହାଇେ ଯାଏ। ଅତଏବ, ଯଦି ସହେି ସ୍ତ୍ରୀଲୋକ ସ୍ବାମୀର ମୃତ୍ଯୁ ପରେ ଆଉ ଜଣକୁ ବିବାହ କରେ, ସେ ବ୍ଯଭିଚ଼ାର ଦୋଷ ରେ ଆଉ ଦୋଷୀ ହୁଏ ନାହିଁ।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:2, 3
  • ଲୋକେ ପ୍ରକୃତ ରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ୟୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ବରଙ୍କୁ ନ ଜାଣିଥିବା ଲୋକମାନଙ୍କ ଠା ରେ ମଧ୍ଯ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି, ତଥାପି ମଧ୍ଯ ତୁମ୍ଭମାନେେ ଏହିସବୁ ପାଇଁ ଗର୍ବୀ। ତୁମ୍ଭମାନେେ ଏଥିପାଇଁ ଦୁଃଖିତ ହବୋ ଉଚିତ୍। ୟିଏ ଏପରି ବ୍ଯଭିଚାର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦବୋ ଉଚିତ୍।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:1, 2
  • ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ୟୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ଯଭିଚାରୀ, ସମଲିଙ୍ଗୀ, ସ୍ବାର୍ଥପର, ଚୋର, ମଦୁଆ, ପରନିନ୍ଦକ ଓ ଠକୁଆ, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାରୀ ହବେେ ନାହିଁ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:9
  • "ଖାଦ୍ୟ ପଟେ ପାଇଁ ଓ ପଟେ ଖାଦ୍ୟ ପାଇଁ ଅଟେ।" ଏ କଥା ଠିକ୍, କିନ୍ତୁ ପରମେଶ୍ବର ଏ ଦୁହିଁକୁ ନାଶ କରିବେ। ଶରୀର ୟୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଦିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି। ପରମେଶ୍ବର କବଳେ ପ୍ରଭୁଙ୍କୁ ମୃତ୍ଯୁରୁ ପୂର୍ନରୁଥିତ କରି ନାହାଁନ୍ତି, ବରଂ ନିଜର ଶକ୍ତି ଦ୍ବାରା ସେ ଆମ୍ଭମାନଙ୍କୁ ମଧ୍ଯ ମୃତ୍ଯୁରୁ ପୂର୍ନରୁଥିତ କରିବେ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:13, 14
  • ଅତଏବ ୟୌନଗତ ପାପଠାରୁ ଦୂର ରେ ରୁହ। ଜଣେ ଲୋକ ଅନ୍ୟ ସମସ୍ତ ପ୍ରକାରର ପାପ, ନିଜ ଶରୀରର ବାହା ରେ କରେ। କିନ୍ତୁ ୟୌନଗତ ପାପ ଦ୍ବାରା ସେ ନିଜ ଶରୀର ବିରୁଦ୍ଧ ରେ ପାପ କରେ। ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ର ଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ର ଆତ୍ମା ଅନ୍ତର ରେ ଅଛନ୍ତି। ପବିତ୍ର ଆତ୍ମାଙ୍କୁ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ପାଇଛ। ତୁମ୍ଭମାନେେ ନିଜେ ନିଜର ନୁହଁ। କାରଣ ପରମେଶ୍ବର ତୁମ୍ଭମାନଙ୍କୁ ମୂଲ୍ଯ ଦଇେ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ଯମ ରେ ପରମେଶ୍ବରଙ୍କୁ ଗୌରବ ଦିଅ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:18-20
  • ଏବେ ମୁଁ ତୁମ୍ଭମାନେେ ଲେଖିଥିବା ବିଷୟଗୁଡ଼ିକରେ ଉତ୍ତର ଦେଉଛି। ପୁରୁଷ ପକ୍ଷେ ବିବାହ ନ କରିବା ଭଲ। କିନ୍ତୁ ୟୌନଗତ ପାପ ବଡ଼ ବିପଦଜନକ। ଅତଏବ ପ୍ରେତ୍ୟକକ ପୁରୁଷର ନିଜର ପତ୍ନୀ ଥିବା ଉଚିତ୍। ସହେିଭଳି ପ୍ରେତ୍ୟକକ ସ୍ତ୍ରୀର ନିଜ ସ୍ବାମୀ ଥିବା ଉଚିତ୍।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:1, 2
