ସରଳତା


  • ମୁଁ ଜଗତରୁ ଉର୍ଦ୍ଧ୍ବକୁ ଉତ୍ଥିତ ହବେି। ଯେତବେେଳେ ଏହା ଘଟିବ, ମୁଁ ସବୁ ଲୋକମାନଙ୍କୁ ମାେ ନିକଟକୁ ନଇେ ୟିବି।" ଯୋହନଲିଖିତ ସୁସମାଚାର 12:32
  • ଖ୍ରୀଷ୍ଟ ମାେତେ ଲୋକମାନଙ୍କୁ ଡ଼ୁବନ କରିବା ଦାଯିତ୍ବ ଦଇେ ନ ଥିଲେ। ସେ ମାେତେ ସୁସମାଚାର ପ୍ରଚାର କରିବା ଦାଯିତ୍ବ ଦଇେ ଥିଲେ। କୌଣସି ପ୍ରକାର ଜାଗତିକ ଜ୍ଞାନର ପୂର୍ଣ୍ଣତା ରେ ପ୍ରଭୁଙ୍କ ବାକ୍ଯ ପ୍ରଚାର କରିବାକୁ ଖ୍ରୀଷ୍ଟ ମାେତେ ପଠାଇ ନ ଥିଲେ; ନଚେତ୍ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ରେ ଥିବା ମହାଶକ୍ତି ବ୍ଯର୍ଥ ହାଇଯେିବ। କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:17
  • କିନ୍ତୁ ପରମେଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନ ମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ଦୁର୍ବଳ ବିଷୟଗୁଡ଼ିକୁ ମନୋନୀତ କଲେ। ପରମେଶ୍ବର ଜଗତ ଦୃଷ୍ଟି ରେ ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡ଼ିକୁ ମନୋନୀତ ନ କରି ନୀଚ୍ଚ ଓ ଘୃଣ୍ଯ ବିଷୟଗୁଡ଼ିକ ମନୋନୀତ କଲେ। କାରଣ ପରମେଶ୍ବର ଜଗତ ଦୃଷ୍ଟି ରେ ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡ଼ିକ ବିନାଶ କରିବାକୁ ଚାହିଁଲେ। ପରମେଶ୍ବରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗ ରେ ଗର୍ବ କରିପାରିବ ନାହିଁ। କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:27-29
  • ମାରେକଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମାହୋର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ। କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:4