  • ପତି ଆପଣାର ପତ୍ନୀକୁ ତାହାର ପ୍ରାପ୍ଯ ଦବୋ ଉଚିତ୍। ପତ୍ନୀର ତା' ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା'ର ଶରୀର ଉପରେ ତା' ସ୍ବାମୀର ଅଧିକାର ଅଛି। ସହେିଭଳି ସ୍ବାମୀର ତା' ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା'ର ଶରୀର ଉପରେ ତା'ର ସ୍ତ୍ରୀର ଅଧିକାର ଅଛି। ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁ ହେଁ ପ୍ରାର୍ଥନା ରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହାଇେ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା' ପରେ ପୁନର୍ବାର ଏକାଠି ହୁଅ, ଯା'ଦ୍ବାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନଇେ ତୁମ୍ଭମାନଙ୍କୁ ପ୍ରଲୋଭିତ କରିପାରିବ ନାହିଁ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:3-5
  • ଏବେ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହୁଛି ଯେ, ଯଦି ସମାନେେ ମାେ ଭଳି ଏକାକୀ ରହି ପାରିବେ, ତା' ହେଲେ ଭଲ। କିନ୍ତୁ ଯଦି ସମାନେେ ନିଜ ଶରୀର ଉପରେ ନିୟନ୍ତ୍ରଣ ରଖି ପାରିବେ ନାହିଁ, ତା' ହେଲେ ସମାନେେ ବିବାହ କରିବା ଉଚିତ୍। କାରଣ କାମ ବାସନାର ଅଗ୍ନି ରେ ପୋଡ଼ି ହବୋ ଅପେକ୍ଷା ବିବାହ କରିବା ଉତ୍ତମ। ଯେଉଁମାନେ ବିବାହିତ ସମାନଙ୍କେୁ ମୁଁ ଏକ ଆଦେଶ ଦେଉଛି - ଏହି ଆଦେଶ ମାେ' ଠାରୁ ନୁହେଁ ବରଂ, ପ୍ରଭୁ ନିଜେ ଏହି ଆଦେଶ ଦିଅନ୍ତି। ଯେ ପତ୍ନୀ ନିଜ ପତିରକୁ କବେେ ହେଲେ ଛାଡ଼ିବା ଉଚିତ ନୁହେଁ, କିନ୍ତୁ ଯଦି ପତ୍ନୀ ପତିକୁ ଛାଡ଼େ, ତା' ହେଲେ ପୁନଃ ବିବାହ ନ କରି ରହିବା ଉଚିତ୍ ବା ନିଜ ପତି ସହିତ ମିଶି ୟିବା ଉଚିତ୍। ଠିକ୍ ସହେିଭଳି ପତି ମଧ୍ଯ ନିଜ ପତ୍ନୀକୁ ଛାଡ଼ପତ୍ର ଦବୋ ଉଚିତ୍ ନୁହେଁ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:8-11
  • ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ନ କରୁଥବା ପତି, ତା'ର ବିଶ୍ବାସ କରୁଥିବା ପତ୍ନୀ ମାଧ୍ଯମ ରେ ପବିତ୍ର କରାଯାଇଅଛି। ସହେିଭଳି ବିଶ୍ବାସ ନ କରୁଥିବା ପତ୍ନୀ, ତା' ବିଶ୍ବାସ କରୁଥିବା ପତି ମାଧ୍ଯମ ରେ ପବିତ୍ର କରାଯାଇ ଅଛି। ଯଦି ଏହା ସତ୍ଯ ହାଇେ ନଥାନ୍ତା, ତା' ହେଲେ ତୁମ୍ଭମାନଙ୍କ ସନ୍ତାନମାନେ କଦାପି ଶୁଚି ହାଇେ ନ ଥାନ୍ତେ। କିନ୍ତୁ ସମାନେେ ଏବେ ପବିତ୍ର ଅଟନ୍ତି।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:14
  • ତୁମ୍ଭମାନେେ ଯେପରି ଚିନ୍ତା ନ କର ଏହା ମାରଇେଚ୍ଛା। ଅବିବାହିତ ଲୋକ ପ୍ରଭୁଙ୍କ କାମ ରେ ଲାଗିଥାଏ ଓ ସେ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ। କିନ୍ତୁ ଯେଉଁ ଲୋକ ବିବାହିତ, ସେ ସାଂସାରିକ ବିଷୟ ରେ ଲିପ୍ତ ରହି ତା'ର ପତ୍ନୀକୁ ସନ୍ତୁଷ୍ଟ କରିବା ପାଇଁ ବ୍ଯସ୍ତ ରହିଥାଏ। ଅତଏବ ସେ ଦୁଇଟି ବିଷୟ ପ୍ରତି ଧ୍ଯାନ ଦିଅ : ପତ୍ନୀକୁ ସନ୍ତୁଷ୍ଟ ଓ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା। ଜଣେ ଅବିବାହିତା ସ୍ତ୍ରୀ ଅର୍ଥାତ୍ କୁମାରୀ କନ୍ଯା ପ୍ରଭୁଙ୍କ ପାଇଁ ସମୟ ଦିଏ। ସେ ତା'ର ଶରୀର ଓ ଆତ୍ମା ଉଭୟକୁ ପ୍ରଭୁଙ୍କଠା ରେ ସମର୍ପିତ କରିପା ରେ। କିନ୍ତୁ ଜଣେ ବିବାହିତା ସ୍ତ୍ରୀ, ଜାଗତିକତା ରେ ମାତି ରହି, ନିଜ ସ୍ବାମୀକୁ ସନ୍ତୁଷ୍ଟ କରିବା ରେ ବ୍ଯସ୍ତ ରୁ ହେ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:32-34
  • ଜଣେ ସ୍ବାମୀ ଜୀବିତ ଥିବା ପର୍ୟ୍ଯନ୍ତ ସେ ତା' ସହିତ ରହିବା ପାଇଁ ବାଧ୍ଯ। ସ୍ବାମୀ ମରିଗଲା ପରେ ସେ ଯେ କୌଣସି ଅନ୍ୟ ଲୋକ ସହିତ ବିବାହ କରିବା ପାଇଁ ସ୍ବାଧୀନ ଅଟେ। କିନ୍ତୁ ସେ ପ୍ରଭୁଙ୍କ ପ୍ରତି ସମ୍ପର୍ଣ୍ଣ ବିଶ୍ବସ୍ତ ହବୋ ଉଚିତ୍।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:39
  • ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ, ମୂର୍ତ୍ତିପୂଜା, ଯାଦୁବିଦ୍ଯା, ଘୃଣା, ଝଗଡ଼ା, ଈର୍ଷା, କୋର୍ଧ, ସ୍ବାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ, ପରଶ୍ରୀକାତରତା, ନିଶାସକ୍ତ ହବୋ, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ଯ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମ ରେ ଲିପ୍ତ ରୁହନ୍ତି, ସମାନେେ କୌଣସି ପ୍ରକା ରେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାର ପାଇବେ ନାହିଁ।
    ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:19-21
  • ତୁମ୍ଭ ଭିତ ରେ କୌଣସି ୟୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପୟୁକ୍ତ ନୁହେଁ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:3
  • ହେ ପତ୍ନୀମାନେ ! ତୁମ୍ଭମାନେେ ଯେପରି ପ୍ରଭୁଙ୍କ ପ୍ରତି ବଶୀଭୂତା ହାଇେଛ, ସପରେି ନିଜ ସ୍ବାମୀମାନଙ୍କର ବଶୀଭୂତା ହୁଅ। ଖ୍ରୀଷ୍ଟ ଯେପରି ମଣ୍ଡଳୀର282 ମସ୍ତକ, ସ୍ବାମୀ ସହେିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟୀୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସହେି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ। ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ ଅଟେ, ସହେିପରି ହେ ପତ୍ନୀମାନେ, ତୁମ୍ଭମାନେେ ପ୍ରେତ୍ୟକକ କଥା ରେ ନିଜ ପତିଙ୍କର ବଶୀଭୂତା ହବୋ ଉଚିତ୍। ହେ ପତିଗଣ ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ ରମେ କରି ତା' ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭମାନେେ ମଧ୍ଯ ସହେିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ ରମେ କର। ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ଯୁ ବରଣ କରିଥିଲେ। ଯେପରି ସୁସାମାଚାରର ବାକ୍ଯ ଓ ଜଳ ଦ୍ବାରା ଧେ ୗତ କରି ସଫା କରିବା ପରେ ସେ ପରମେଶ୍ବରଙ୍କ କାର୍ୟ୍ଯ ମାଧ୍ଯମ ରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରିପାରନ୍ତି। ଯେପରି ସମ୍ପୂର୍ଣ୍ଣ ମହିମା(ସୌନ୍ଦର୍ୟ୍ଯ)ର ସହିତ ମଣ୍ଡଳୀକୁ ନିଜଠା ରେ ତାହାଙ୍କ କନ୍ଯା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ଯୁ ଭୋଗ କଲେ। ମଣ୍ଡଳୀ ମଧିଅରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ କାର୍ୟ୍ଯ ଦଖାେ ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ଯ ହାଇପୋ ରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ। ଠିକ୍ ସହେିଭଳି ପତିମାନେ ନିଜ-ନିଜ ପତ୍ନୀଙ୍କୁ ପ୍ ରମେ କରିବା କଥା। ନିଜ ଶରୀରକୁ ପ୍ ରମେ କରିଲା ଭଳି ପ୍ ରମେ କରିବା କଥା। ଯେଉଁ ଲୋକ ନିଜ ପତ୍ନୀକୁ ପ୍ ରମେ କରେ, ସେ ନିଜ ଶରୀରକୁ ପ୍ ରମେ କରେ। କୌଣସି ଲୋକ ନିଜ ଶରୀରକୁ କବେେ ହେଲେ ଘୃଣା କରେ ନାହିଁ। ପ୍ରେତ୍ୟକକ ଲୋକ ନିଜର ଶରୀର ପାଇଁ ଖାଦ୍ୟ ଖାଏ ଓ ଶରୀରର ଯତ୍ନ ନିଏ। ଠିକ୍ ଏହି କଥା ଖ୍ରୀଷ୍ଟ ମଣ୍ଡଳୀ ପାଇଁ ମଧ୍ଯ କରନ୍ତି। କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ। ଶାସ୍ତ୍ର କୁ ହେ : "ଅତଏବ ଜଣେ ମନୁଷ୍ଯ ନିଜ ପିତା ଓ ମାତାକୁ ଛାଡ଼ି ତା ପତ୍ନୀ ସହିତ ସଂଲଗ୍ନ ହୁଏ। ଓ ସେ ଦୁଇଜଣ ଏକ ହାଇେ ଯାଆନ୍ତି।"283 ଏହି ସତ୍ଯଟି ଅତି ମହତ୍ବପୂର୍ଣ୍ଣ। ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟ ରେ ମୁଁ ଏହା କହୁଅଛି। ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରେତ୍ୟକକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ ଓ ପ୍ରେତ୍ୟକକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:22-33
  • ଅତଏବ, ୟୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହବୋ, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହାଇେ ରହିବା, ଯାହା ଏକ ମିଥ୍ଯା ଦବେତାକୁ ପୂଜା କରିବା ସଦୃଶ, ସଭେିଳ ବିଷୟଗୁଡ଼ିକୁ ନିଜ ଜୀବନଠାରୁ ଦୂର ରେ ରଖ। ଏହିଭଳି ଇଚ୍ଛାଗୁଡ଼ଇକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ଯା ଦବେତାର ସବୋ କରୁଛି।
    କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:5
  • ସେ ଚାହାଁନ୍ତି ଯେ, ତୁମ୍ଭମାନେେ ୟୌନଗତ ପାପଗୁଡ଼ିକରୁ ଦୂର ରେ ରୁହ। "ପରମେଶ୍ବର ଚାହାଁନ୍ତି ଯେ, ତୁମ୍ଭମାନେେ ପ୍ରେତ୍ୟକକ ନିଜ ଶରୀରକୁ ସଂୟମ କରିବାକୁ ଶିଖ। ତୁମ୍ଭମାନେେ ନିଜ ଶରୀରକୁ ଏପରି ବ୍ଯବହାର କର ଯେ, ତାହା ପବିତ୍ର ହବେ ଓ ପରମେଶ୍ବରଙ୍କୁ ଗୌରବ ଦବେ। ତୁମ୍ଭମାନଙ୍କ ଶରୀରକୁ କାମାସକ୍ତର ବଶବର୍ତ୍ତୀ ହବୋକୁ ଦିଅ ନାହିଁ।291 ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ନିଜ ଶରୀରର ଏପରି ବ୍ଯବହାର କରନ୍ତି।
    ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:3-5
  • ୟୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ୟୌନ ଅଭିଳାଷୀ, ଦାସମାନଙ୍କ ବିକ୍ ରତାେ, ମିଥ୍ଯାବାଦୀ, ମିଥ୍ଯା ଶପଥ ନେଉଥିବା ଲୋକେ ଓ ପରମେଶ୍ବରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେ କୌଣସି ବ୍ଯକ୍ତି ପାଇଁ ବ୍ଯବସ୍ଥା ଆବଶ୍ଯକ।
    ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:10
  • ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର। ...ଯେଉଁମାନେ ବିଶଷେ ସବେକ ହବେେ, ସମାନଙ୍କେର କବଳେ ଗୋଟିଏ ପତ୍ନୀ ଥିବ। ସମାନେେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନତେୃତ୍ବ ଦଇପୋରୁଥିବେ।
    ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:2, 12
  • ଏକ ପ୍ରାଚୀନ ହବୋ ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସଗେୁଡ଼ିକ ହେଲା ସେ ନିର୍ଦ୍ ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ବାସୀ ହାଇେଥିବେ। ସମାନେେ ହିଂସ୍ର ଜୀବନ ଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ।
    Titus 1:6
  • ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 13:4
  • ଠିକ୍ ସହେିଭଳି ତୁମ୍ଭେ ପତିମାନେ ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣା ରେ ଜୀବନଯାପନ କର। ତୁମ୍ଭମାନେେ ନିଜ ପତ୍ନୀକୁ ସମ୍ମାନ ଦଖାଇବୋ ଉଚିତ। ସମାନେେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ବର, ତୁମ୍ଭ ଭଳି ସମାନଙ୍କେୁ ମଧ୍ଯ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନା ରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।
    ପିତରଙ୍କ ପ୍ରଥମ ପତ୍ 3:7
  • କିନ୍ତୁ ମାରେତୁମ୍ଭ ବିରୁଦ୍ଧ ରେ ଏହି କଥା ଅଛି : ତୁମ୍ଭେ ସହେି ୟିଜବଲେ ନାମଧାରିଣୀ ମହିଳାକୁ ତା'ର ଇଚ୍ଛାନୁସା ରେ କାର୍ୟ୍ଯ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ଯଦ୍ ବକ୍ତ୍ରୀ ବୋଲି କ ହେ। ସେ ତା'ର ଶିକ୍ଷା ଦ୍ବାରା ମାରେ ଲୋକମାନଙ୍କୁ ଭୁଲାଉଅଛି। ସେ ମାରେ ଦାସମାନଙ୍କୁ ବ୍ଯଭିଚାର ପାପ କରିବାକୁ ଓ ପ୍ରତିମାକୁ ଦିଆଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି।
    ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:20
  • ଏହା ବ୍ଯତୀତ ସମାନେେ ସମାନଙ୍କେର ନରହତ୍ଯା, ଗୁଣିବିଦ୍ଯା, ୟୌନଗତପାପ କିମ୍ବା ଚୋରୀପାପ ପରିତ୍ଯାଗ କଲେ ନାହିଁ କି ସେଥିରୁ ମନ ଫରୋଇ ଅନୁତାପ କଲେ ନାହିଁ।
    ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:21
  • ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।
    ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:2